ବୋଡ଼ାକୁ ଗିଳିଲା ରଣା
ଦଶରଥପୁର,୧୧ା୭(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଘରେ ଥିବା ବେଙ୍ଗ ଖାଇବାକୁ ଯାଇ ଦୁଇ ସାପଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ଏଥିରେ ବେଙ୍ଗର ମୃତ୍ୟୁ ହୋଇଥିବା ବେଳେ ରଣା ସାପ ବୋଡ଼ା ଗିଳିଦେଇଛି। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲା...
ଜବାବ ଦାଖଲ ଲାଗି ଭଦ୍ରକ, ଯାଜପୁର ଜିଲା ପ୍ରଶାସନର କ୍ଷେତ୍ର ଅନୁଧ୍ୟାନ
ଭଣ୍ଡାରିପୋଖରୀ,୧୦ା୭(ଡି.ଏନ.ଏ.): ବୈତରଣୀ ନଦୀଶଯ୍ୟାରେ ନିର୍ମାଣ ବିରୋଧରେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ରେ ଆଗତ ମାମଲାରେ ନୋଟିସ୍ର ଜବାବ ଦାଖଲ ପାଇଁ ଶୁକ୍ରବାର ଭଦ୍ରକ ଓ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ କ୍ଷେତ୍ର ଅନୁଧ୍ୟାନ କରାଯାଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ...
ପିଏମ୍ଜିଏସ୍ୱାଇରେ ଅର୍ଥ ଆତ୍ମସାତ୍
ଯାଜପୁର ଅଫିସ,୯ା୭:ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନରେ ନିର୍ମାଣ ହୋଇଥିବା ବାଲିଚନ୍ଦ୍ରପୁର-ଦେକୁରୀ ଏବଂ ଏନ୍ଏଚ୍-୫(କ)ଠାରୁ ଭରତପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ) ରାସ୍ତାରେ ଅର୍ଥ ଆମତ୍ସାତ୍ ଏବଂ ନିମ୍ନମାନ କାମ ହୋଇଥିବା ଅଭିଯୋଗ ହୋଇଛି। ଏହାର...
ଏନ୍ଜିଟିରେ ବିଆର୍ପିଏଲ୍ ମାମଲା:ସାନି ତଦନ୍ତ ନିର୍ଦ୍ଦେଶ
ଯାଜପୁର ଅଫିସ,୮।୭: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନା ପରିସରରୁ ବାହାରକୁ ବର୍ଜ୍ୟଜଳ ନିର୍ଗତ ଅଭିଯୋଗ ଜଟିଳ ହେବାରେ ଲାଗିଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ଦ୍ୱାରା ଦାଖଲ ହୋଇଥିବା ତଦନ୍ତ ରିପୋର୍ଟକୁ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)...
କାମ ସାରି ଘରକୁ ଫେରୁଥିଲେ, ହେଲେ ରାସ୍ତାରେ ଜଗି ବସିଥିଲା ମୃତ୍ୟୁ
ଛତିଆ,୭।୭(ଡି.ଏନ୍.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଛତିଆ ଚଟିଘର ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି।...
ବିପଦରେ ବ୍ରାହ୍ମଣୀ ବ୍ରିଜ୍
ଯାଜପୁର ଅଫିସ/ରଗଡ଼ି (ଡି.ଏନ.ଏ.),୫।୭: ଯାଜପୁର ଜିଲାର ବ୍ୟାସନଗର ତହସିଲରେ ମୋରମ ଏବଂ ଧର୍ମଶାଳା ତହସିଲରେ ବାଲି ଲୁଟ୍ ନିତିଦିନିଆ ହୋଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ଠାରୁ ପରିଚାଳନା ଅନୁମତି ବା କନସେଣ୍ଟ ଟୁ ଅପରେଟ୍ (ସିଟିଓ) ଏବଂ ପରିବେଶଗତ...
ଯୁବତୀଙ୍କୁ ପ୍ରତାରଣା କରି ପୋଲିସ ଅଧିକାରୀ ଗିରଫ
ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧) ରୁଜୁ ହୋଇଛି । ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅଞ୍ଚଳର ଯୁବତୀଙ୍କ...
ପ୍ଲାଣ୍ଟ ବନ୍ଦ ବେଳେ ତଦନ୍ତ
ଯାଜପୁର ଅଫିସ,୪ା୭: ଜଳ ପ୍ରଦୂଷଣକୁ ନେଇ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ୍ ଲିମିଟେଡ୍(ବିଆର୍ପିଏଲ୍) କାରଖାନାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ଦ୍ୱାରା ହୋଇଥିବା ତଦନ୍ତ ରିପୋର୍ଟ ଜୁଲାଇ ୧ରେ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ନିକଟରେ ଦାଖଲ ହୋଇଛି। ଏହାସହ...
ବଡ଼ଚଣା ପ୍ୟାକ୍ସରେ ମହାଦୁର୍ନୀତି
ଯାଜପୁର ଅଫିସ,୨।୭: ଚାଷୀଙ୍କୁ ସେବା ଯୋଗାଇ ଦେବାକୁ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ) ପ୍ରତିଷ୍ଠା କରାଯାଇଛି। ଅଥଚ ଯାଜପୁର ଜିଲାର ପ୍ୟାକ୍ସଗୁଡ଼ିକରେ ସେବା ନାମରେ ଶତାଧିକ ଚାଷୀଙ୍କ ଋଣ, ବୀମା ଓ ଧାନ ବିକ୍ରି ଅର୍ଥ ହରିଲୁଟ ହେଉଛି।...
ତଦନ୍ତରେ ବେଦାନ୍ତକୁ ସୁରକ୍ଷା
ଯାଜପୁର ଅଫିସ,୨୯।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ନିର୍ଗତ ହେଉଥିବା ଅଭିଯୋଗର ତଦନ୍ତ ରିପୋର୍ଟ ଗତ ୨୧ ତାରିଖରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ରେ ଦାଖଲ ହୋଇଛି। ଖଣିରେ ଘଣ୍ଟା...
ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ
ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ ଅଧିନିୟମ ୨୦୧୬ର ଧାରା-୨ର ଉପଧାରା(୨) ଅନୁଯାୟୀ ଅଧିସୂଚନା ଜାରି ହୋଇଥିଲା। ଓଡ଼ିଶା ସରକାରଙ୍କ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍ପିସିିବି ପକ୍ଷରୁ ପରିବେଶବିତ୍ ହିରଣ୍ୟ...
Archives


