ଯାଜପୁର

ଖସେଇଦେବାକୁ ସଲାସୁତରା

ଯାଜପୁର ଅଫିସ,୧୨ା୧୧: ପେଟ୍ରୋଲ ଓ ଡିଜେଲର ଅପମିଶ୍ରଣ ତଥା କଳାବଜାରରେ ଚଢାଦରରେ ବିକ୍ରି ପାଇଁ ଜିଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)କିରୋସିନର ଚୋରା କାରବାରର ଆଉ ଏକ ଉଦାହରଣ ସାମ୍ନାକୁ ଆସିଛି। ୬ ମାସ ହେଲା ଜେନାପୁର ଥାନା ପୋଲିସ ଧରିଥିବା…

ରାସ୍ତା ଭାଙ୍ଗି ଅଡ଼ୁଆରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌

ଯାଜପୁର ଅଫିସ,୧୨ା୧୧: ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍‌ଏମ୍‌ଏସ୍‌ୱାଇ) କ୍ଷେତ୍ରରେ ଯାଜପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ପଞ୍ଚାୟତିରାଜ ବିଭାଗର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଜଳଯୋଗାଣ ପ୍ରକଳ୍ପର ପାଇପ୍‌ବିଛା କାର୍ଯ୍ୟରେ…

ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ

ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ ନେତୃତ୍ୱ ପ୍ରତି ଆସ୍ଥାପ୍ରକଟ କରି ଅନ୍ୟ ଦଳରୁ ଶତାଧିକ କର୍ମୀ ଆସି ଭାଜପାରେ ସାମିଲ…

ଖୋଲା ବଜାରରୁ ବିହନ କିଣୁଛନ୍ତି ଚାଷୀ

ରସୁଲପୁର,୧୧।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଚିନାବାଦାମ ଚାଷ ଆରମ୍ଭ ହେଲାଣି। ତେବେ ସରକାରୀ ବିହନ ମିଳୁ ନ ଥିବାରୁ ଚାଷୀ ଖୋଲା ବଜାର ଉପରେ ନିର୍ଭର କରୁଛନ୍ତି। ଏଥିଲାଗି ଆର୍ଥିକ ବୋଝର ଶିକାର ହେଉଛନ୍ତି। ତେଣେ ରବି ଋତୁକୁ ନେଇ ଏଯାଏ…

ସାର୍ଟିଫିକେଟ ଲାଗି ସ୍କୁଲରେ ତାଲା ପକାଇଲେ ଛାତ୍ରୀ

ବିଞ୍ଝାରପୁର,୧୧।୧୧(ଡି.ଏନ.ଏ.): ବିଦ୍ୟାଳୟରେ ସାର୍ଟିଫିକେଟ ପ୍ରଦାନ ପାଇଁ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ଆସିଛି। ତେବେ ଲାଞ୍ଚ ନେଇ ମଧ୍ୟ ସାର୍ଟିଫିକେଟ ନ ଦେବାରୁ ଛାତ୍ରୀ ବୁଧବାର ବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି। ଜିଲା ଶିକ୍ଷାଧିକାରୀ ରଞ୍ଜନ ଗିରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଡକାଇ…

କଳିଙ୍ଗନଗରରେ ବେଆଇନ ଚିପ୍ସ ୟାର୍ଡ

ଯାଜପୁର ଅଫିସ,୧୧।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟସ୍ଥ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ବେଆଇନ ଚିପ୍ସ ପାହାଡ଼ ଭଳି ଗଦା ହୋଇଛି। ଲୋକାୟୁକ୍ତରେ ମାମଲା ରୁଜୁ ହେବାପରେ ଗତ ଜୁଲାଇ ମାସରେ ବିଛାଖଣ୍ଡି…

ଆଶଙ୍କାରେ ଚଣ୍ଡିଖୋଲ ଭୂତଳ ତୈଳଭଣ୍ଡାର

ଚଣ୍ଡିଖୋଲ,୧୦।୧୧(ଡି.ଏନ.ଏ.): ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଭୂତଳ ତୈଳ ଭଣ୍ଡାର ନିର୍ମାଣ ନେଇ ୨୦୧୬-୧୭ରୁ ଘୋଷଣା କରାଯାଇଥିଲେ ବି ଏ ପର୍ଯ୍ୟନ୍ତ କାର୍ଯ୍ୟ ପାଦେ ବି ଆଗେଇ ପାରିନି। ଏପରି କି ପ୍ରସ୍ତାବିତ ପ୍ରକଳ୍ପର ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ ହୋଇ…

ବ୍ୟାସନଗର ମ୍ୟୁନିସିପାଲିଟି ୱାର୍ଡ ପୁନର୍ଗଠିତ

ଯାଜପୁର ଅଫିସ,୧୦।୧୧: ୨୬ ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ପଛୁଆବର୍ଗଙ୍କ ପାଇଁ ୭ଟି ୱାର୍ଡ ସଂରକ୍ଷିତ ରହିଥିବାବେଳେ ସେଥିରୁ ୪ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ତଫସିଲଭୁକ୍ତ ଜାତିଙ୍କ ପାଇଁ ସଂରକ୍ଷିତ ୩ଟି ୱାର୍ଡରୁ ୨ ମହିଳା ଓ ତଫସିଲଭୁକ୍ତ ଜନଜାତିଙ୍କ…

ପାହାଡ଼ ପାଲଟୁଛି ପୋଖରୀ

ଯାଜପୁର ଅଫିସ/ ଜେନାପୁର,(ଡି.ଏନ.ଏ.),୯।୧୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଅନେକ ଖାଦାନରୁ ଅନୁମତିଠାରୁ ପ୍ରାୟ ୧୦୦ ଗୁଣ ଅଧିକ କଳାପଥର ଉତ୍ତୋଳନ ହେଉଥିବାରୁ ପାହାଡ଼ ଏବେ ପୋଖରୀର ରୂପ ନେଇଛି। ଲିଜ୍‌ଧାରୀଙ୍କ ଧାର୍ଯ୍ୟ ସମୟସୀମା ସରିବା ପରେ ଉକ୍ତ ଗାତକୁ…

ରାଜ୍ୟ ବାହାରେ ବିକ୍ରି ହେଉଥିଲା ଚୋରାଗାଡ଼ି

ଯାଜପୁର ଟାଉନ,୮।୧୧(ଡି.ଏନ.ଏ.): ଯାଜପୁର ସହରସ୍ଥ ଶିତଳେଶ୍ୱର ଅଞ୍ଚଳର ରାଧା କବାଡ଼ିଆ ଦୋକାନରେ ଚୋରା ଗାଡ଼ି କଟାଯାଇ ରାଜ୍ୟ ବାହାରେ ବିକ୍ରି କରାଯାଉଥିଲା। ଏକଥା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଯାଜପୁର, କଟକ, ଭଦ୍ରକ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଚୋରି ହୋଇଥିବା…

ବିନା ଅନୁମତିରେ ଲୁହା ତରଳା କାରଖାନା, ଉତ୍କଟ ପ୍ରଦୂଷଣରେ ନୟାନ୍ତ ଅଞ୍ଚଳବାସୀ

ଯାଜପୁର ଅଫିସ/ଜେନାପୁର(ଡି.ଏନ.ଏ.),୭ା୧୧: ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ନିୟୋଜିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସପିସିବି) ଅଧିକାରୀମାନେ ଯାଜପୁର ଜିଲା ପାଇଁ ଆଖି ବୁଜିଦେଇଛନ୍ତି। ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ଏବଂ ଧର୍ମଶାଳା ତହସିଲ ଅଞ୍ଚଳରେ ବିନା ପରିବେଶ ମଞ୍ଜୁରୀରେ ଜଙ୍ଗଲ ଜମିରେ ଏକାଧିକ ଛୋଟବଡ଼…

ବିକାଶ, ବିନାଶକୁ ନେଇ ଚର୍ଚ୍ଚା

ଯାଜପୁର ଅଫିସ,୭ା୧୧: ଯାଜପୁର ଜିଲାର ଯାଜପୁର ପୌରାଞ୍ଚଳରେ ବିକାଶ ଚାଲିଥିବା ବେଳେ ଓ ବ୍ୟାସନଗର ପୌରାଞ୍ଚଳରେ ତାହା ନାହିଁ। ଏହାକୁ ନେଇ ଏବେ ସବୁଠି ଚର୍ଚ୍ଚା ଜୋର ଧରିଛି। ଯାଜପୁର ସହରରେ ବିକାଶମୁଖୀ ବିଭିନ୍ନ ପ୍ରକଳ୍ପ ଆଶାତୀତ ହେଉଥିବାବେଳେ ଏପଟେ ବ୍ୟାସନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?