ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍ କ୍ରୋମାଇଟ ବିକ୍ରୀ ହୋଇ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ ପ୍ରାୟ ୨୦୦ କୋଟି ଟଙ୍କାର ଖାଉଟି ସାମଗ୍ରୀ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି।...
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ...
ଚାଷୀ ନ ଥାଇ ଧାନ କିଣା
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଡବ୍ଲ୍ୟୁଏସ୍ଏଚଜି) ୪୬୬୧.୨୨ କୁଇଣ୍ଟାଲ ଧାନ ଦୁର୍ନୀତି କରିଛନ୍ତି। ଚାଷୀଙ୍କଠାରୁ ଧାନ...
ବିଆର୍ପିଏଲ୍: ଟୋପାଏ ପ୍ରଦୂଷଣ
ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା (୧୪୯/୨୦୧୭/ଇଜେଡ୍) ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ବିଚାରାଧୀନ ରହିଛି। କଳିଙ୍ଗନଗର ପରିବେଶ ସୁରକ୍ଷା ସମିତିର...
ଗାଁ ଛାଡ଼ି ସୁରଟମୁହାଁ ୧୦ ବୁଣାକାର
ରସୁଲପୁର,୨୧।୬(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବୁଣାକାର ଗାଁ ଭାବେ ପରିଚିତ ଗୋପାଳପୁରର ୧୦ ବୁଣାକାର ସୋମବାର ଗାଁ ଛାଡ଼ି ସୁରଟ ମୁହାଁ ହୋଇଛନ୍ତି। କୌଳିକ ବୃତ୍ତି ସଙ୍କଟରେ ଥିବାରୁ ସେମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ପରିବାର ପୋଷିବାକୁ...
ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ
ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍ ଭାବେ ଏହି ପାହାଡ଼କୁ ଖନନ କରି ବ୍ୟାପକ ମୋରମ ଓ ବୋଲ୍ଡ଼ର ଲୁଟ୍ କରୁଛନ୍ତି। ଅସିହା...
ସଙ୍କଟରେ ଇସ୍ପାତ ଶିଳ୍ପ
ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍ ଢଙ୍ଗରେ ପରିଚାଳନା କରିବାର ଆବଶ୍ୟକତା ରହିଛି। କିନ୍ତୁ ବର୍ଷେ ହେଲା ଉପଯୁକ୍ତ ପରିଚାଳନାଗତ...
ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର,...
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର...
୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ
ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା ଓ ବନ୍ୟା ମୁକାବିଲା କରିବାକୁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ପାଣିପାଗ ବିଭାଗ...
ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍ପିସିବି ପକ୍ଷରୁ ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର କଳିଙ୍ଗନଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବିଭାଗୀୟ ଆଞ୍ଚଳିକ ଅଧିକାରୀ ପ୍ରମୋଦ...
Archives


