ଯାଜପୁର

ପୁଣି ଦୈନିକ ୪୯.୫ କେଏଲ୍‌ ଭୂତଳ ଜଳ ଟାଣିବ ରାମ୍‌କୋ

ଯାଜପୁର,୧୧।୧୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ବ୍ଲକ  ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ କମ୍ପାନୀ ଅନୁମତିପ୍ରାପ୍ତ ଦୈନିକ ୧୦୦ କିଲୋଲିଟରଠାରୁ ଢେର ଗୁଣ ଅଧିକ ଭୂତଳ ଜଳ ବ୍ୟବହାର କରୁଛି। ଏପରି କି ଜଳ ସମ୍ପଦ ବିଭାଗ ପକ୍ଷରୁ ଜାରି ଟର୍ମ...

ଧସିଲା ଖଣି: ମାଟିତଳେ ପୋତିହେଲା ଲକ୍ଷଲକ୍ଷ ଟଙ୍କାର ଗାଡ଼ି

କାଳିଆପାଣି, ୮।୧୨(ଅସିତ ମହାନ୍ତ): କ୍ରୋମନଗର କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ବାଲେଶ୍ୱର ଖଣିରେ ରବିବାର ସକାଳ ଶସମୟରେ ଖଣି ଧସଛି।  ଏଥିରେ  ୨ ଟି ମାଟି ଖୋଳା ମେଶିନ ଓ ୩ ଟି ଡ୍ରମ୍ଫର ମାଟି ତଳେ ପୋତି ହୋଇ...

ଲଘୁ ଖଣିଜ ଲୁଟକୁ ନିୟନ୍ତ୍ରଣ କରିବ ସ୍ବତନ୍ତ୍ର ସ୍କ୍ବାଡ୍‌

ବରୀ,୭ା୧୨(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷା ମଣ୍ଡଳ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନରେ ବିଳମ୍ବ ହେଉଛି। ଫଳରେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ଶିକ୍ଷା ମଣ୍ଡଳ ଅଧୀନରେ ମୋଟ ୧୮୨ ବିଦ୍ୟାଳୟର...

ଜମି ସମସ୍ୟାରେ ଛନ୍ଦିହୋଇଛନ୍ତି ୨୦ ହଜାର ଲୋକ

ଯାଜପୁର,୭ା୧୨(ହର୍ଷବର୍ଦ୍ଧନ ବେହେରା: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ତହସିଲ ସମେତ ଦାନଗଦି ଓ ସୁକିନ୍ଦା ତହସିଲ ଅଞ୍ଚଳର ୩୬ଟି ରାଜସ୍ବ ଗ୍ରାମର ପ୍ରଜା ଜମି ସମସ୍ୟାରେ ଛନ୍ଦି ହୋଇଛନ୍ତି। ଜମି ଥାଇ ବି ପ୍ରଜା ଏଠାରେ ଭୂମିହୀନ ଭଳି...

ଆଗକୁ ବଢ଼ିଲା ମୂଳଖରସ୍ରୋତା ପୁନରୁଦ୍ଧାର ପ୍ରକ୍ରିୟା

ରସୁଲପୁର,୪।୧୨(ରଂଜିତ ରାଉତ): ରସୁଲପୁର ବ୍ଲକ ଅଧୀନ ଟିକରପଡ଼ାଠାରେ ମୂଳଖରସ୍ରୋତା ନଦୀ ଉପର ମୁଣ୍ଡରେ ଏକ ସ୍ଲୁଇସ୍‌ ଗେଟ୍‌ ନିର୍ମାଣ ପାଇଁ ପ୍ରକ୍ରିୟା ଆଉ ପାଦେ ଆଗକୁ ବଢିଛି। ସ୍ଲୁଇସ୍‌ ଗେଟ୍‌ ନିର୍ମାଣ ଓ ନଦୀ ପୁନରୁଦ୍ଧାର ପ୍ରକଳ୍ପକୁ ବୈଷୟିକ ମଞ୍ଜୁରୀ...

ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୪ଜଣଙ୍କୁ ଜାମିନ

ଯାଜପୁର ଟାଉନ,୪।୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ମାମଲାରେ ମଙ୍ଗଳବାର ୧୪ଜଣଙ୍କ ଜାମିନ ମଞ୍ଜୁର ହୋଇଛି। ଏହି ଘଟଣାରେ ଯାଜପୁର ପୋଲିସ ୧୪ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଥିଲା। ଗତ ନଭେମ୍ବର...

ତୈଳଭଣ୍ଡାର ବନାମ କଳାପଥର ଖାଦାନ

ଯାଜପୁର,୨।୧୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଡଙ୍କାରୀ ପାହାଡ଼ ପାଦଦେଶରେ ଦେଶର ୪ର୍ଥ ବୃହତ୍‌ ଚଣ୍ଡିଖୋଲ ଭୂତଳ ତୈଳ ସଂରକ୍ଷଣ ଭଣ୍ଡାର ପ୍ରତିଷ୍ଠା ପାଇଁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ମିଳିଥିଲା। ହେଲେ ଏହି ପ୍ରକଳ୍ପ ନିର୍ମାଣ ଦ୍ୱାରା ପ୍ରାୟ...

ଲଲଙ୍କ ନାଁରେ ଯୋଡ଼ିହେଲା ଜାତିଆଣ ମାମଲା

ଯାଜପୁର ଟାଉନ, ୧।୧୨ (ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ୍‌ର ବିରଜା ହାଟକୁ ନେଇ ଘଟିଥିବା ହିଂସା ଘଟଣାରେ ଗିରଫ ହୋଇଥିବା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରସାଦ ଦାସ (ଲଲ)ଙ୍କ ଅଡୁଆ ବଢ଼ିଯାଇଛି। ୨୦...

ବବିଙ୍କ ଭାଇଙ୍କୁ ମିଳିଲା ଜାମିନ, ହେଲେ ଜେଲ୍‌ରୁ ମୁକୁଳିପାରିବେ ନାହିଁ

ଯାଜପୁର ଟାଉନ,୨୯ା୧୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ରାଜନୈତିକ ହଟଚମଟ ବଢ଼ିବାକୁ ଲାଗିଥିବାବେଳେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍‌ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କୁ ୪ ମାମଲା...

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ୧୦ ଜଣଙ୍କଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର,୨୭।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଜଣଙ୍କଙ୍କ ଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ଜିଲ୍ଲା ଦୌରାଜଜ୍‌ ଏହି ଶୁଣାଣିକୁ ସ୍ଥଗିତ ରଖିଛନ୍ତି। ଏହା ସହ ଇନ୍‌ଜୁରୀ, ସିଡି ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ...

ଆରୁହା ଖାଦାନ ବନ୍ଦ ନିର୍ଦ୍ଦେଶ

ଯାଜପୁର,୨୭।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ବେଆଇନ କ୍ରଶର ଏବଂ କଳାପଥର ଖାଦାନ ମାଲିକମାନେ କୌଣସି ନୀତିନିୟମକୁ ମାନୁ ନାହାନ୍ତି। ଏପରି କି ଲଘୁଖଣି ଉପନିର୍ଦ୍ଦେଶକ(ଡିଡିଏମ୍‌)ଙ୍କ କୌଣସି ନିର୍ଦ୍ଦେଶ ଏଠାରେ କାର୍ଯ୍ୟକାରୀ ହୋଇପାରୁନାହିଁ। ଏହାକୁ ଦୃଷ୍ଟିରେ ରଖି ଅଞ୍ଚଳବାସୀ...

ବିରଜା ହାଟକୁ ନେଇ ତେଜୁଛି ରାଜଜୈତିକ କଳି

ଯାଜପୁର,୨୬ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଟାଉନ୍‌ର ବିରଜା ହାଟକୁ ନେଇ ରାଜନୈତିକ କଳି ତେଜିବାରେ ଲାଗିଛି। ବିଜେଡି ଓ ଭାଜପା ନେତାମାନେ ପରସ୍ପରକୁ ଦୋଷାରୋପ କରୁଛନ୍ତି। ଏପରିକି ଏହାକୁ ନେଇ ଆଇନ ଶୃଙ୍ଖଳା ସ୍ଥିତି ଜଟିଳ ହେଉଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri