ଯାଜପୁର

ସ୍ଲରି ପାଇପ୍‌ ଲାଇନ୍‌ ପାଇଁ ଜଳକର

ଯାଜପୁର ଅଫିସ,୨୨।୧୦: ସ୍ଲରି ପାଇପ୍‌ ଲାଇନ୍‌ରେ ଖଣିଜ ପଦାର୍ଥ ପରିବହନ କରୁଥିବା କମ୍ପାନୀଗୁଡ଼ିକ ଉପରେ ଜଳକର କେତେ ନିର୍ଦ୍ଧାରଣ ହେବ ସେନେଇ ପ୍ରସ୍ତାବ ଦେବାକୁ ଶିଳ୍ପ ବିଭାଗ ସମେତ ଷ୍ଟିଲ ଓ ଖଣି ବିଭାଗର ଅତିରିକ୍ତ ସଚିବଙ୍କୁ ରାଜ୍ୟ ଜଳ ସମ୍ପଦ…

ଓରେଡା ଉପରେ ପୁଣି ଭରସା

ଯାଜପୁର ଅଫିସ,୨୧।୧୦: ସୌରଶକ୍ତି ଚାଳିତ ପାନୀୟ ଜଳ ପ୍ରକଳ୍ପର ମରାମତି ଏବଂ ନିର୍ମାଣ ପାଇଁ ପୁଣିଥରେ ଓରେଡାକୁ ଦାୟିତ୍ୱ ଦିଆଯାଉଛି। ଓରେଡାର ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି କେ.ପି. କୋନେରଙ୍କ ପତ୍ର ଆଧାରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅଧୀକ୍ଷଣ ଓ…

ଭାଜପା ଛାଡିଲେ ବିଶ୍ୱରଞ୍ଜନ

ଯାଜପୁର ଅଫିସ/ବରୀ, ୨୦।୧୦: ଯାଜପୁର ଜିଲାରେ ଭାଜପାର ସାଙ୍ଗଠନିକ ସ୍ଥିତି କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ତୁଷାର ପରିଡ଼ା ବିଜେଡିରେ ଯୋଗଦାନ କରିବାର କିଛିଦିନ ପରେ ବୁଧବାର ବରୀ ନିର୍ବାଚନ ମଣ୍ଡଳୀର ଭାଜପା…

ଶ୍ରମିକ ନିଯୁକ୍ତିରେ ସନ୍ତୁଷ୍ଟି

ଯାଜପୁର ଅଫିସ,୨୦।୧୦:ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଆଶାୟୀଙ୍କୁ ଠିକା ଶ୍ରମିକ ନିଯୁକ୍ତି ଦେଇ ସନ୍ତୁଷ୍ଟ କରାଯାଉଛି। ଏହି ପ୍ରକ୍ରିୟାରେ ୩୬୪ ଅଣଓଡ଼ିଆ ଏବଂ ୧୮୪ ଓଡ଼ିଆ ଠିକାସଂସ୍ଥା ବିପୁଳ ପରିମାଣରେ ଲାଭବାନ ହେଉଛନ୍ତି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରେ…

କଇଁଫୁଲ ତୋଳିବାକୁ ଯାଇ…

ଝୁମ୍ପୁରୀ,୧୮ା୧୦(ଡି.ଏନ.ଏ.): ସୋମବାର ବୈତରଣୀ ନଦୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଛିା ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ମୃତକ ହେଲେ ଯାଜପୁର ଜିଲା ଦଶରଥପୁର ବ୍ଲକ ଡୋଭାବିଲ ଗ୍ରାମର ଶ୍ରୀକାନ୍ତ ଜେନାଙ୍କ ପୁଅ ବିଭୂତି ଭୂଷଣ(୧୨),…

କାଜୁ ଜଙ୍ଗଲରୁ ମୋରମ ଚାଲାଣ

କଳିଙ୍ଗନଗର,୧୮ା୧୦(ଡି.ଏନ.ଏ.): ଯାଜପୁର ଜିଲା ଦାନଗଦି ତହସିଲ ମାନତୀରା ରାଜସ୍ବ ସର୍କଲ ଅଞ୍ଚଳର ଏକ କାଜୁ ଜଙ୍ଗଲରୁ ଗତ ଏକ ସପ୍ତାହ ଧରି ମୋରମ ଚାଲାଣ ଜାରି ରହିଛି। ଏକ ଗୋଷ୍ଠି ପ୍ରଶାସନକୁ କରାୟତ କରି ଲୁଟ ଚଳାଇ ଥିବା ବେଳେ ସ୍ଥାନୀୟ…

ପାଣି ଆଶା: ମିଳୁଛି ଦୁର୍ଦ୍ଦଶା

ଯାଜପୁର ଅଫିସ,୧୮ା୧୦: ପାନୀୟ ଜଳ ପାଇଁ ଘୋର ଦୁର୍ଦ୍ଦଶା ଭୋଗୁଥିବା ଲୋକଙ୍କ କଥା ଭାବିଲେ ଯାଜପୁର ଜିଲା ବଡ଼ଚଣା ବ୍ଲକ ସିହା ଏବଂ କୋରେଇ ବ୍ଲକ ବଡ଼ଅନ୍ଧାରୀ ଗ୍ରାମକୁ ଉଦାହରଣ ଭାବେ ନିଆଯାଇପାରେ। ସିହା ଗ୍ରାମର ଅଧିବାସୀ ଖରାଦିନେ ଭୋଗୁଥିବା ପାନୀୟ…

ରସୁଲପୁର ଶାଖା ଡାକଘରେ ସେବା ବାଧାପ୍ରାପ୍ତ

ରସୁଲପୁର,୧୩।୧୦(ଡି.ଏନ.ଏ.): ରସୁଲପୁର ଶାଖା ଡାକଘର ଓ ଏହା ଅଧୀନରେ ଥିବା ୬ଟି ଉପଡାକଘରେ ଗ୍ରାହକ ସେବା ବାଧାପ୍ରାପ୍ତ ହୋଇଛି। ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌) ଇଣ୍ଟରନେଟ୍‌ ସେବା ଅଚଳ ହୋଇପଡ଼ିଥିବାରୁ ଗ୍ରାହକ ଅତ୍ୟାବଶ୍ୟକ ସେବାରୁ ବଞ୍ଚତ୍ତ ହେଉଛନ୍ତି। ଅନ୍ୟପକ୍ଷରେ ରସୁଲପୁର…

କ୍ଷତିପୂରଣ ମିଳୁନି: ଅଧାରେ ଏନ୍‌ଏଚ୍‌ କାମ

ଯାଜପୁର ଅଫିସ,୧୨।୧୦: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ ୨୦୧୭ରୁ ରାଜ୍ୟରେ ୧୧୬୨ କିମି ଦୂରତା ବିଶିଷ୍ଟ ୨୨ଟି ଜାତୀୟ ରାଜପଥ (ଏନ୍‌ଏଚ୍‌) ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଏଥିପାଇଁ ଯାଜପୁର, ଅନୁଗୋଳ, ବାଲେଶ୍ୱର, କଟକ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ,…

ଅବହେଳା ଜୀବନ ନେଉଛି

ଯାଜପୁର ଅଫିସ,୧୧।୧୦: ଦେଶରେ ଦୁର୍ଘଟଣାଜନିତ ମୃତ୍ୟୁରେ ଓଡ଼ିଶାର ର଼୍ୟାଙ୍କ ୧୬ରୁ ୧୨କୁ ବୃଦ୍ଧି ଘଟିଛି, ଯାହାକି ଏକ ଚିନ୍ତାର ବିଷୟ ହୋଇଛି। ସଡ଼କ ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ସୁପ୍ରିମକୋର୍ଟ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ କମିଟି ଗଠନ ହୋଇଛି।…

ମରାମତି ଅବଧି ସରିନି, କ୍ଷୟକ୍ଷତି ଦର୍ଶାଇଲା ବିଭାଗ

ଚଣ୍ଡିଖୋଲ,୮।୧୦(ଡି.ଏନ.ଏ.): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ଚଣ୍ଡିଖୋଲ ଉପଖଣ୍ଡର ବାଲିଚନ୍ଦ୍ରପୁର-ଦେକୁରି ରାସ୍ତାକୁ ନେଇ ବିବାଦ ଥମୁନି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜାନରେ କରାଯାଇଥିବା ଏହି ରାସ୍ତାର ନିର୍ମାଣ ସମୟରେ ୩୦୦ ମିଟର ଗାଡ୍‌ୱାଲ ଭୁଶୁଡ଼ି ପଡ଼ିଥିଲା। ନିର୍ମାଣ ଶେଷ ହେବାର…

ବିସ୍ଫୋରକ ବ୍ୟବସାୟ ପ୍ରତି ଅନୁକମ୍ପା

ଯାଜପୁର ଅଫିସ,୮।୧୦: ଦୁଇ ଦଶନ୍ଧି ହେଲା ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳ ବାରୁଦ ଗଦାରେ ପରିଣତ ହୋଇଛି। ଦିନରାତି ବିସ୍ଫୋରକ ଡିଟୋନେଟର ବ୍ଲାଷ୍ଟିଂ ଚାଲି ଆସୁଛି। ଏହି ବେଆଇନ କାର୍ଯ୍ୟକଳାପରେ ସ୍ଥାନୀୟ ପଥର ମାଫିଆ, କେତେଜଣ ରାଜନେତା, ତହସିଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?