ଯାଜପୁର

ମୈଥାନ କାରଖାନାରେ ଶ୍ରମିକ ଆନ୍ଦୋଳନ

କଳିଙ୍ଗନଗର,୭।୧୦(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୈଥାନ କାରଖାନାରେ ଗତ ମଙ୍ଗଳବାରଠାରୁ ଶ୍ରମିକ ଆନ୍ଦୋଳନ ଜାରି ରହିଛି । ଦରମା ପ୍ରଦାନରେ ତାରତମ୍ୟ ରହୁଥିବା ଅଭିଯୋଗ କରି ଶ୍ରମିକମାନେ କାମ ବନ୍ଦ ରଖିଛନ୍ତି । ଆନ୍ଦୋଳନ କାରଣରୁ କାରଖାନାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବୁଧବାର…

୨.୨୧ କୋଟିର ଚାଉଳ ଆତ୍ମସାତ୍‌

ଯାଜପୁର ଅଫିସ,୭।୧୦:ରାଜ୍ୟର ଯାଜପୁର ଜିଲା ସମେତ ଭଦ୍ରକ, ଗଞ୍ଜାମ ଓ ନବରଙ୍ଗପୁର ଜିଲାର ୨୩ ଜଣ ଯୋଗାଣ ବିଭାଗ ଅଧିକାରୀ ୨ କୋଟି ୨୧ ଲକ୍ଷ ୪୬ ହଜାର ୯୪୮ ଟଙ୍କାର ସରକାରୀ ଚାଉଳ ଆତ୍ମସାତ୍‌ କରିଛନ୍ତି। ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟରେ…

ପୋତାଯାଇଥିବା ବିପୁଳ ବିସ୍ଫୋରକ ଜବତ

ଚଢ଼େଇଧରା,୭।୧୦(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ଗଙ୍ଗେଇଡୁବୁରୀ(ଲୁଣିବେର) କଳାପଥର ଖଣିଠାରୁ କିଛି ଦୂରରେ ପୋତା ଯାଇଥିବା ବିପୁଳ ବିସ୍ଫୋରକକୁ ବୁଧବାର ରାତିରେ ଜବତ କରାଯାଇଛି। ଏକ ପଡ଼ିଆରେ ବିସ୍ଫୋରକ ପୋତା ଯାଇଥିବା ଖବର ପାଇ ଜେନାପୁର ଥାନାଧିକାରୀ ଶ୍ରବଣ କୁମାର…

ଏଥର ବିନା ଭକ୍ତରେ ଗଡ଼ିବ ମା’ ବିରଜାଙ୍କ ରଥ, ମନ୍ଦିର ଚାରିପଟେ ଲାଗିବ ୧୪୪ ଧାରା

ଯାଜପୁର ଅଫିସ, ୫।୧୦: ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହା ଉପରେ ରୋକ ଲଗାଯାଇପାରିନାହିଁ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଦୁର୍ଗା ପୂଜାରେ ମା’ ବିରଜାଙ୍କ ରଥ ବିନା ଭକ୍ତରେ ଗଡ଼ିବ। ୯ ଦିନ ବ୍ୟାପି…

ଶିଳ୍ପ ଲାଗି ଜଳ ବିବାଦ

ଯାଜପୁର ଅଫିସ,୫। ୧୦: କେନ୍ଦ୍ରାପଡ଼ା ଜିଲାରେ ସମ୍ପ୍ରତି ନଦୀଜଳ ବିବାଦ ଉଗ୍ରରୂପ ପ୍ରଶାସନିକ ଅଧିକାରୀଙ୍କ ଅହେତୁକ କମ୍ପାନୀ ପ୍ରୀତି ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ଜଳ ବ୍ୟବହାର କରି ଏକାଧିକ ସ୍ଲରିପାଇପ୍‌ ଲାଇନ ପ୍ରକଳ୍ପ ସମେତ ଧାମନଗର…

ଦୁର୍ଦ୍ଦିନରେ ପଥର ଶିଳ୍ପୀ

ଯାଜପୁର ଅଫିସ,୪ା୧୦: କୁଟୀର ଶିଳ୍ପ ପାଇଁ ପ୍ରତିବର୍ଷ ଯୋଜନା ପରେ ଯୋଜନା ପ୍ରଣୟନ କରାଯାଉଛି।ହେଲେ ଗ୍ରାମାଞ୍ଚଳର କାରିଗରଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚି ପାରୁନାହିଁ। ଫଳରେ ଯୋଜନା ମାଧ୍ୟମରେ କର୍ମନିଯୁକ୍ତି ସୃଷ୍ଟି ହେବା ତ ଦୂରର କଥା କ୍ରମଶଃ ଏହା ସଙ୍କୁଚିତ…

ଦୁର୍ନୀତିଖୋର ଅଧିକାରୀଙ୍କୁ ସୁରକ୍ଷା: ୧୫ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୪ା୧୦: ଯାଜପୁର ଜିଲା ଯୋଗାଣ ବିଭାଗ କର୍ତ୍ତୃପକ୍ଷ ଅଡିଟ୍‌ ରିପୋର୍ଟର ଅନୁପାଳନ କରିବାରେ କୁନ୍ଥକୁନ୍ଥ ହେଉଛନ୍ତି। ବିପୁଳ ପରିମାଣର ସରକାରୀ ଅର୍ଥ ହରିଲୁଟ କରିଥିବା ମିଲର୍ସଙ୍କ ବିରୋଧରେ ସାର୍ଟିଫିକେଟ କେସ୍‌ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ନାମରେ ବିଭାଗୀୟ କାର୍ଯ୍ୟବିଧି ଗ୍ରହଣ…

ଯାଜପୁର ସିମେଣ୍ଟ କାରଖାନାରେ ଉତ୍ତେଜନା

କଳିଙ୍ଗନଗର, ୨।୧୦(ଡି.ଏନ.ଏ.): କଳିଙ୍ଗନଗର ଶଳ୍ପାଞ୍ଚଳର ଯାଜପୁର ସିମେଣ୍ଟ (ସାଗର ସିମେଣ୍ଟ୍‌) କାରଖାନାରେ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ୩ ମାସର ବକେୟା ଦରମା ଦାବିରେ ଶ୍ରମିକ ଓ କର୍ମଚାରୀ ସକାଳ ୭ଟାରୁ ଆନ୍ଦୋଳନକୁ ଓହ୍ଲାଇଥିଲେ। ଅପରାହ୍ନ ୪ଟାରେ ପୋଲିସ ପହଞ୍ଚତ୍ କାରଖାନା…

ସେବା ଯୋଗାଣ କେନ୍ଦ୍ରରେ ଶୋଷଣ

ରସୁଲପୁର, ୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ୪୦ରୁ ଊର୍ଦ୍ଧ୍ୱ ଜନସେବା, ମୋ ସେବା ଓ ଆଧାର କେନ୍ଦ୍ର ରହିଛି। ମାତ୍ର ଏସବୁ ସେବାକେନ୍ଦ୍ରଗୁଡ଼ିକ ମଧ୍ୟରୁ ଅନେକ କେନ୍ଦ୍ରରେ ଲୋକଙ୍କୁ ଶୋଷଣ କରାଯାଉଛି। ଧାର୍ଯ୍ୟ ମୂଲ୍ୟଠାରୁ ଏମାନେ ଅଧିକ ଟଙ୍କା ଆଦାୟ କରୁଛନ୍ତି।…

ବନ୍ୟା ପରେ ବିଶୁଦ୍ଧ ପାଣି ମିଳୁନି

ବରୀ,୧।୧୦(ଡି.ଏନ.ଏ.): ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ପ୍ରତିବର୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ ଚଳିତ ବନ୍ୟା ପରେ ବରୀ ବ୍ଲକ୍‌ର ସାହୁପଡ଼ା, ଧାରପୁର, ଇଶାଣପୁର, ବାଲିଆ, ଉଦୟନାଥପୁର, ଭଅଁରା, କଳାମାଟିଆ, ଅନ୍ୟାସୀପୁର, ବାଲିବିଲି…

କାରଖାନା ଛାଡୁଛି ବିଷାକ୍ତ ପାଣି: ପ୍ରଦୂଷିତ ଜଳ ଯୋଗୁ ଫସଲ ନଷ୍ଟ

ଯାଜପୁର ଅଫିସ,୧ା୧୦: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ପାରିପାର୍ଶ୍ୱିକ ବାୟୁର ମାନ ମାପିବା ପାଇଁ ସ୍ଥାପିତ ପରୀକ୍ଷଣ ଯନ୍ତ୍ର ଏମ୍ବିଏଣ୍ଟ ଏୟାର କ୍ବାଲିଟି ମନିଟରିଂ ଷ୍ଟାଟସ (ଏଏକ୍ୟୁଏମ୍‌ଏସ୍‌) ୩ ରୁ ୨ଟି ଅଚଳ ରହିଛି। ଏଥିଯୋଗୁ ବାୟୁ ପ୍ରଦୂଷଣ ତଥ୍ୟ ଲୁଚି…

ରେଙ୍ଗାଲି: ପାଣିରେ ପଡ଼ିବ ୬୬ କୋଟି

ଯାଜପୁର ଅଫିସ,୧ା୧୦:ବ୍ରାହ୍ମଣୀ ନଦୀ ଉପରେ ରେଙ୍ଗାଲି ବହୁମୁଖୀ ଯୋଜନାର ବାମପାର୍ଶ୍ୱ କେନାଲର ଆରଡି ୭୧.୩୧୩ କିମିରୁ ୧୦୦.୪୯ କିମି ଅଞ୍ଚଳର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ଫଳରେ ଢେଙ୍କାନାଳ ଜିଲା ଭୁବନ ବ୍ଲକର ଓଡିଶଠାରୁ ଯାଜପୁର ଜିଲା ସୁକିନ୍ଦା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?