ଯାଜପୁର

ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍‌ପିସିବି ପକ୍ଷରୁ ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର କଳିଙ୍ଗନଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବିଭାଗୀୟ ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର…

ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍‌ଏସ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍‌ ଖଣିର ସୁରକ୍ଷା ବ୍ୟବସ୍ଥାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ…

ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ

ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ ଗୁରୁବାରଠାରୁ ତଦନ୍ତ ଆରମ୍ଭ ହେବ। ଏ ସଂକ୍ରାନ୍ତରେ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌…

ବେଦାନ୍ତର ଅସୁରକ୍ଷିତ ଖଣି

ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର ୨୦ ମିଟର ଦୂରରେ ଥିବା ୭୮ ମିଟର ଉଚ୍ଚତାର ଏକ ଡମ୍ପ ମୃତ୍ୟୁର ପାହାଡ଼…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୧।୬(ଡି.ଏନ୍‌.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ ବର୍ଷରେ ଏହି ସବ୍‌ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଳସୀ ପାତ୍ରଙ୍କୁ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ…

ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍‌ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇଥିଲେ ହେଁ ବ୍ୟାସନଗର ସହରକୁ ଏଥିରୁ ବାଦ ଦିଆଯାଇଛି। ଯାହାକୁ ନେଇ…

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି, ମୋବାଇଲକୁ ଏସ୍‌ଏମ୍‌ଏସ୍‌ ଆସିଛି। ହେଲେ ଧାନ ବିକ୍ରି କରିବାକୁ ଆସିଥିବା ଚାଷୀଙ୍କୁ ଫେରାଇ ଦିଆଯାଇଛି।…

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି। ବ୍ୟକ୍ତିଗତ ଓ ସରକାରୀ ସମ୍ପତ୍ତି ନଷ୍ଟ ହେଉଛି। ଏହି ସମସ୍ୟାକୁ ସରକାର ହୃଦୟଙ୍ଗମ କଲେ…

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର ରତ୍ନଗିରି,…

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ ଶେଷ ଥର ପାଇଁ ୧୪ା୯ା୨୦୧୬ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ କଟକଠାରେ ଆର୍‌ପିଡିଏସି ବୈଠକ ହୋଇଛି…

ବର୍ଜ୍ୟଜଳରେ ହନ୍ତସନ୍ତ ସହରବାସୀ

ଯାଜପୁର ଅଫିସ୍‌, ୫।୬: ରାଜ୍ୟର ବିଭିନ୍ନ ସହରରୁ ନିର୍ଗତ ବର୍ଜ୍ୟଜଳକୁ ବୈଜ୍ଞାନିକ ପଦ୍ଧତିରେ ବିଶୋଧନ ଓ ପ୍ରକ୍ରିୟାକରଣ ନ କରି ବାହାରକୁ ଛଡ଼ାଯାଉଥିବାରୁ ତାହା ସୁସ୍ଥ ପରିବେଶ ପାଇଁ ବିପଦ ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗରୁ ପ୍ରାପ୍ତ…

ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ

ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି ପରିଧି ମଧ୍ୟରେ ଥିବା ପାରାଦୀପ ଥାନା ଅନ୍ତର୍ଗତ ପିପିଏଲ ସାରରୋଡ, ବାଉରିଆ ପାଳନ୍ଦା, ବାଲିଝରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri