ଯାଜପୁର

ଟ୍ରଲିରେ ବୁହାହେଲା ଯୁବକଙ୍କ ମୃତଦେହ

ବରୀ,୧୮।୯(ଡି.ଏନ.ଏ.): ରାଜ୍ୟ ସରକାର ଲୋକଙ୍କ ପାଇଁ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଯୋଜନା କରିଛନ୍ତି। କିନ୍ତୁ ଏହା ସତ୍ତ୍ୱେ ଏହି ଯୋଜନା ଅନେକ ସ୍ଥାନରେ ପହଞ୍ଚତ୍ ପାରୁନାହିଁ। ଯାହାର ଏକ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି ଯାଜପୁର ଜିଲାର ବରୀ ବ୍ଲକ ଅଞ୍ଚଳରେ।…

ଘରୁ ବଜାର ଯାଉଛି କହି ଆସିଥିଲେ ରଞ୍ଜନ : ତିନିଦିନ ପରେ ମିଳିଲା ମୃତଦେହ

ବରୀ,୧୭।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଇଶାଣପୁର ପଞ୍ଚାୟତ ଶଙ୍କରାକୁଳ ଗ୍ରାମର ରଞ୍ଜନ କୁମାର କର(୩୯) ଦୀର୍ଘ ତିନି ଦିନ ଧରି ବନ୍ୟା ଜଳରେ ଭାସି ଯାଇଥିଲେ। ତେବେ ଶୁକ୍ରବାର ତାଙ୍କର ମୃତଦେହ ଇଶାନପୁର ପାଟରୁ ଉଦ୍ଧାର କରାଯାଇଛି। ଘରୁ ବାହାରିବା…

ବେଦାନ୍ତ ଖଣିରୁ ଜଳ ନମୁନା ସଂଗ୍ରହ କଲା ସିପିସିବି

ଯାଜପୁର ଅଫିସ,୧୭ା୯: ବେଦାନ୍ତ ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ପ୍ରାୟ ୧୫ ଲକ୍ଷ ଘନମିଟର ବର୍ଜ୍ୟଜଳ ଡମଶାଳା ନାଳାକୁ ବିନା ଟ୍ରିଟମେଣ୍ଟରେ ଛାଡ଼ିବା ମାମଲାରେ ସିପିସିବି(ସେଣ୍ଟ୍ରାଲ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ) ତଦନ୍ତ ଆରମ୍ଭ କରିଛି। ଗୁରୁବାର ଅପରାହ୍ନ ପ୍ରାୟ ୧୧ଟାରେ ସିପିସିବିର…

ଖୋଲିଲା ୨ ଗେଟ୍‌: ବରୀରେ ବଢ଼ୁଛି ବନ୍ୟା ଆଶଙ୍କା

ବରୀ,୧୬।୯: ଅନୁଗୋଳ ଜିଲାସ୍ଥିତ ରେଙ୍ଗାଲୀ ଡ୍ୟାମ୍‌ର ଗୁରୁବାର ୨ଟି ଗେଟ ଖୋଲାଯାଇଛି। ନିଷ୍କାସିତ ବନ୍ୟା ୩୬ ଘଣ୍ଚା ମଧ୍ୟରେ ଜଳ ଯାଜପୁର ଜିଲା ବରୀ ବ୍ଲକରେ ପହଞ୍ଚିବ । ଏହା ଯୋଗୁ ବ୍ରାହ୍ମଣୀ ନଦୀରେ ଜଳସ୍ତର ବୃଦ୍ଧି ଘଟି ଯାଜପୁର ଜିଲା…

ବାଛୁରି ଆଣିବାକୁ ଯାଇ ଭାସି ଯାଇଥିଲେ ବାପ, ପୁଅ: ମିଳିଲା ମୃତଦେହ

ବରୀ ,୧୬।୯(ଡି.ଏନ୍‌.ଏ.): ବାଛୁରି ଆଣିବାକୁ ଯାଇ ଭାସି ଯାଇଥିବା ବାପ ପୁଅଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ବାଲିଆ ପଞ୍ଚାୟତ ଗଙ୍ଗାଧରପୁର ଗାଁରେ। ମୃତକ ଦ୍ୱୟ ହେଲେ…

ବାଛୁରି ଆଣିବାକୁ ଯାଇ ଭାସିଗଲେ ବାପ, ପୁଅ

ବରୀ,୧୫ା୯(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମର କୁଶ ସିଂ(୫୭) ଓ ତାଙ୍କର ପୁଅ କୈଳାସ ସିଂ(୨୭) ବୁଧବାର ବ୍ରାହ୍ମଣୀର ବନ୍ୟା ସ୍ରୋତରେ ଭାସି ଯାଇଛନ୍ତି। ବରୀ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ଖୋଜାଖୋଜି କରିଥିଲେ…

ଲୁଚାଯାଉଛି ବାୟୁ ପ୍ରଦୂଷଣ

ଯାଜପୁର ଅଫିସ,୧୪।୯: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)କୁ ‘ରାଜ୍ୟକୁ ପ୍ରଦୂଷିତ କର ବୋର୍ଡ’ ବୋଲି ଯାହା ଉପହାସ କରାଯାଉଛି, ତାହା ସତ୍ୟ ମନେହେଉଛି। କାରଣ କୋଇଲା, ଲୁହାପଥର ଗୁଣ୍ଡ, କଳା ଧୂଆଁ ଓ ପାଉଁଶରେ ବାୟୂମଣ୍ଡଳକୁ ପ୍ରଦୂଷିତ କରୁଥିବା ଖଣି,…

୨ ଦିନର ବର୍ଷା ଭାଙ୍ଗିଦେଲା ଉତ୍କଳ ବିଶ୍ୱବିଦ୍ୟାଳୟର ପାଚେରି

ଚଣ୍ଡିଖୋଲ,୧୩ା୯(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ସିହାଠାରେ ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍‌(ଗ୍ରାମୀଣ) କାର୍ଯ୍ୟ ଚାଲିଛି। ହେଲେ ଲଘୁଚାପ ବର୍ଷା ଯୋଗୁ କ୍ୟାମ୍ପସ୍‌ର ୧୦୦ ଫୁଟ୍‌ରୁ ଊର୍ଦ୍ଧ୍ୱ ଲମ୍ବର ପାଚେରି ଭୁଶୁଡ଼ି ପଡ଼ିଛି। ବଡ଼ଚଣା ପୂର୍ତ୍ତବିଭାଗ ଉପଖଣ୍ଡ ତରଫରୁ ୧ କୋଟି ୪୦…

ଋଣ ବୋଝ ନେଲା ଚାଷୀଙ୍କ ଜୀବନ

ବରୀ,୯ା୯(ଡି.ଏନ.ଏ.): ସରକାର ଚାଷୀଙ୍କ ବିକାଶ ପାଇଁ ଅନେକ ଯୋଜନା କରୁଛନ୍ତି। ଏ ସବୁ ସତ୍ତ୍ୱେ ଚାଷୀ ଅବହେଳାର ଶିକାର ହୋଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଉଛନ୍ତି। ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବୋଦୁଅ ପଞ୍ଚାୟତ କନ୍ତିଆ ଗ୍ରାମରେ ଗୁରୁବାର…

ଅଣଓଡ଼ିଆ ଠିକାସଂସ୍ଥା କବ୍‌ଜାରେ ନିଯୁକ୍ତି

ଯାଜପୁର ଅଫିସ,୭।୯: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଓଡ଼ିଆ ଓ ଅଣଓଡ଼ିଆ ଠିକାସଂସ୍ଥା ଦ୍ୱାରା ସ୍ଥାନୀୟ ନିଯୁକ୍ତିକୁ ନେଇ ଏକ ରୋଚକ ତଥ୍ୟ ହସ୍ତଗତ ହୋଇଛି। ଏଠାରେ ୧୮୪ ଓଡ଼ିଆ ଠିକାସଂସ୍ଥା ଦ୍ୱାରା ୬,୧୯୫ ଓ ୩୬୪ ଅଣଓଡ଼ିଆ ଠିକାସଂସ୍ଥା ଦ୍ୱାରା…

ପାଣିକୋଇଲିରେ ଡବଲ ମର୍ଡର

ଯାଜପୁର ଅଫିସ/ ପାଣିକୋଇଲି(ଡି.ଏନ.ଏ.),୪।୯: ଯାଜପୁର ଜିଲା ପାଣିକୋଇଲ ଅଞ୍ଚଳରେ ଘଟିଛି ଡବଲ ମର୍ଡର। ଶୁକ୍ରବାର ସକାଳେ ୧୬ ନମ୍ବର ଜାତୀୟ ରାଜପଥର ସାନସୋତି ଗ୍ରାମ ନିକଟ ଏକ ନିମର୍ର୍ାଣାଧୀନ ପୋଲ ଉପରୁ ୨ ମୃତଦେହ ମିଳିଛି। ମୃତକ ଦ୍ୱୟ ହେଲେ ପାଣିକୋଇଲି…

ଲୁଟ୍‌ ଅପେକ୍ଷାରେ ୬ କଳାପଥର ଖାଦାନ

ଯାଜପୁର ଅଫିସ,୩।୯: ଲଘୁ ଖଣିଜ ସମ୍ପଦରେ ଭରପୁର ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ୫ ହେକ୍ଟରରୁ ଊର୍ଦ୍ଧ୍ୱ ୬ କଳାପଥର ଖାଦାନ ଓ ଗୋଟିଏ ବାଲୁକା ଖାଦାନରୁ ଉପତ୍ାଦନ ପାଇଁ ଜନଶୁଣାଣି ଅପେକ୍ଷାରେ ରହିଛି। ଏଥିପାଇଁ ପରିବେଶ ସଂଘାତ ଆକଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?