ଯାଜପୁର

ପିମ୍ପଲ ପିଏମ୍‌ଜିଏସ୍‌ୱାଇ କାମ ଅସମ୍ପୂର୍ଣ୍ଣ

ଯାଜପୁର ଅଫିସ/ରଗଡ଼ି(ଡି.ଏନ୍‌.ଏ.),୨୧।୫: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ୨୧୫ ନମ୍ବର ଜାତୀୟ ରାଜପଥଠାରୁ ପିମ୍ପଲ ପର୍ଯ୍ୟନ୍ତ ୨.୯୮୦ କିମି ରାସ୍ତା ନିର୍ଦ୍ଧାରିତ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରି ନ ପାରିବା ଠିକାଦାର ଭାଗୀରଥି ସାହୁଙ୍କ ପାଇଁ ମହଙ୍ଗା ପଡିଛି। ତାଙ୍କ…

ଚିନ୍ତାରେ ରବି ଧାନ ଚାଷୀ

ଯାଜପୁର ଅଫିସ,୨୧।୫: ସମ୍ଭାବ୍ୟ ବାତ୍ୟା ନେଇ ପ୍ରଚାର ହେବା ପରେ ରବି ଧାନ ଚାଷୀଙ୍କ ଚିନ୍ତା ବଢିଛି। ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲେ ହେଁ ପ୍ୟାକ୍ସ (ପ୍ରାଥମିକ ସେବା ସମବାୟ ସମିତି) ଗୁଡିକରେ…

ନିର୍ବନ୍ଧ ସରିଥିଲା, ୨୩ରେ ହୋଇଥାନ୍ତା ବାହାଘର

ବରୀ,୨୦।୫(ଡି.ଏନ.ଏ.): ନିର୍ବନ୍ଧ ହୋଇ ସରିଥିଲା। ବାହାଘର ପାଇଁ ପ୍ରସ୍ତୁତି ଚାଲିଥିଲା। ଆସନ୍ତା ୨୩ ତାରିଖ ରବିବାର ହୋଇଥାନ୍ତା ବାହାଘର। ମାତ୍ର ବିବାହର ଦିନ କେଇଟା ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା…

ପୁଣି ଫେଲ ମାରିଲା କ୍ରୋମ୍‌ ଇ-ନିଲାମ

ଯାଜପୁର ଅଫିସ,୧୯ା୫: ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଦ୍ୱାରା ସୋମବାର ଅର୍ଥାତ୍‌ ୧୭ା୫ା୨୦୨୧ରେ ଆହୂତ ଇ-ନିଲାମ ପ୍ରକ୍ରିୟା ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏହି ନିଲାମରେ ବିକ୍ରି ପାଇଁ ରଖାଯାଇଥିବା ୭ ହଜାର ମେଟ୍ରିକ ଟନ୍‌ (ଏମ୍‌ଟି) କ୍ରୋମାଇଟ୍‌ ବିକ୍ରି ହୋଇ ପାରିନାହିଁ।…

ଅସୁରକ୍ଷିତ ଖଣି, ପାଣି

ଯାଜପୁର ଅଫିସ,୧୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଓସ୍ତପାଳ ଫେକର ମାଇନ୍ସ କର୍ତ୍ତୃପକ୍ଷ ସୁରକ୍ଷା ନିୟମକୁ ଉଲ୍ଲଂଘନ କରିଛନ୍ତି। ଖଣି ଗର୍ତ୍ତ ଧାରଠାରୁ ପ୍ରାୟ ୧୦୦ ମିଟର ଦୂର ପରିବର୍ତ୍ତେ ମାତ୍ର ୧୦ ମିଟର ଦୂରତାରେ ଡମ୍ପ ରହିଛି। ତେଣୁ ନିୟମିତ ବ୍ୟବଧାନରେ…

ଏନ୍‌ଏଚ୍‌ରେ ଟୋଲ୍‌ ଶୋଷଣ

ଯାଜପୁର ଅଫିସ,୧୦ା୫:ଏନ୍‌ଏଚ୍‌ଏଆଇ(ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ)ରେ ଟୋଲ୍‌ ଶୋଷଣ ସୀମା ଲଂଘିଛି। ୫୦ କିମି ଦୂରତା ମଧ୍ୟରେ ଥିବା ୩ ଟୋଲ୍‌ ପ୍ଲାଜାରେ ଏଭଳି ବେଆଇନ କାର୍ଯ୍ୟ ଚାଲିଛି। ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁସାରେ ୧୬ନଂ.ଜାତୀୟ ରାଜପଥର କଟକ…

ଗଣ୍ଡାନାଳରେ ବିଆର୍‌ପିଏଲ୍‌ର ବିଷାକ୍ତ ବର୍ଜ୍ୟଜଳ ମିଶିବା ମାମଲା: ଏସ୍‌ପିସିବି ରିପୋର୍ଟକୁ ଅପେକ୍ଷା

ଯାଜପୁର ଅଫିସ,୯।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌୍‌)ର ବିଷାକ୍ତ ବର୍ଜ୍ୟଜଳ ଗଣ୍ଡାନାଳରେ ମିଶିବା ମାମଲାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି) ଠାରୁ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ରିପୋର୍ଟ ତଲବ କରିଛନ୍ତି। ଏନ୍‌ଜିଟିର ଜୁଡିସିଆଲ…

ଟେଣ୍ଡର ଫିକ୍ସିଂ ନେଇ ଚର୍ଚ୍ଚା

ଯାଜପୁର ଅଫିସ,୭।୫: ଯାଜପୁର ଜିଲାର ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ ପାଇଁ ବିଭିନ୍ନ ପ୍ରଭାବଶାଳୀ କମ୍ପାନୀ ପକ୍ଷରୁ ଏକ ପ୍ରକାର ପ୍ରତିଯୋଗିତା ଚାଲିଛି। ଏହି ପ୍ରଭାବଶାଳୀ କମ୍ପାନୀ ଓ କେତେଜଣ ରାଜନୈତିକ ବ୍ୟକ୍ତିଙ୍କ ଚାପରେ ସରକାରଙ୍କ ସବୁ ନୀତିନିୟମ ଉଲ୍ଲଂଘନ କରାଯାଉଛି।…

ଅଧାପନ୍ତରିଆ ରାସ୍ତା ମରାମତି ଦାବି

ଯାଜପୁର ଅଫିସ/ରଗଡି (ଡି.ଏନ.ଏ.),୩।୫: ଯାଜପୁର ଜିଲାର ଗ୍ରାମ୍ୟ ଉନ୍ନୟନ ବିଭାଗରେ ଠିକାଦାରଙ୍କ ମନମୁଖି କାର୍ଯ୍ୟ ବଢ଼ିବାରେ ଲାଗିଛି। କେଉଁଠି ନିମ୍ନମାନର କାମ କରି ଠିକାଦାର ଆବଣ୍ଟିତ ଅନୁଦାନର ସିଂହଭାଗ ଅର୍ଥ ଚଳୁ କରୁଛନ୍ତି ତ ଆଉ କେଉଁଠି ଅଧାପନ୍ତରିଆ କାର୍ଯ୍ୟ କରି…

ବାଲି ଟଙ୍କା ୪ ଭାଗ

ଯାଜପୁର ଅଫିସ,୩।୫: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରୁ ବାଲି ଲୁଟ୍‌୍‌ ସୁଚିନ୍ତିତ ଯୋଜନାରେ ଚାଲିଛି। ଯୋଜନା ଅନୁଯାୟୀ ଲୁଟ୍‌ ବାଲି ବାବଦ ଅର୍ଥକୁ ୪ ଭାଗ କରାଯାଉଛି। ଗୋଟିଏ ଭାଗ ସରକାରଙ୍କ ରାଜସ୍ବ ଆଦାୟରେ ଦର୍ଶାଯାଉଥିବାବେଳେ ଆଉ ୩…

ପାଇଖାନା ନିର୍ମାଣ ଅର୍ଥ ହରିଲୁଟ

ଯାଜପୁର ଅଫିସ,୩୦।୪: ଯାଜପୁର ଜିଲାରେ ୨୦୧୪-୧୫ରୁ ୨୦୨୦-୨୧ ମଧ୍ୟରେ ସ୍ବଚ୍ଛ ଭାରତ ମିଶନରେ ୨୮୮,୫,୭୨,୬୩୨ ଟଙ୍କା ଖର୍ଚ୍ଚ ହୋଇଛି। ଏଥିରୁ ୫୩, ୨୯, ୩୦, ୫୨୯ ଟଙ୍କାର ବିନିଯୋଗ ପତ୍ର(ୟୁସି) ଦାଖଲ ହୋଇନାହିଁ। ସୂଚନା ଅଧିକାର ଆଇନ (ଆରଟିଆଇ) ବଳରେ ଏହି…

ଅଣଓଡ଼ିଆଙ୍କ କବ୍‌ଜାରେ ମେଗା ପ୍ରକଳ୍ପ

ଯାଜପୁର ଅଫିସ,୨୮ା୪: ଲିଜ୍‌ ପରିମାଣଠାରୁ ବହୁ ଅଧିକ ଖଣିଜ ପଦାର୍ଥ ଦୀର୍ଘବର୍ଷ ଧରି ଲୁଟିନେଇ ଓଡ଼ିଶା ରାଜକୋଷ ଓ ଭୂସମ୍ପତ୍ତିର ବିପୁଳ କ୍ଷତି ଘଟାଇଥିଲେ ଖଣି ଲିଜ୍‌ଧାରୀ। ୨୦୦୦ରୁ ୨୦୧୦ ମଧ୍ୟରେ ହୋଇଥିବା ଏହି ମହା ଲୁଟ୍‌କୁ ଧରିଥିଲେ ଶାହା କମିଶନ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri