ଯାଜପୁର

ପ୍ରକଳ୍ପ ନିର୍ମାଣରେ ଗୁଣବତ୍ତାକୁ ଉପେକ୍ଷା

ଯାଜପୁର ଅଫିସ,୩୧।୮: ରାଜ୍ୟରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୬,୬୭୬ କୋଟି ଟଙ୍କାର ୯୦ ମେଗା ପାଇପ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୬ଟି ଯୋଜନାରେ ଚାଲିଛି। ସେଥିମଧ୍ୟରୁ ଯାଜପୁର ଜିଲାରେ ୮ ପ୍ରକଳ୍ପ ରହିଛି। ୩ୟ ଓ…

ସମଲିଙ୍ଗୀ ଯୌନ ସମ୍ପର୍କ: ଅଧ୍ୟାପକ ଗିରଫ

ଯାଜପୁର ଟାଉନ,୩୧।୮(ଡି.ଏନ.ଏ): ଛାତ୍ରଙ୍କୁ ସମଲିଙ୍ଗୀ ଯୌନ ସମ୍ପର୍କ ପାଇଁ ନିବେଦନ କରି ଗିରଫ ହୋଇଛନ୍ତି ଜଣେ ଅଧ୍ୟାପକ। ସେ ହେଲେ ସ୍ଥାନୀୟ ଏକ କଲେଜର ରାଜନୀତି ବିଜ୍ଞାନ ମୁଖ୍ୟ ଅଧ୍ୟାପକ ନିରଞ୍ଜନ ପଣ୍ଡା। ଅଧ୍ୟାପକ ଜଣକ ବିଭିନ୍ନ ଛାତ୍ରଙ୍କୁ ଫୋନ୍‌, ହ୍ବାଟ୍‌ସଆପ୍‌…

ସେଦିନର ବିଭୀଷିକାକୁ ଭୁଲିନାହାନ୍ତି ବରୀବାସୀ

ବରୀ,୨୯ା୮(ଡି.ଏନ.ଏ.): ୨୦୨୦ ଅଗଷ୍ଟ ମହାବନ୍ୟାର କରାଳ ରୂପକୁ ବର୍ଷେ ପରେ ବି ବରୀବାସୀ ଭୁଲି ପାରିନାହାନ୍ତି। ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରେ ୧୦ରୁ ଊର୍ଦ୍ଧ୍ୱ ଘାଇ ସୃଷ୍ଟି ହୋଇଥିଲା। ସମ୍ପୂର୍ଣ୍ଣ ବରୀ ଅଞ୍ଚଳ ୨ ସପ୍ତାହ ଧରି ବନ୍ୟାଜଳ ଘେରରେ ରହିଥିଲା।…

ଉପେକ୍ଷିତ ହୀରକ ତ୍ରିଭୁଜ: ଭିତ୍ତିଭୂମି ବିକାଶ ବହୁ ପଛରେ

ଯାଜପୁର ଅଫିସ,୩୦।୮: ବୌଦ୍ଧ କୀର୍ତ୍ତିରାଜିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ତଥା ହୀରକ ତ୍ରିଭୁଜ ବଳୟ ରତ୍ନଗିରି-ଉଦୟଗିରି-ଲଳିତଗିରିର ଭିତ୍ତିଭୂମି ବିକାଶ ବହୁ ପଛରେ ରହିଯାଇଛି। ପ୍ରାୟ ପ୍ରତିବର୍ଷ ରକ୍ଷଣାବେକ୍ଷଣ ନଁାରେ ଆସୁଥିବା ଅର୍ଥର ବିନିଯୋଗ ଠିକ ଭାବେ ହେଉ ନ ଥିବାରୁ ବିଶ୍ୱପ୍ରସିଦ୍ଧ…

ଜବାବ ଦେଉନି ସିପିସିବି

ଯାଜପୁର ଅଫିସ,୩୦ା୮: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ଛାଡ଼ିବା ମାମଲା କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)ରେ ଝୁଲିରହିଛି। ଅଭିଯୋଗର ପ୍ରମାଣ ଖୋଦ୍‌ ବେଦାନ୍ତର ଖଣି…

ଲୁହାପଥର ନିଲାମ ବିଫଳ

ଯାଜପୁର ଅଫିସ,୨୮।୮: ଶିଳ୍ପ ଆସିଲେ ବିକାଶର ଏକ ନୂତନ ଧାରା ସୃଷ୍ଟି ହେବ ବୋଲି ସରକାର ଯେଉଁ ଦୃଢ଼ୋକ୍ତି ପ୍ରକାଶ କରୁଥିଲେ ତାହା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଫସର ଫାଟିଛି। ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍‌ସି) ଉପରେ ନିର୍ଭରଶୀଳ ଶିଳ୍ପ କାରଖାନାଗୁଡିକ ଗୋଟିଏ ପରେ…

ବ୍ୟାସନଗରରେ ହେବ ଇନ୍‌ଡୋର ଷ୍ଟାଡିୟମ

ଯାଜପୁର ଅଫିସ,୨୭ା୮: ରାଜ୍ୟର ୫୨ଟି ଏନଏସି, ୩୦ଟି ମ୍ୟୁନିସିପାଲିଟି ଓ ୩ଟି ମ୍ୟୁନିସିପାଲ କର୍ପୋରେଶନ ଅଞ୍ଚଳରେ ୮୯ଟି ମହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏହାପରେ ରାଜ୍ୟ ସରକାରଙ୍କ…

ହସ୍ତାନ୍ତର ହୋଇପାରୁନି ଆଦର୍ଶ ବିଦ୍ୟାଳୟ

ଚଣ୍ଡିଖୋଲ,୨୭।୮(ଡି.ଏନ.ଏ.): ବଡ଼ଚଣା ଶିକ୍ଷାମଣ୍ଡଳ ଅଧୀନ ବଡ଼ଚଣାଠାରେ ଆଦର୍ଶ ବିଦ୍ୟାଳୟର ଗୃହ ଓ କ୍ୟାମ୍ପସ ନିର୍ମାଣ କରାଯାଇଛି। ଦୀର୍ଘ ୮ ମାସ ହେଲା ଏହି କାର୍ଯ୍ୟ ଶେଷ ହୋଇଛି। ହେଲେ ଏହା ଅଦ୍ୟାବଧି ଶିକ୍ଷା ବିଭାଗ ଅଧୀନକୁ ଯାଇ ପାରିନାହିଁ। ନିର୍ମାଣ କାର୍ଯ୍ୟ…

ଟାଟା ଷ୍ଟିଲ୍‌ରେ ଦୁର୍ଘଟଣା: ଗଲା କ୍ରେନ୍‌ ଅପରେଟରଙ୍କ ଜୀବନ

କଳିଙ୍ଗନଗର,୨୫ା୮(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ଟାଟା ଷ୍ଟିଲ୍‌ କାରଖାନାରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କ୍ରେନ୍‌ ଅପରେଟରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଝାଡ଼ଖଣ୍ଡ ରାଜ୍ୟର ରୋହିତ କୁମାର ପାଶ୍ୱାନ(୨୪)। ରୋହିତ କାରଖାନା ପରିସରରେ କ୍ରେନ୍‌ ଲିଫ୍ଟରେ ଉପରକୁ…

ଭୟ ଗୋଡ଼ାଉଛି

ଯାଜପୁର ଅଫିସ,୨୫ା୮: ମନ୍ଦିର ଗଢ଼ିଲେ ନାଁ, ଭାଙ୍ଗିଲେ ବି ନାଁ। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଏଭଳି ନୀତିରେ ଚାଲିଛି। ନିକଟରେ ସୂଚନା ପ୍ରଦାନ ଏବଂ ସ୍ବଚ୍ଛତା ପାଇଁ ଓଏସ୍‌ପିସିବି ୧ ନମ୍ବର ସ୍ଥାନ ହାସଲ କରିବା ପରେ ଏଭଳି…

୬ ସପ୍ତାହ ସମୟ ମାଗିଲେ ତଦନ୍ତକାରୀ ନିର୍ଦ୍ଦେଶକ

ଯାଜପୁର ଅଫିସ,୨୪।୮: ଲୋକାୟୁକ୍ତରେ ପୂର୍ବ ନିର୍ଦ୍ଧାରିତ ଅନୁସାରେ ସୋମବାର ଆରୁହା ପାହାଡ଼ରୁ କଳାପଥର ଲୁଟ୍‌ ମାମଲାର ଚୂଡାନ୍ତ ଶୁଣାଣି ହୋଇପାରିନାହିଁ। ଦୁର୍ନୀତିର ଗଭୀରତାକୁ ଦର୍ଶାଇ ଲୋକାୟୁକ୍ତଙ୍କ ତଦନ୍ତକାରୀ ନିର୍ଦ୍ଦେଶକ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ଆହୁରି ୬ ସପ୍ତାହ ସମୟ ମାଗିଛନ୍ତି।…

ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ଜବାବ ତଲବ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ବିଞ୍ଝାରପୁର ଥାନା ମଧୁସୂଦନପୁର ପଞ୍ଚାୟତ ରଥସାହି ଗ୍ରାମର ୨ ବର୍ଷ ବୟସ୍କା ଶିଶୁକନ୍ୟା ପିହୁ ଓରଫ ଲକ୍ଷ୍ମୀନାରାୟଣ ନାୟକ ନିଖୋଜ ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଡିଜିପିଙ୍କୁ ଜବାବ ତଲବ କରିଛନ୍ତି। ୧୮ା୮ା୨୦୨୧ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?