ବନ୍ଦ ପଡ଼ିଛି ରାଜ୍ୟର ୫ ଚିନିକଳ
ଯାଜପୁର ଅଫିସ,୨୬ା୪: ରାଜ୍ୟରେ ଖଣିଜ ସମ୍ପଦଭିତ୍ତିକ ଶିଳ୍ପାୟନକୁ ବିକାଶର ଏକମାତ୍ର ଆଧାର ଭାବେ ସରକାର ପ୍ରୋତ୍ସାହିତ କରୁଛନ୍ତି। ଏହାଦ୍ୱାରା କୃଷିର କିପରି ବିନାଶ ସାଧିତ ହେଉଛି ତାହା ଜଳଜଳ ହୋଇ ଦିଶୁଛି। କୃଷିଭିତ୍ତିକ ସମବାୟ ଶିଳ୍ପକୁ ସରକାର ଅଣଦେଖା କରୁଥିବାରୁ ରାଜ୍ୟରେ…
ଅନିଶ୍ଚିତତାରେ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟରୁ ଉତ୍ପାଦନ
ଯାଜପୁର ଅଫିସ,୨୫ା୪: କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଦେଶରେ ମେଡିକାଲ ଅକ୍ସିଜେନର ବହୁଳ ଚାହିଦା ରହିଛି। ଏହାର ଅଭାବରୁ ରୋଗୀମାନଙ୍କ ମୃତ୍ୟୁ ଘଟୁଥିବାରୁ ଦେଶରେ ହାହାକାର ପରିସ୍ଥିତି ରହିଛି। ଏହାକୁ ଦୃଷ୍ଟିରେ ରଖି ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍ଆଇଏନ୍ଏଲ୍)ର ଅକ୍ସିଜେନ…
କାର୍ଯ୍ୟକ୍ଷମ ହେବ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ
ଯାଜପୁର ଅଫିସ,୨୫ା୪: ଦେଶର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ନାସିକ କୋଭିଡ୍ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୪ ଜଣ ଏବଂ ଗତ ୪୮ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫୦ଜଣ କୋଭିଡ୍ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଭଳି ସ୍ଥିତିରେ ଯାଜପୁର…
ଲୋକେ ପିଇବେ ଖୋଲା କୂଅ ପାଣି
ଯାଜପୁର ଅଫିସ,୨୩।୪: ଖରାର ପ୍ରକୋପ ସହିତ ତାଳ ଦେଇ ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ବଢ଼ି ଚାଲିଛି। ଭୂତଳ ଜଳସ୍ତର କମିବାରେ ଲାଗିଛି। ଫଳରେ କୂଅ, ନଳକୂପ, ନଦୀ, ପୋଖରୀ ଶୁଖିବା ଆରମ୍ଭ ହୋଇଛି। ପାଣି ପାଇଁ ଗ୍ରାମାଞ୍ଚଳ ଲୋକେ…
ନୀଳାଚଳ ଅକ୍ସିଜେନ୍ ପ୍ଲାଣ୍ଟ ଅଚଳ
ଯାଜପୁର ଅଫିସ,୨୩।୪: କରୋନା ସଂକ୍ରମଣର ମହାବିପତ୍ତି ସମୟରେ ଦେଶବ୍ୟାପୀ ଅକ୍ସିଜେନ୍ର ଘୋର ଅଭାବ ଦେଖାଦେଇଛି । ନାସିକ କୋଭିଡ୍ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୨ ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳିସ୍ଥିତିରେ ଅଧିକାଂଶ ଡାକ୍ତରଖାନାରେ ଗଚ୍ଛିତ ଅକ୍ସିଜେନ ସରିବାକୁ ବସିଛି। ପରିସ୍ଥିତି…
ଝରାଫୁଲ ମୃତ୍ୟୁ ମାମଲା: ୩୦ ହଜାର ଟଙ୍କା ପାଇଁ ପ୍ରେମିକ କରିଥିଲେ ହତ୍ୟା, ଆଉ ଜଣେ ସହଯୋଗୀ ଗିରଫ
ଯାଜପୁର ଅଫିସ,୨୨।୪: ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାକୁ ୩ ମାସ ପୂରିଛି। ତେବେ ଆଜି ଝରାଫୁଲ ମୃତ୍ୟୁ ରହସ୍ୟରୁ ପରଦା ହଟିଛି। ୩୦ ହଜାର ଟଙ୍କା ପାଇଁ ଝରାଫୁଲଙ୍କୁ ତାଙ୍କ ପୁରୁଷ ବନ୍ଧୁ ତଥା ପ୍ରେମିକ ଶ୍ୱାସରୁଦ୍ଧ…
ନିରାମୟ ଯୋଜନା ପ୍ରହସନ
ଯାଜପୁର ରୋଡ୍,୨୨।୪: ଯାଜପୁରରୋଡ୍ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍ସି) ପରିସରରେ ଘରୋଇ ଔଷଧ ଦୋକାନ ରହିବା ଯୋଗୁ ରାଜ୍ୟ ସରକାରଙ୍କ ନିରାମୟ ଯୋଜନା ପ୍ରତିହତ ହେଉଛି। ଗରିବ ଶ୍ରେଣୀର ରୋଗୀମାନଙ୍କୁ କେତେଜଣ ଡାକ୍ତର ନିରାମୟ ଯୋଜନାରେ ଔଷଧ ନ ଦେଇ ବାହାରେ କିଣିବାକୁ…
ଡିସିସିବି ଆର୍ଥିକ ଅନିୟମିତତାକୁ ଚାପି ଦିଆଯାଉଛି
ଯାଜପୁର ଅଫିସ,୨୦।୪: ବଲାଙ୍ଗୀର ଓ କେନ୍ଦୁଝର ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଡିସିସିବି)ର ଆନନ୍ଦପୁର ଶାଖାରେ ହୋଇଥିବା ଅର୍ଥ ଆତ୍ମସାତ୍ ମାମଲାକୁ ଚାପି ଦିଆଯାଇଛି। ଏଥିରେ ସମ୍ପୃକ୍ତ ପରିଚାଳନା ନିର୍ଦ୍ଦେଶକ ଓ କର୍ମଚାରୀଙ୍କୁ ଦାୟୀ କରି ସେମାନଙ୍କଠାରୁ ଉକ୍ତ ଅର୍ଥକୁ ଆଦାୟଯୋଗ୍ୟ ଦର୍ଶାଯାଇଛି।…
ମୌଳିକ ସୁବିଧାରୁ ବଞ୍ଚିତ ସାହାଡ଼ାକୋଳି ଗ୍ରାମବାସୀ
ରଗଡ଼ି,୧୯।୪(ଡି.ଏନ.ଏ.): ଯାଜପୁର ଜିଲାର ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଇବା ପାଇଁ ଗତ ୨ ବର୍ଷ ହେବ ୮୮ କୋଟି ୮୪ ଲକ୍ଷ ୫୮ ହଜାର ଟଙ୍କାର ୯୫ଟି ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଶତାଧିକ ନଳକୂପ ଖନନ କରାଯାଉଛି। କିନ୍ତୁ ଆଜି ବି…
ସିଦ୍ଧେଶ୍ୱର ମନ୍ଦିର ନିକଟରୁ ପୁଣି ଶିବଲିଙ୍ଗ ଉଦ୍ଧାର
ଯାଜପୁର ଟାଉନ,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଅନ୍ତର୍ଗତ ବୈତରଣୀ ନଦୀ ଅବବାହିକାର ସିଦ୍ଧେଶ୍ୱର ଘାଟରୁ ଶନିବାର ପୁଣି ୫ଫୁଟ ଲମ୍ବର ଏକ ମୁଗୁନିପଥର ନିର୍ମିତ ଶିବଲିଙ୍ଗ ଉଦ୍ଧାର କରାଯାଇଛି। ଉଦ୍ଧାର ଶିବଲିଙ୍ଗଙ୍କୁ ସ୍ଥାନୀୟ ଲୋକେ ସିଦ୍ଧେଶ୍ୱର ମନ୍ଦିରରେ ରଖି ପୂଜାର୍ଚ୍ଚନା କରୁଛନ୍ତି। ବାଲି…
ବେଆଇନ କଳାପଥର ଖନନର ତଦନ୍ତ କରିବ ଭିଜିଲାନ୍ସ
ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଛାଖଣ୍ଡି ପାହାଡ଼ରେ ଚାଲିଥିବା ବେଆଇନ କଳାପଥର ଖନନର ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକାୟୁକ୍ତ ୧୨/୨୦୨୧ ନମ୍ବର ମାମଲା ଉପରେ ଗତ ୧୨ ତାରିଖରେ ଶୁଣାଣି କରି ଲୋକାୟୁକ୍ତ…
ତଦନ୍ତ କରିବେ ଲୋକାୟୁକ୍ତ ଅନୁସନ୍ଧାନ ଶାଖା ନିର୍ଦ୍ଦେଶକ
ଯାଜପୁର ଅଫିସ,୧୭।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାର ସର୍ବାଙ୍ଗୀନ ବିକାଶ ପାଇଁ ଆବଣ୍ଟିତ ଅନୁଦାନର ସିଂହଭାଗ ଅର୍ଥ ଆମତ୍ସାତ୍ ହୋଇଛି। ଏନେଇ ରାଜ୍ୟ ସୂଚନା ଅଧିକାର ଅଭିଯାନ ଆବାହକ ପ୍ରଦୀପ ପ୍ରଧାନ ଲୋକାୟୁକ୍ତରେ ୧୪ା୧୦ା୨୦୧୯ରେ ଅଭିଯୋଗ କରିଥିଲେ। ଏହାପରେ…
Archives


