ଖସୁଛି ଭୂତଳ ଜଳସ୍ତର
ଯାଜପୁର ଅଫିସ,୧୫ା୩: ଭୂତଳ ଜଳ ବ୍ୟବହାରକୁ ନେଇ ହୋଇଥିବା କଟକଣାକୁ କେହି ମାନୁନାହାନ୍ତି। ଏଥିଯୋଗୁ ଭୂତଳ ଜଳସ୍ତର ନିମ୍ନଗାମୀ ହେଉଛି। ଫଳରେ ଗ୍ରୀଷ୍ମମାସରେ ଜଳସ୍ତର ଅଧିକ ନିମ୍ନଗାମୀ ହୋଇ ନଳକୂପ, କୂଅ ଆଦିରୁ ପାଣି ଶୁଖିଯାଉଛି। ଏହିକ୍ରମରେ ମାଲକାନଗିରି ଜିଲା...
ଶ୍ରମିକଙ୍କ ଉପରେ ଖସିଲା ସିମେଣ୍ଟ ବସ୍ତା: ଚାପିହୋଇଗଲେ ୩୦ରୁ ଊର୍ଦ୍ଧ୍ୱ, ୪ ଗୁରୁତର
ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଜିଲା ରୁପ୍ସା ଥାନା ଅଞ୍ଚଳର ଏକ ସିମେଣ୍ଟ ଗୋଦାମରେ ବସ୍ତା ଖସି ୪ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତର ଶ୍ରମିକମାନେ ହେଉଛନ୍ତି ବସ୍ତା ଥାନା ଉଲଡ଼ା ଗ୍ରାମର ଗଙ୍ଗାଧର ଦଳେଇଙ୍କ ପୁଅ କାର୍ତ୍ତିକ(୩୨), ରୁପ୍ସା...
ଫ୍ଲାଏ ଆଶ୍ରୁ ଅସମ୍ଭାଳ ବାୟୁ ପ୍ରଦୂଷଣ
ଯାଜପୁର ଅଫିସ,୧୦ା୩: ରାଜ୍ୟରେ ୨୦୧୨-୧୩ଠାରୁ ୨୦୧୯-୨୦ ମଧ୍ୟରେ ବିଭିନ୍ନ କାରଖାନାର କୋଇଲା ଭିତ୍ତିକ ତାପଜ ବିଦ୍ୟୁତ୍ କେନ୍ଦ୍ରରୁ ନିର୍ଗତ ୬,୭୬,୩୯,୪୬୨ ମେଟ୍ରିକ ଟନ(ଏମଟି) ଫ୍ଲାଏ ଆଶ୍ (ଉଡ଼ନ୍ତା ପାଉଁଶ) ବିନିଯୋଗ ହୋଇ ନ ପାରି ଗଚ୍ଛିତ ରହିଛି। ଏହି ସମୟ...
ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ଉଦ୍ୟମ
କାଳିଆପାଣି,୯।୩(ଡି.ଏନ୍.ଏ.): ସୋମବାର ବିଶ୍ୱ ମହିଳା ଦିବସ ସମାରୋହ ଖୁବ୍ ଧୁମ୍ଧାମରେ ପାଳନ ହେଉଥିବା ବେଳେ ସୁକିନ୍ଦା ନିକଟ ଭିମଟଙ୍ଗର ଗ୍ରାମ ନିକଟ ବୁଦୁବୁଦିଆ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଆଦିବାସୀ ନାବାଳିକାଙ୍କୁ ୪ଜଣ ଯୁବକ ଗଣବଳାତ୍କାର ଉଦ୍ୟମ...
ଖଣି ଖାଦାନରେ କାମ କରୁଛି ଯନ୍ତ୍ର
ଯାଜପୁର ଅଫିସ,୮।୩: ଯାଜପୁର ଜିଲାର ଅଧିକାଂଶ ଖଣି ଖାଦାନରେ ଯନ୍ତ୍ର କାମ କରୁଛି। ଯାନ୍ତ୍ରିକ ବ୍ୟବହାର କାରଣରୁ ଜିଲାର ଖଣି ପ୍ରଭାବିତ ଅଞ୍ଚଳ ଲୋକେ କାମ ପାଉ ନାହାନ୍ତି। ଫଳରେ ସେମାନେ ଆର୍ଥିକ ଅନଟନ ମଧ୍ୟରେ ଦିନ କାଟୁଛନ୍ତି। ପରିସ୍ଥିତି...
ପୋଲିସ ଅପାରଗତାରୁ ଗୋଷ୍ଠୀ ସଂଘର୍ଷ
ଚଣ୍ଡିଖୋଲ,୮।୩(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗ୍ରାମରେ ଶନିବାର ସନ୍ଧ୍ୟାରେ ସଂଗଠିିତ ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଗାଡ଼ି ପୋଡ଼ି ଘଟଣାରେ ରବିବାର ୧୯ ଜଣଙ୍କୁ କୋର୍ଟଚାଲାଣ କରାଯାଇଛି। ଥାନାରେ ୩୦୦ଜଣଙ୍କ ନାମରେ ପୃଥକ୍ ଭାବେ ୨...
ପୋଲିସ ଗାଡ଼ି ପୋଡ଼ି ଘଟଣା: ପହଞ୍ଚିଲେ ଡିଆଇଜି
ଚଣ୍ଡିଖୋଲ, ୭।୩ (ଡି.ଏନ୍.ଏ): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭରତପୁର ଠାରେ ଶନିବାର ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଭ୍ୟାନ ପୋଡିଘଟଣା ନୂଆ ମୋଡ ନେଇଛି। ପୋଲିସ ଶନିବାର ରାତିରେ ୨୧ ଜଣଙ୍କୁ ଥାନାକୁ ଆଣି ଅଟକ ରଖିଛି।...
ଋତୁସ୍ରାବର ସମସ୍ୟା ସମାଧାନ କରିବ ‘ପ୍ରୀତି’
ଯାଜପୁର ଅଫିସ,୪।୩ : ଋତୁସ୍ରାବ ପାଇଁ ମହିଳାମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଯାଜପୁର ଜିଲା ଦାନଗଦୀ ବ୍ଲକ ଟୋଲକାନି ଗ୍ରାମର ଯୁବ ଇଞ୍ଜିନିୟର ଏକ ନୂତନ ପ୍ରକଳ୍ପ ଉଦ୍ଭାବନ କରିଛନ୍ତି। ଏହି ପ୍ରକଳ୍ପକୁ ‘ପ୍ରୀତି’ ବୋଲି...
ସାର କଳାବଜାର ଅଣାୟତ୍ତ
ଯାଜପୁର ଅଫିସ,୩ା୩: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରାଯାଇପାରୁନାହିଁ ା ସେଥିପାଇଁ କଳାବଜାର ଚାଲିଛି ା ରାଜ୍ୟ ସରକାରଙ୍କ ଅପାରଗତାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ା ଚାଷୀମାନେ ବାରମ୍ବାର ଏପରି ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ଼
ଚଣ୍ଡିଖୋଲ/ଛତିଆ/ବଡଚଣା,୧ା୩: ଯାଜପୁର ଜିଲା ବୈରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ନେଳିଆ ଛକ ନିକଟରେ ସୋମବାର ଏକ ବଡ଼ ଧରଣର ଲୁଟ୍ ଉଦ୍ୟମ ବିଫଳ ହୋଇଛି। ସ୍ଥାନୀୟ ପେଟ୍ରୋଲ ପମ୍ପର ୨ କର୍ମଚାରୀ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା...
ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଲୁଟ୍ ପାଇଁ ଗୁଳିମାଡ଼: ଟଙ୍କା ବଦଳରେ ଖାଲି ବାଗ୍ ନେଇ ଚମ୍ପଟ
ଚଣ୍ଡିଖୋଲ, ୧।୩ (ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବୈରୀ ଥାନା ଅଧୀନ ନେଳିଆ ଠାରେ ପେଟ୍ରୋଲ ପମ୍ପର କର୍ମଚାରୀମାନେ ବ୍ୟାଙ୍କରେ ଜମା କରିବାକୁ କାରରେ ଯାଉଥିଲେ। ତେବେ ୩ ଦୁର୍ବୃତ୍ତ ହେଲମେଯ୍...
ପିଲା କମିଲେ, ଶିକ୍ଷକ ବଢ଼ିଲେ
ଯାଜପୁର ଅଫିସ,୧।୩: ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ୫ ବର୍ଷ ମଧ୍ୟରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮ ଲକ୍ଷ ୭ ହଜାର କମିଛି। ଏଥିରୁ ସରକାରୀ ସ୍କୁଲ ପ୍ରତି ଆଗ୍ରହ କମିବା ଓ ଡ୍ରପ୍ଆଉଟ ଛାତ୍ରୀଛାତ୍ରଙ୍କ...
Archives


