ଯାଜପୁର

ଧରାପଡ଼ିଲା ଓଟିଇଟି ପ୍ରମାଣପତ୍ର ଜାଲିଆତି

ଯାଜପୁର ଅଫିସ,୪ା୮:ରାଜ୍ୟର କୋଣ ଅନୁକୋଣରେ ପୂର୍ବରୁ ନକଲି ବିଏଡ୍‌/ସିଟି ଡିଗ୍ରୀଧାରୀ ଶିକ୍ଷୟିତ୍ରୀଶିକ୍ଷକଙ୍କ ରହସ୍ୟ ଉନ୍ମୋଚନ ହୋଇ ଥିବାବେଳେ ଏବେ ପୁଣି ଓଟିଇଟି(ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ)ପ୍ରମାଣପତ୍ର ଜାଲିଆତି ଧରାପଡ଼ିଛି। ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ମିଳିଥିବା ତଥ୍ୟ ଆଧାରରେ ଏହା…

ଖୋଲିବ ମା’ ବିରଜାଙ୍କ ମନ୍ଦିର

ଯାଜପୁର ଅଫିସ,୨ା୮: ପ୍ରାୟ ୩ ମାସର ବ୍ୟବଧାନ ପରେ ଯାଜପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ମଙ୍ଗଳବାରଠାରୁ ଖୋଲିବ। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଜିଲାପାଳ କହିଛନ୍ତି,‘କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ଭକ୍ତମାନେ ମନ୍ଦିର…

ଝୁଲିରହିଛି ୮ ରେଳ ପ୍ରକଳ୍ପ

ଯାଜପୁର ଅଫିସ,୨।୮: ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଲାଖିରହିଛି ଓଡ଼ିଶାରେ ୮ଟି ନୂତନ, ଦୋହରୀକରଣ ଓ ସମ୍ପ୍ରସାରଣ ରେଳ ପ୍ରକଳ୍ପ। ଏହି ପ୍ରକଳ୍ପଗୁଡିକ ପାଇଁ ୪୬୨୬.୩୦ ହେକ୍ଟର ଘରୋଇ, ସରକାରୀ ଏବଂ ଜଙ୍ଗଲ ଜମି ଚିହ୍ନଟ ହୋଇଥିଲାବେଳେ ସେଥିରୁ ୨୫୩୮.୨୮ ହେକ୍ଟର ଜମି…

ଚାଲିଛି ଭୂତ ପିଲାଙ୍କ ନାମଲେଖା

ଯାଜପୁର ଅଫିସ,୩୦।୭: ୨୦୧୫-୧୬ରୁ ୨୦୧୯-୨୦ ଆର୍ଥିକ ବର୍ଷ ମଧ୍ୟରେ ଯାଜପୁର ଜିଲାର ଘରୋଇ ସ୍କୁଲଗୁଡ଼ିକରେ ଶତକଡା ୨୫ ଭାଗ ସ୍ଥାନ ସଂରକ୍ଷଣ ପ୍ରତିପୂରଣ (ରିମ୍ବର୍ସମେଣ୍ଟ) ବାବଦ ଅର୍ଥ କୌଣସି ସ୍କୁଲ ପାଇ ନାହାନ୍ତି। ସୂଚନା ଅଧିକାର ଆଇନ(ଆରଟିଇ)ରେ ୨୫ ପ୍ରତିଶତ ଆର୍ଥିକ…

ଯାଜପୁର ମ୍ୟୁନିସିପାଲିଟି: ୩.୫୯ ଲକ୍ଷ ଟଙ୍କା ଆତ୍ମସାତ୍‌

ଯାଜପୁର ଅଫିସ,୩୦।୭: ଯାଜପୁର ମ୍ୟୁନିସିପାଲିଟିରେ ହୋଲ୍‌ଡିଂ ଟ୍ୟାକ୍ସ, ପେନାଲ୍ଟି ଫି, ହାଉସ ରେଣ୍ଟ, ଟେଣ୍ଡର ପେପର ଇତ୍ୟାଦି କ୍ଷେତ୍ରରେ ଅର୍ଥ ଆଦାୟ କରାଯାଇ ୩,୫୯,୭୮୪ ଟଙ୍କା ଆତ୍ମସାତ୍‌ କରାଯାଇଛି। ୨୦୧୯-୨୦ ଅଡିଟ୍‌ ରିପୋର୍ଟରୁ ଏହା ଜଣାପଡିଛି। ଏହିମର୍ମରେ ଗୃହ ଓ ନଗର…

ପ୍ରଶାସନକୁ ସମ୍ଭାଳିବ ଏମିତି

ଯାଜପୁର ଅଫିସ,୨୯ା୭: ଓଡ଼ିଶାରେ ପ୍ରଶାସନକୁ ସମ୍ଭାଳିବାର ଅଭିନବ ଢଙ୍ଗ ଏବେ ପଦାକୁ ଆସିଛି। ବେଦାନ୍ତ କମ୍ପାନୀର ଆଭ୍ୟନ୍ତରୀଣ ଇ-ମେଲ୍‌ ଯୋଗାଯୋଗରୁ ସ୍ପଷ୍ଟ ବୁଝାପଡ଼ୁଛି ଯେ, ରାଜ୍ୟବ୍ୟାପୀ ଏହି ପଦ୍ଧତିରେ ଘରୋଇ କମ୍ପାନୀମାନେ ବିଭିନ୍ନ ସରକାରୀ ବିଭାଗକୁ ହାତରେ ରଖି ଜନସାଧାରଣଙ୍କୁ ଦମନ…

ବେଦାନ୍ତର ଓସ୍ତପାଳ ଖଣି ବନ୍ଦ

ଯାଜପୁର ଅଫିସ,୨୭। ୭: ବେଦାନ୍ତ କମ୍ପାନୀ ଦ୍ୱାରା ପରିଚାଳିତ ଯାଜପୁର ଜିଲା ଓସ୍ତପାଳ କ୍ରୋମାଇଟ୍‌ ଖଣିକୁ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌ ମାଇନ୍ସ ସେଫଟି (ଡିଜିଏମ୍‌ଏସ୍‌) ପକ୍ଷରୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏଭଳି…

ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ

ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ ରଣା (୫୩)। ବ୍ରଜବନ୍ଧୁ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଲିଫ୍ଟ ଦେବା ଆଳରେ ନିଶା…

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…

ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍‌ ଭାବେ ଜବତ କରାଯାଇଛି। ସେମାନେ ହେଲେ ଶାନ୍ତନୁ ଜେନା ଏବଂ ତାଙ୍କ ସ୍ତ୍ରୀ ସବିତା। ଶ୍ରମିକ ଭାବେ…

ପ୍ରେମିକା ଗର୍ଭବତୀ ଜାଣିବା ପରେ ପ୍ରେମିକ ଫେରାର

ଚଣ୍ଡିଖୋଲ,୨୩।୭(ଡି.ଏନ.ଏ): ପ୍ରେମ ସମ୍ପର୍କ। ବିବାହର ପ୍ରତିଶ୍ରୁତି। ଶାରୀରିକ ସମ୍ପର୍କ ପରେ ପ୍ରେମିକା ଗର୍ଭବତୀ। ପ୍ରେମିକାଙ୍କୁ ପ୍ରତାରଣା ଦେଇ ପ୍ରେମିକ ଫେରାର। ଏଭଳି ଅଭିଯୋଗ ହୋଇଛି ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନାରେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୨୧୪/୨୧) ରୁଜ୍ଜୁ କରି…

ଚାଲିଛି ଗଛ କଟା, ପ୍ରଶାସନ ନୀରବଦ୍ରଷ୍ଟା

ବରୀ,୨୩ା୭(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବେଧଡ଼କଭାବେ ଗଛକଟା ଚାଲିଛି। ହେଲେ ଏଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଗୁରୁବାର ବରୀ କଳାମାଟିଆ ପୂର୍ତ୍ତବିଭାଗ ରାସ୍ତାକୁ ସଂଯୋଗ କରୁଥିବା ବରୀ-ବାଲିବିଲି…

ପଥଚାରୀଙ୍କ ପାଇଁ କାଳ ପେଲେଟ

ଯାଜପୁର ଅଫିସ,୨୩।୭: ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) କର୍ତ୍ତୃପକ୍ଷଙ୍କ ମନମାନି ଅଣାୟତ୍ତ ହେବାରେ ଲାଗିଛି। ଯାଜପୁରରୋଡ-ଡୁବୁରୀ ରାସ୍ତାର ବିଆର୍‌ପିଏଲ୍‌ କାରଖାନା ସମ୍ମୁଖରେ ଲୁହାପଥର ଗୋଲି (ପେଲେଟ) ପଡ଼ି ପଥଚାରୀଙ୍କ ଜୀବନ ପ୍ରତି କାଳ ହେଉଛି। ଏହି ରାସ୍ତାଦେଇ ବିଭିନ୍ନ କାରଖାନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?