ଓଡ଼ିଶାରେ ସର୍ବାଧିକ ୨୩ ସଂକ୍ରମିତ ସ୍ଥାନ
ଯାଜପୁର ଅଫିସ,୨୮ା୩: କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁସାରେ ଦେଶରେ ମୋଟ ୧୧୨ ସଂକ୍ରମିତ ଅଞ୍ଚଳ ରହିଛି। ସେଥିରୁ ଓଡ଼ିଶାରେ ଟକ୍ସିକ ଓ ହାଜାର୍ଡସ୍ ସବ୍ଷ୍ଟାନ୍ସସ୍ (ବିଷାକ୍ତ ଓ ବିପଦପୂର୍ଣ୍ଣ ପଦାର୍ଥ) ଦ୍ୱାରା ସର୍ବାଧିକ ୨୩ଟି ସଂକ୍ରମିତ ସ୍ଥାନ…
ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି
ଯାଜପୁର ଅଫିସ୍, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଶନିବାର ରାତିରେ…
କଳାପଥର ଉତ୍ତୋଳନ:୫ ମାମଲାରେ ପେଞ୍ଚ
ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ରାଜସ୍ବ ବିଭାଗର ଛତ୍ରଛାୟା ତଳେ ଚାଲିଥିବା ବେଆଇନ କଳାପଥର ଲୁଟ୍ ଘଟଣା ଦିନକୁଦିନ ଅଣାୟତ୍ତ ହେବାରେ ଲାଗିଛି। ତହସିଲ କୋର୍ଟରୁ ଆରମ୍ଭ କରି ଏନ୍ଜିଟି, ହାଇକୋର୍ଟ ଓ ଲୋକାୟୁକ୍ତଙ୍କ ନିକଟରେ ଏନେଇ ଅଭିଯୋଗ ହେଉଥିଲେ ହେଁ…
ଗାଧୋଇବାକୁ ଯାଇ ଖରସ୍ରୋତାରେ ବୁଡ଼ିଗଲେ ୨ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ
ରସୁଲପୁର,୨୫।୩(ଡି.ଏନ୍.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ବେରୁଦା ପଞ୍ଚାୟତର ଚିନ୍ତାପଲୀ ଗାଁ ନିକଟରେ ଖରସ୍ରୋତା ନଦୀରେ ଗୁରୁବାର ଅଘଟଣ ଘଟିଛି। ନଦୀକୁ ଗାଧୋଇ ଯାଇଥିବା ୨ ଭାଇ ବୁଡ଼ି ଯାଇଛନ୍ତି। ମୃତ ଦୁଇଭାଇ ସ୍ଥାନୀୟ ଯାଜପୁର ବ୍ଲକ ବେରୁଦା ପଞ୍ଚାଯତ ଚିନ୍ତାପଲୀ…
ଲୁହାପଥରର ଅହେତୁକ ମୂଲ୍ୟ ବୃଦ୍ଧି
ଯାଜପୁର ଅଫିସ,୨୫ା୩:କେନ୍ଦୁଝର ଜିଲା ଦୈତାରି ଲୁହାପଥରର ଆକାଶଛୁଆଁ ମୂଲ୍ୟବୃଦ୍ଧିର ଗଭୀର ପ୍ରଭାବ କଳିଙ୍ଗନଗର ଶିଳ୍ପାଞ୍ଚଳରେ ପଡିଛି। ଏଥିଯୋଗୁ ଶିଳ୍ପ କାରଖାନା ଆଂଶିକ କିମ୍ବା ସମ୍ପୂର୍ଣ୍ଣ ବନ୍ଦ ହେବାର ସମ୍ଭାବନା ରହିଛି। ଶିଳ୍ପ କାରଖାନାଗୁଡିକୁ ବଞ୍ଚାଇବା ପାଇଁ ଆଗାମୀ ନିଲାମରେ ମୂଳଦର ହ୍ରାସ…
ବିଆର୍ପିଏଲ୍ ଏକ ସଙ୍ଗମ
ଯାଜପୁର ଅଫିସ,୨୩ା୩: ଶିଳ୍ପାଞ୍ଚଳ ଦ୍ୱାରା ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ଏଭଳି ସମ୍ଭାବନାକୁ ଦୃଷ୍ଟିରେ ରଖି ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ନିକଟବର୍ତ୍ତୀ ବାସିନ୍ଦା ଶିଳ୍ପ…
ପୁଣି ଜୀବନ ନେଲା ଆମ୍ବୁଲାନ୍ସ
ରସୁଲପୁର,୨୨ା୩: ବିଷ ପିଇଥିବା ଜଣେ ଯୁବକଙ୍କୁ ବୁର୍ଲା ମେଡିକାଲରୁ କଟକ ଆଣୁଥିବା ବେଳେ ଏକ ଆମ୍ବୁଲାନ୍ସ ରବିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜିଲା ଜରପଡ଼ା ବସ୍ଷ୍ଟାଣ୍ଡ ନିକଟରେ ଗ୍ୟାସ ବୋଝେଇ ଟ୍ରକ ସହ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏହି…
ଅନିୟନ୍ତ୍ରିତ ବ୍ୟବହାରରୁ ସଙ୍କଟ
ଯାଜପୁର ଅଫିସ,୨୨ା୩: ଜଳବାୟୁ ପରିବର୍ତ୍ତନ ଯୋଗୁ ଭୂପୃଷ୍ଠ ଜଳ ଭୂତଳକୁ ଝରିବା ହ୍ରାସ ପାଇଚାଲିଛି। ଏଭଳି ସ୍ଥଳେ ଭୂତଳ ଜଳର ମାତ୍ରାଧିକ ବ୍ୟବହାର ବଢ଼ିଚାଲିଛି। ଏଥିରୁ ଅନେକ ଅଞ୍ଚଳରେ ଜଳକ୍ଲିଷ୍ଟତା ଦେଖିବାକୁ ମିଳୁଛି। ଅନିୟନ୍ତ୍ରିତ ଭୂତଳ ଜଳ ବ୍ୟବହାରକୁ ରୋକିବା ପାଇଁ…
ଜୀବନ ବଞ୍ଚାଇବାକୁ ଦୌଡ଼ିଲେ ଗାଁ ଲୋକ
ରସୁଲପୁର/ଧର୍ମଶାଳା, ୨୨ା୩(ଡି.ଏନ୍.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପାଟଣା ଗ୍ରାମରେ ରବିବାର ମଧ୍ୟାହ୍ନରେ ଗ୍ୟାସ ଚୁଲାରୁ ନିଆଁ ବ୍ୟାପୀ ୨୬ବଖରା ଜଳି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି। ତେବେ ନିଅଁାର ପ୍ରକୋପ ଏତେ ଅଧିକ ଥିଲା…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ଆଦ୍ୟାଜ୍ୟୋତି: ୧ ମିନିଟ୍ରେ ଆବୃତ୍ତି କରିଥିଲେ ସର୍ବାଧିକ ଶ୍ଳୋକ
ଯାଜପୁର ଟାଉନ,୨୦।୩(ଡି.ଏନ.ଏ.): ୧ ମିନିଟ୍ରେ ଭଗବତ ଗୀତାର ସର୍ବାଧିକ ଶ୍ଳୋକ ଗାଇ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ସ୍ଥାନ ପାଇଛନ୍ତି ଆଦ୍ୟାଜ୍ୟୋତି ଦାଶ(୧୧)। ଫେବୃୟାରୀ ୫ରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ପକ୍ଷରୁ ଆୟୋଜିତ ଭର୍ଚୁଆଲ ଶ୍ଳୋକ ପ୍ରତିଯୋଗିତାରେ ଆଦ୍ୟାଜ୍ୟୋତି ଅଂଶଗ୍ରହଣ…
ପୋଖରୀ ଖନନ ନାମରେ ରାଜସ୍ବ ଲୁଟ
ଯାଜପୁର ଅଫିସ/ରଗଡ଼ି (ଡି.ଏନ୍.ଏ.),୧୯।୩: ଯାଜପୁର ଜିଲା ବ୍ୟାସନଗର ତହସିଲରେ ମାଟି, ମୋରମ ଚୋରା ଚାଲାଣ ବନ୍ଦ ହେବାର ନାଁ ଧରୁନାହିଁ । ମୋରମ ମାଫିଆମାନେ କେତେଜଣ ରାଜନେତା ଓ ଅସାଧୁ ଅଫିସରଙ୍କୁ ହାତବାରିସି କରି କେଉଁଠି ଦିନ ଦ୍ୱିପ୍ରହରରେ ତ ଅନ୍ୟ…
ରାଜ୍ୟର ୨୪୬୭ ଗାଁ ଅପହଞ୍ଚ
ଯାଜପୁର ଅଫିସ,୧୮ା୩:ରାଜ୍ୟର ୨୪୬୭ ଗାଁ ଏବେ ବି ଅପହଞ୍ଚ ଅବସ୍ଥାରେ ରହିଛି। ଏହି ଗାଁଗୁଡିକୁ ଆଜି ପର୍ଯ୍ୟନ୍ତ ରାସ୍ତା ସଂଯୋଗ ହୋଇନାହିଁ ା ସେଥିମଧ୍ୟରୁ ରାୟଗଡ଼ା ଜିଲାରେ ସର୍ବାଧିକ ୩୦୫ ଗ୍ରାମ ରହିଥିବା ବେଳେ ଦ୍ୱିତୀୟରେ କଳାହାଣ୍ଡି ଜିଲାର ୨୭୦ ଗ୍ରାମ…
Archives


