ଯାଜପୁର

ବିପଦରେ ବ୍ରାହ୍ମଣୀ ବ୍ରିଜ୍‌

ଯାଜପୁର ଅଫିସ/ରଗଡ଼ି (ଡି.ଏନ.ଏ.),୫।୭: ଯାଜପୁର ଜିଲାର ବ୍ୟାସନଗର ତହସିଲରେ ମୋରମ ଏବଂ ଧର୍ମଶାଳା ତହସିଲରେ ବାଲି ଲୁଟ୍‌ ନିତିଦିନିଆ ହୋଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ଠାରୁ ପରିଚାଳନା ଅନୁମତି ବା କନସେଣ୍ଟ ଟୁ ଅପରେଟ୍‌ (ସିଟିଓ) ଏବଂ ପରିବେଶଗତ ଅନୁମତି…

ଯୁବତୀଙ୍କୁ ପ୍ରତାରଣା କରି ପୋଲିସ ଅଧିକାରୀ ଗିରଫ

ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧) ରୁଜୁ ହୋଇଛି । ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅଞ୍ଚଳର ଯୁବତୀଙ୍କ ସହିତ…

ପ୍ଲାଣ୍ଟ ବନ୍ଦ ବେଳେ ତଦନ୍ତ

ଯାଜପୁର ଅଫିସ,୪ା୭: ଜଳ ପ୍ରଦୂଷଣକୁ ନେଇ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ୍‌ ଲିମିଟେଡ୍‌(ବିଆର୍‌ପିଏଲ୍‌) କାରଖାନାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଦ୍ୱାରା ହୋଇଥିବା ତଦନ୍ତ ରିପୋର୍ଟ ଜୁଲାଇ ୧ରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିକଟରେ ଦାଖଲ ହୋଇଛି। ଏହାସହ ଉକ୍ତ…

ବଡ଼ଚଣା ପ୍ୟାକ୍ସରେ ମହାଦୁର୍ନୀତି

ଯାଜପୁର ଅଫିସ,୨।୭: ଚାଷୀଙ୍କୁ ସେବା ଯୋଗାଇ ଦେବାକୁ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ) ପ୍ରତିଷ୍ଠା କରାଯାଇଛି। ଅଥଚ ଯାଜପୁର ଜିଲାର ପ୍ୟାକ୍ସଗୁଡ଼ିକରେ ସେବା ନାମରେ ଶତାଧିକ ଚାଷୀଙ୍କ ଋଣ, ବୀମା ଓ ଧାନ ବିକ୍ରି ଅର୍ଥ ହରିଲୁଟ ହେଉଛି। ପୂର୍ବରୁ…

ତଦନ୍ତରେ ବେଦାନ୍ତକୁ ସୁରକ୍ଷା

ଯାଜପୁର ଅଫିସ,୨୯।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ନିର୍ଗତ ହେଉଥିବା ଅଭିଯୋଗର ତଦନ୍ତ ରିପୋର୍ଟ ଗତ ୨୧ ତାରିଖରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ରେ ଦାଖଲ ହୋଇଛି। ଖଣିରେ ଘଣ୍ଟା ପ୍ରତି…

ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ

ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ ଅଧିନିୟମ ୨୦୧୬ର ଧାରା-୨ର ଉପଧାରା(୨) ଅନୁଯାୟୀ ଅଧିସୂଚନା ଜାରି ହୋଇଥିଲା। ଓଡ଼ିଶା ସରକାରଙ୍କ ସାଧାରଣ…

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍‌ପିସିିବି ପକ୍ଷରୁ ପରିବେଶବିତ୍‌ ହିରଣ୍ୟ କୁମାର…

ଆଜି କ୍ରୋମାଇଟ୍‌ ନିଲାମ

ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍‌ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍‌ କ୍ରୋମାଇଟ ବିକ୍ରୀ ହୋଇ ନ…

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ ପ୍ରାୟ ୨୦୦ କୋଟି ଟଙ୍କାର ଖାଉଟି ସାମଗ୍ରୀ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି। ଏହିମର୍ମରେ…

ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍‌ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା…

ଚାଷୀ ନ ଥାଇ ଧାନ କିଣା

ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଡବ୍ଲ୍ୟୁଏସ୍‌ଏଚଜି) ୪୬୬୧.୨୨ କୁଇଣ୍ଟାଲ ଧାନ ଦୁର୍ନୀତି କରିଛନ୍ତି। ଚାଷୀଙ୍କଠାରୁ ଧାନ ସଂଗ୍ରହ…

ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ

ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା (୧୪୯/୨୦୧୭/ଇଜେଡ୍‌) ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ବିଚାରାଧୀନ ରହିଛି। କଳିଙ୍ଗନଗର ପରିବେଶ ସୁରକ୍ଷା ସମିତିର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?