ଥାନା ଭିତରେ ପୋଲିସର ନାଗିନ ଡ୍ୟାନ୍ସ
ଯାଜପୁର ଅଫିସ,୭ା୪: ଯାଜପୁର ଜିଲା ପାଣିକୋଇଲି ଥାନା ଭିତରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ନାଗିନ ଡ୍ୟାନ୍ସ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିଜ ୟୁନିଫର୍ମ(ଖାକି)କୁ ନେଇ ଗର୍ବ ଅନୁଭବ କରୁଥିବା ପୋଲିସ ଅଧିକାରୀମାନେ ସେଥିରେ ଅବିର ଢାଳିହୋଇ…
ଦୁର୍ନୀତିରେ ବୁଡ଼ିରହିଛି ପାକ୍ସ
ଯାଜପୁର ଅଫିସ,୬।୪: ରାଜ୍ୟରେ ୨,୭୧୦ ପ୍ରାଥମିକ କୃଷି ସମବାୟ ସମିତି ବା ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍ ସୋସାଇଟି (ପାକ୍ସ) କାର୍ଯ୍ୟ କରୁଛି। ଏଥିରୁ ୧୫୬ ପାକ୍ସର ୧୬୦ ସମ୍ପାଦକ, ଭାରପ୍ରାପ୍ତ ସମ୍ପାଦକ, ପରିଚାଳନା ନିର୍ଦ୍ଦେଶକଙ୍କୁ ଆର୍ଥିକ ଅନିୟମିତତା, ଅର୍ଥ ତୋସରପାତ, ଧାନ…
ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର
ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍ ପେଟ୍ରୋଲିୟମ୍ ରିଜର୍ଭୟରରେ ଅଶୋଧିତ ତୈଳ ସଂରକ୍ଷଣ କରାଯାଇ ପାରିବ। ଏ ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସବୁ ବ୍ୟବସ୍ଥା ହୋଇଛି।…
୯ ପାସେଞ୍ଜର ଟ୍ରେନ ପାଇଁ ଏକ୍ସପ୍ରେସ୍ ଟିକେଟ୍
ଯାଜପୁର ଅଫିସ,୫।୪: ଇଷ୍ଟକୋଷ୍ଟ ରେଲୱେ ଅନ୍ତର୍ଗତ ୯ ପାସେଞ୍ଜର ଓ ମେମୁ ଟ୍ରେନ୍କୁ ସ୍ପେଶାଲ ଟ୍ରେନ ଭାବେ ଘୋଷଣା କରାଯାଇଛି। ଏହାସହ ଏହି ଟ୍ରେନ୍ଗୁଡ଼ିକ ନିମନ୍ତେ ଅଣସଂରକ୍ଷିତ ମେଲ୍ କିମ୍ବା ଏକ୍ସପ୍ରେସ୍ ଟିକେଟ୍ ବ୍ୟବସ୍ଥା କରାଯାଇଛି। ୩୧ା୩ା୨୦୨୧ରେ ରେଲୱେ ବୋର୍ଡର ନିଷ୍ପତ୍ତିକ୍ରମେ…
ସ୍ବାମୀ ମୃତ୍ୟୁ ଖବର ଶୁଣି ଟଳିପଡ଼ିଲେ ସ୍ତ୍ରୀ
ଯାଜପୁର ସଦର,୫।୪(ଡି.ଏନ୍.ଏ): ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣିବା କ୍ଷଣି ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ସଦର ଥାନା ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ବରମପୁର ଗ୍ରାମରେ। ଘଟଣାରୁ ପ୍ରକାଶ ବରମପୁରର ଉଦୟନାଥ ଷଡଙ୍ଗୀ(୫୮) ନିକଟସ୍ଥ ହରିପୁର…
ବଢୁଛି ମାପ ଓଜନରେ ଜାଲିଆତି: ୩ ବର୍ଷରେ ୬୮୦ ପେଟ୍ରୋଲ ପମ୍ପ୍ରେ ଠକେଇ
ଯାଜପୁର ଅଫିସ,୫।୪: ଜନସାଧାରଣ କେବଳ ପେଟ୍ରୋଲ ଓ ଡିଜେଲ ଦର ଅହେତୁକ ବୃଦ୍ଧିଜନିତ ଆର୍ଥିକ ବୋଝକୁ ସହୁନାହାନ୍ତି, ପେଟ୍ରୋଲ ପମ୍ପ୍ରେ ମାପ ଠକେଇର ମଧ୍ୟ ଶିକାର ହୋଇଆସୁଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷର ଫେବୃୟାରୀ ୨୧ ସୁଦ୍ଧା ମାପ ଏବଂ ଓଜନ ଆଇନ…
ସଫଳତା ମିଳିଛି, ସ୍ଥାୟିତ୍ୱ ନାହିଁ
ଯାଜପୁର ଅଫିସ,୧ା୪:ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ)ରେ ସର୍ବଭାରତୀୟସ୍ତରରେ ଓଡ଼ିଶା ଗତ ୩ ବର୍ଷ ହେଲା ପ୍ରଥମ ସ୍ଥାନ ଅଧିକାର କରିଆସିଛି। ୨୦୧୭-୧୮ରେ ୭୧୪୦.୭୭ କି.ମି.,୨୦୧୮-୧୯ରେ ୮୧୨୯.୮୮ କି.ମି. ଓ ୨୦୧୯-୨୦ରେ ୫୨୯୮.୪୩ କି.ମି.ରାସ୍ତା ନିର୍ମାଣ କରି ଓଡ଼ିଶା ଏହି ସଫଳତା…
୧୧ ବର୍ଷରେ ୮୪୩ ହାତୀ ମୃତ
ଯାଜପୁର ଅଫିସ,୩୧ା୩: ରାଜ୍ୟରେ ୨୦୧୦-୧୧ରୁ ୨୦୨୦-୨୧ ମାର୍ଚ୍ଚ ୨୨ ସୁଦ୍ଧା ୧୧ ବର୍ଷ ମଧ୍ୟରେ ୮୪୩ ହାତୀଙ୍କ ମୃତ୍ୟୁ ହୋଇଛି। ସେହି ବିଶାଳକାୟ ପ୍ରାଣୀଙ୍କ ମୃତ୍ୟୁକୁ ରୋକିବା ପାଇଁ ୧୪ ହାତୀ ଚଲାପଥ (ଏଲିଫ୍ୟାଣ୍ଟ କରିଡର) ଏବଂ ୩ ହାତୀ ସଂରକ୍ଷିତ…
ସ୍ତ୍ରୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆଯାଉନାହିଁ
ଯାଜପୁର ଅଫିସ,୩୧ା୩: ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ଶୁକ୍ରବାର ରାତିରେ ଆକ୍ରମଣ କରାଯାଇଥିଲା। ଇତିମଧ୍ୟରେ ୩ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ମଧ୍ୟ ଧର୍ମଶାଳା ଥାନା ପୋଲିସ ହାତ ଖାଲି ରହିଛି। ପୋଲିସ ନିଜ ଆଡୁ ଏକ ମାମଲା ରୁଜୁ…
ବନ୍ୟା ବିପନ୍ନଙ୍କ ଚୁଡ଼ା ପୋଡ଼ାଗଲା
ବରୀ,୩୧ା୩(ଡି.ଏନ.ଏ.): ଯାଜପୁର ଜିଲାର ବରୀ ବ୍ଲକ ଏକ ବନ୍ୟା ବାତ୍ୟା ପ୍ରଭାବିତ ଅଞ୍ଚଳ। ବିଭିନ୍ନ ସମୟରେ ଏଠି ପ୍ରାକୃତିକ ବିପର୍ଯ୍ୟୟ ଆସି ଲୋକଙ୍କର କ୍ଷତି କରିଥାଏ। ସେହି ଅନୁସାରେ ସରକାରଙ୍କ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଚୁଡ଼ାଗୁଡ଼ ମହଜୁଦ ରଖାଯାଇଥାଏ।…
ରହସ୍ୟ ହୋଇଗଲା ଝରାଫୁଲଙ୍କ ମୃତ୍ୟୁ: ୨ ମାସ ବିତିଯାଇଛି, ହେଲେ…
ରସୁଲପୁର,୨୮ା୩ (ଡି.ଏନ୍.ଏ.): ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ୨ ମାସ ବିତିଯାଇଛି। ହେଲେ ଝରାଫୁଲଙ୍କ ମୃତ୍ୟୁ କିପରି ଘଟିଲା ତାହା ସ୍ପଷ୍ଟ ହୋଇପାରିଲା ନାହିଁ। ଏହି ଘଟଣା ଉପରେ ରାଜ୍ୟବାସୀଙ୍କ ନଜର…
ଓଡ଼ିଶାରେ ସର୍ବାଧିକ ୨୩ ସଂକ୍ରମିତ ସ୍ଥାନ
ଯାଜପୁର ଅଫିସ,୨୮ା୩: କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁସାରେ ଦେଶରେ ମୋଟ ୧୧୨ ସଂକ୍ରମିତ ଅଞ୍ଚଳ ରହିଛି। ସେଥିରୁ ଓଡ଼ିଶାରେ ଟକ୍ସିକ ଓ ହାଜାର୍ଡସ୍ ସବ୍ଷ୍ଟାନ୍ସସ୍ (ବିଷାକ୍ତ ଓ ବିପଦପୂର୍ଣ୍ଣ ପଦାର୍ଥ) ଦ୍ୱାରା ସର୍ବାଧିକ ୨୩ଟି ସଂକ୍ରମିତ ସ୍ଥାନ…
Archives


