ଯାଜପୁର

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି, ମୋବାଇଲକୁ ଏସ୍‌ଏମ୍‌ଏସ୍‌ ଆସିଛି। ହେଲେ ଧାନ ବିକ୍ରି କରିବାକୁ ଆସିଥିବା ଚାଷୀଙ୍କୁ ଫେରାଇ ଦିଆଯାଇଛି।…

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି। ବ୍ୟକ୍ତିଗତ ଓ ସରକାରୀ ସମ୍ପତ୍ତି ନଷ୍ଟ ହେଉଛି। ଏହି ସମସ୍ୟାକୁ ସରକାର ହୃଦୟଙ୍ଗମ କଲେ…

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର ରତ୍ନଗିରି,…

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ ଶେଷ ଥର ପାଇଁ ୧୪ା୯ା୨୦୧୬ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ କଟକଠାରେ ଆର୍‌ପିଡିଏସି ବୈଠକ ହୋଇଛି…

ବର୍ଜ୍ୟଜଳରେ ହନ୍ତସନ୍ତ ସହରବାସୀ

ଯାଜପୁର ଅଫିସ୍‌, ୫।୬: ରାଜ୍ୟର ବିଭିନ୍ନ ସହରରୁ ନିର୍ଗତ ବର୍ଜ୍ୟଜଳକୁ ବୈଜ୍ଞାନିକ ପଦ୍ଧତିରେ ବିଶୋଧନ ଓ ପ୍ରକ୍ରିୟାକରଣ ନ କରି ବାହାରକୁ ଛଡ଼ାଯାଉଥିବାରୁ ତାହା ସୁସ୍ଥ ପରିବେଶ ପାଇଁ ବିପଦ ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗରୁ ପ୍ରାପ୍ତ…

ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ

ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି ପରିଧି ମଧ୍ୟରେ ଥିବା ପାରାଦୀପ ଥାନା ଅନ୍ତର୍ଗତ ପିପିଏଲ ସାରରୋଡ, ବାଉରିଆ ପାଳନ୍ଦା, ବାଲିଝରା…

ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ

ଯାଜପୁର ଅଫିସ,୨।୬: ଲକ୍‌ଡାଉନ୍‌ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ ପଡ଼ିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ରୋଡରେ। ଯାଜପୁର ରୋଡ ନହକା…

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌…

ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିଲା

ଯାଜପୁର ଅଫିସ,୩୧ା୫: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌ ଦ୍ୱାରା ନିର୍ମାଣାଧୀନ ଏହି ବ୍ରିଜ କାର୍ଯ୍ୟ…

ଖବରଦାତାଙ୍କୁ ପୋଲିସର ଆକ୍ରମଣ: ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଯାଜପୁର ଅଫିସ,୩୧ା୫:ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକଙ୍କୁ ପୋଲିସର ଆକ୍ରମଣ ଘଟଣା ସମ୍ପର୍କରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଜାତୀୟ ମାନବାଧିକାର ଡିଫେଣ୍ଡର ଭଜମନ ବିଶ୍ୱାଳଙ୍କ ଆବେଦନ (୮୫୦୦/ଆଇଏନ୍‌/୨୦୨୧)କୁ ଏନ୍‌ଏଚ୍‌ଆର୍‌ସି ଶନିବାର ଗ୍ରହଣ କରିଛନ୍ତି। ବିଶ୍ୱାଳ…

ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି

ଭଦ୍ରକ ଅଫିସ /ଭଣ୍ଡାରିପୋଖରୀ/ ଭୋଗରାଇ/ ଯାଜପୁର ଅଫିସ,୨୮ା୫ (ଡି.ଏନ.ଏ.): ବାତ୍ୟା ‘ୟାସ’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତରଓଡ଼ିଶାର ୪ ଜିଲା ସମେତ ଯାଜପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇଦିନ ହେଲା ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ…

ମାଟିରେ ମିଶିଲା ପାନବରଜ, ଚିନ୍ତାରେ ଚାଷୀ

ରସୁଲପୁର,୨୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ବାତ୍ୟା ୟାସ ପ୍ରକୋପ ଯୋଗୁ ପାନଚାଷୀ ଅଧିକ ପ୍ରଭାବିତ ହୋଇଛନ୍ତି। ପବନରେ ସେମାନଙ୍କ ପାନ ବରଜ ମାଟିରେ ମିଶିଯାଇଛି। ମଞ୍ଚା ଭାଙ୍ଗିଯିବା ଯୋଗୁ ପାନପତ୍ରଗୁଡ଼ିକ ଛିଡ଼ି ପଡ଼ିଛି। ଫଳରେ ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?