ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ଜବାବ ତଲବ
ଯାଜପୁର ଅଫିସ,୧ା୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ରୁ ନିର୍ଦ୍ଧାରିତ ଲିଜ୍ ଏରିଆଠାରୁ ବହୁ ଗୁଣ ଅଧିକ ମୂଲ୍ୟବାନ କଳାପଥର ଉତ୍ତୋଳନ ହୋଇଛି। ଏଥିପାଇଁ ରାଜ୍ୟ ସରକାର ବିପୁଳ ପରିମାଣର ରାଜସ୍ବ ହରାଇଛନ୍ତି। ଏଥିରେ ସ୍ଥାନୀୟ ପୋଲିସ ଓ…
ଝରାଫୁଲଙ୍କ ମୃତ୍ୟୁ ମିଷ୍ଟ୍ରୀ: ବିରିୟାନି ଦୋକାନରେ କରିଥିଲେ ବାନ୍ତି, ଗେଷ୍ଟ ହାଉସ୍ର ରୁମ୍ ନଂ.୨୦୧ ସିଲ୍
ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ ରସୁଲପୁର(ଡି.ଏନ.ଏ.),୩୧ା୧: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟଘେରରେ ରହିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ ତାହା ଜାଣିବା ପାଇଁ ସମସ୍ତଙ୍କ ଉତ୍କଣ୍ଠା ରହିିଛି।…
ନକଲି ବାବା ବେଶରେ ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ ଯୁବକ, ଆଉ ତା’ ପରେ…
ଯାଜପୁର ଅଫିସ,୩୦।୧: ଯାଜପୁରରୋଡ୍ ରମ୍ପାସ ଅଞ୍ଚଳକୁ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ଘରକୁ ବାବା ବେଶରେ ଆସି ଧରାପଡ଼ି ନିର୍ଧୂମ ଛେଚା ଖାଇବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଅନୁଗୋଳ ଜିଲା ଛେଣ୍ଡିପଦା ଅଞ୍ଚଳର ଜଣେ…
ତଦନ୍ତ ଅବହେଳା ଅଭିଯୋଗ ଆଣିଲେ ପିହୁଙ୍କ ମା’
ଭୁବନେଶ୍ୱର,୩୦।୧(ବ୍ୟୁରୋ): ‘ମୋ ଝିଅ ନିଖୋଜ ହୋଇଥିବା ନେଇ ଥାନାରେ ଅଭିଯୋଗ କରିବାକୁ ଯାଇଥିଲି। ହେଲେ ଥାନାରେ ମାମଲା ରୁଜୁ ନ କରି ଓଲଟା ତମେ ଯାଅ ଖୋଜାଖୋଜି କରିବ ବୋଲି କହିଲେ। ୫ଦିନ ପରେ ମାମଲା ରୁଜୁ କରି ତଦନ୍ତ ନାଁରେ…
ଜେଲ ଗଲେ ପ୍ରେମିକ
ଯାଜପୁର ଅଫିସ୍/ରସୁଲପୁର/ଯାଜପୁର ଟାଉନ,୩୦ା୧: ଯାଜପୁର ଜିଲା କୁଆଖିଆ ଥାନା ମୂଳାପାଳ ଛକ ନିକଟରୁ ବୁଧବାର ସକାଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ ଜବତ ହୋଇଥିଲା। ତାଙ୍କ ମୃତଦେହକୁ ଦୁଇଜଣ ସ୍କୁଟିରେ ଆଣି ଫୋପାଡ଼ିଥିବା ଏକ ସିସିଟିଭି ଫୁଟେଜ୍ରୁ…
ସପ୍ତାହେ ହେଲା ବ୍ୟାଙ୍କରେ ତାଲା
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୯।୧(ଡି.ଏନ.ଏ.): ବାଲିଚନ୍ଦ୍ରପୁରସ୍ଥିତ କଟକ କେନ୍ଦ୍ର ସମବାୟ ବ୍ୟାଙ୍କରେ ୨୨ ତାରିଖରୁ ତାଲାଝୁଲୁଛି। ବୁଧବାର ବାଲିଚନ୍ଦ୍ରପୁର ପୋଲିସ ଦର୍ପଣ ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ତାଲା ଖୋଲିଥିଲାବେଳେ ପୁନଃର୍ବାର ସନ୍ଧ୍ୟାରେ କେତେଜଣ ବ୍ୟକ୍ତି ତାଲା ପକାଇ ଦେଇଛନ୍ତି। ଯାହାକୁ ନେଇ ଗ୍ରାହକ ନାହିଁ ନ…
ରାସ୍ତାକଡ଼ରୁ ଛାତ୍ରୀଙ୍କ ମୃତଦେହ ଜବତ
ରସୁଲପୁର/ବାରିପଦା ଅଫିସ,୨୭ା୧: ଯାଜପୁର ଜିଲା ରସୁଲପୁର ବ୍ଲକ ମୂଳାପାଳ ଛକ ନିକଟସ୍ଥ ରାଜେନ୍ଦ୍ରପୁର-ଦିଆଲଖଣ୍ଡି ଗ୍ରାମରାସ୍ତା ପାର୍ଶ୍ୱରୁ ବୁଧବାର କୁଆଖିଆ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ଯୁବତୀ ଜଣକ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତତିନି ୨ୟ ବର୍ଷ ଛାତ୍ରୀ…
ଲୋପ ପାଇଲାଣି ଶ୍ରମଜୀବୀଙ୍କ ଟନିକ୍
ଯାଜପୁର ଅଫିସ/ ବଡ଼ଚଣା,୨୫।୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ସମିଆଁ, ଶାଳପଡ଼ା, ପାରିଆ, ଦର୍ପଣ, ସିହା, କାଇମାଟିଆ ପ୍ରଭୃତି ପାହାଡ଼ିଆ ଅଣଜଳସେଚିତ ଅଞ୍ଚଳ ଭାବେ ପରିଚିତ। ବର୍ଷା ଦିନରେ ମୁଖ୍ୟ ଫସଲ ଭାବେ ମାଣ୍ଡିଆ, ମକା, ବାଜରା ଚାଷ କରି ଆସୁଥିଲେ।…
ରଦି ଲୁହାରେ ସୌନ୍ଦର୍ଯ୍ୟକରଣ
ଯାଜପୁର ଟାଉନ,୨୫।୧(ଡି.ଏନ.ଏ.): ଯାଜପୁର ସହରରେ ଥିବା କୁସୁମା ନିକଟରେ ରଦି ଲୁହାରେ ନିର୍ମିତ ଆଇ ଲଭ୍ ଯାଜପୁର(ସେଲ୍ଫି ଜୋନ୍) ଓ ସହରର ପ୍ରବେଶପଥରେ ହରିଣ ପ୍ରତିମୂର୍ତ୍ତି ରବିବାର ଉଦ୍ଘାଟିତ ହୋଇଯାଇଛି। ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ରବିବାର ଏହାର ଉଦ୍ଘାଟନ…
ଦବି ଯାଉଛି ନଦୀବନ୍ଧ ଅସ୍ଥାୟୀ ରାସ୍ତା, ଯିବାକୁ ଭୟ କରୁଛନ୍ତି ଲୋକେ
ସିଂହପୁର,୨୩।୧(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଜରି ପଞ୍ଚାୟତ ନାଉବାଙ୍କ କାମଦେବ ମାହାରା ଘାଇର ସ୍ଥାୟୀ ମରାମତି ପାଇଁ ଦାବି ହେଉଛି। ପ୍ରକାଶ ଯେ ଗତ ପ୍ରଳୟଙ୍କାରୀ ବନ୍ୟାରେ ନାଉବାଙ୍କ କାମଦେବ ମାହାରାରେ ଏକ ବିରାଟ ଘାଇ ସୃଷ୍ଟି…
ରମାପୁର ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ
ଧର୍ମଶାଳା,୨୩।୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ କେଲୁଅ ନଦୀର ରମାପୁରଠାରେ ହୋଇଥିବା ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ଶୁକ୍ରବାର କଟକ ଭିଜିଲାନ୍ସ ସେଲ୍ର ଏକ ୫ ଜଣିଆ ବୈଷୟିକ ଟିମ୍ ଘାଇ ସ୍ଥଳକୁ ଆସି ମାପଚୁପ କରି…
ରତ୍ନଗର୍ଭାରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ବରୀ,୨୩।୧(ଡି.ଏନ.ଏ.): ଯାଜପୁର ଜିଲାର ବିଶ୍ୱପ୍ରସିଦ୍ଧ ରତ୍ନଗିରି, ଉଦୟଗିରି ଓ ଲଳିତଗିରି ବୌଦ୍ଧପୀଠ ମଧ୍ୟରେ ରତ୍ନଗିରିର ରହିଛି ସ୍ବତନ୍ତ୍ର ପରିଚୟ। ରତ୍ନଗର୍ଭା ବୋଲି କୁହାଯାଉଥିବା ଏହି ବୌଦ୍ଧପୀଠରେ ନାନା ସମସ୍ୟା ରହିଥିବାରୁ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା କମିବାରେ ଲାଗିଛି। ଫଳରେ ଏହାକୁ…
Archives


