ଯାଜପୁର

ନିରାମୟ ଯୋଜନା ପ୍ରହସନ

ଯାଜପୁର ରୋଡ୍‌,୨୨।୪: ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ପରିସରରେ ଘରୋଇ ଔଷଧ ଦୋକାନ ରହିବା ଯୋଗୁ ରାଜ୍ୟ ସରକାରଙ୍କ ନିରାମୟ ଯୋଜନା ପ୍ରତିହତ ହେଉଛି। ଗରିବ ଶ୍ରେଣୀର ରୋଗୀମାନଙ୍କୁ କେତେଜଣ ଡାକ୍ତର ନିରାମୟ ଯୋଜନାରେ ଔଷଧ ନ ଦେଇ ବାହାରେ କିଣିବାକୁ…

ଡିସିସିବି ଆର୍ଥିକ ଅନିୟମିତତାକୁ ଚାପି ଦିଆଯାଉଛି

ଯାଜପୁର ଅଫିସ,୨୦।୪: ବଲାଙ୍ଗୀର ଓ କେନ୍ଦୁଝର ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଡିସିସିବି)ର ଆନନ୍ଦପୁର ଶାଖାରେ ହୋଇଥିବା ଅର୍ଥ ଆତ୍ମସାତ୍‌ ମାମଲାକୁ ଚାପି ଦିଆଯାଇଛି। ଏଥିରେ ସମ୍ପୃକ୍ତ ପରିଚାଳନା ନିର୍ଦ୍ଦେଶକ ଓ କର୍ମଚାରୀଙ୍କୁ ଦାୟୀ କରି ସେମାନଙ୍କଠାରୁ ଉକ୍ତ ଅର୍ଥକୁ ଆଦାୟଯୋଗ୍ୟ ଦର୍ଶାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ସାହାଡ଼ାକୋଳି ଗ୍ରାମବାସୀ

ରଗଡ଼ି,୧୯।୪(ଡି.ଏନ.ଏ.): ଯାଜପୁର ଜିଲାର ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଇବା ପାଇଁ ଗତ ୨ ବର୍ଷ ହେବ ୮୮ କୋଟି ୮୪ ଲକ୍ଷ ୫୮ ହଜାର ଟଙ୍କାର ୯୫ଟି ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଶତାଧିକ ନଳକୂପ ଖନନ କରାଯାଉଛି। କିନ୍ତୁ ଆଜି ବି…

ସିଦ୍ଧେଶ୍ୱର ମନ୍ଦିର ନିକଟରୁ ପୁଣି ଶିବଲିଙ୍ଗ ଉଦ୍ଧାର

ଯାଜପୁର ଟାଉନ,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଅନ୍ତର୍ଗତ ବୈତରଣୀ ନଦୀ ଅବବାହିକାର ସିଦ୍ଧେଶ୍ୱର ଘାଟରୁ ଶନିବାର ପୁଣି ୫ଫୁଟ ଲମ୍ବର ଏକ ମୁଗୁନିପଥର ନିର୍ମିତ ଶିବଲିଙ୍ଗ ଉଦ୍ଧାର କରାଯାଇଛି। ଉଦ୍ଧାର ଶିବଲିଙ୍ଗଙ୍କୁ ସ୍ଥାନୀୟ ଲୋକେ ସିଦ୍ଧେଶ୍ୱର ମନ୍ଦିରରେ ରଖି ପୂଜାର୍ଚ୍ଚନା କରୁଛନ୍ତି। ବାଲି…

ବେଆଇନ କଳାପଥର ଖନନର ତଦନ୍ତ କରିବ ଭିଜିଲାନ୍ସ

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଛାଖଣ୍ଡି ପାହାଡ଼ରେ ଚାଲିଥିବା ବେଆଇନ କଳାପଥର ଖନନର ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକାୟୁକ୍ତ ୧୨/୨୦୨୧ ନମ୍ବର ମାମଲା ଉପରେ ଗତ ୧୨ ତାରିଖରେ ଶୁଣାଣି କରି ଲୋକାୟୁକ୍ତ…

ତଦନ୍ତ କରିବେ ଲୋକାୟୁକ୍ତ ଅନୁସନ୍ଧାନ ଶାଖା ନିର୍ଦ୍ଦେଶକ

ଯାଜପୁର ଅଫିସ,୧୭।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାର ସର୍ବାଙ୍ଗୀନ ବିକାଶ ପାଇଁ ଆବଣ୍ଟିତ ଅନୁଦାନର ସିଂହଭାଗ ଅର୍ଥ ଆମତ୍ସାତ୍‌ ହୋଇଛି। ଏନେଇ ରାଜ୍ୟ ସୂଚନା ଅଧିକାର ଅଭିଯାନ ଆବାହକ ପ୍ରଦୀପ ପ୍ରଧାନ ଲୋକାୟୁକ୍ତରେ ୧୪ା୧୦ା୨୦୧୯ରେ ଅଭିଯୋଗ କରିଥିଲେ। ଏହାପରେ…

ବାହାହେବାକୁ ଜିଦ୍‌ ଧରିବା କାଳ ହେଲା: ଶୁଭଶ୍ରୀଙ୍କୁ ହତ୍ୟା କରିଥିଲେ ପ୍ରେମିକ

ଯାଜପୁର ଟାଉନ, ୧୭।୪(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ କପିଳେଶ୍ୱର ଗ୍ରାମ ନିକଟ ପୋଖରୀରୁ ଗତ ୮ ତାରିଖରେ ମିଳିଥିଲା ନରକଙ୍କାଳ। ଓଢ଼ଣୀରୁ ଉକ୍ତ କଙ୍କାଳ ଖଣ୍ଡରା ଗ୍ରାମର ନିଖୋଜ ଯୁବତୀ ଶୁଭଶ୍ରୀ ରାଉତ(ବେଙ୍ଗୁଲୀ)ଙ୍କର ବୋଲି ଜଣାପଡ଼ିଥିଲା। ତଦନ୍ତ ପରେ ଶୁଭଶ୍ରୀଙ୍କୁ…

ଗୃହ ସଚିବ, ଡିଜିପି, ଏସ୍‌ପିଙ୍କୁ ଜବାବ ତଲବ

ଯାଜପୁର ଅଫିସ,୧୬।୪: ସୂଚନା କର୍ମୀ ତଥା ଭାଜପା ନେତା ସର୍ବେଶ୍ୱର ବେହୁରାଙ୍କ ଉପରକୁ ବୋମା ମାଡ଼ ହୋଇଥିଲା। ଏହି ଘଟଣାକୁ ନେଇ ଲୋକାୟୁକ୍ତରେ ଏକ ମାମଲା (ନଂ.୨୫୫/୨୦୨୧)ରୁଜୁ ହୋଇଛି। ଏହି କ୍ରମରେ ତା.୧୨ା୪ା୨୦୨୧ରେ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଭ୍ୟ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଖରୀରୁ ଯୁବତୀଙ୍କ କଙ୍କାଳ ମିଳିବା ଘଟଣା: ହାଇଦ୍ରାବାଦ୍‌ରୁ ହତ୍ୟା ଅଭିଯୁକ୍ତ ଗିରଫ

ଦଶରଥପୁର,୧୬।୪(ଡି.ଏନ.ଏ.): ଯାଜପୁର ସଦର ଥାନା କପିଳେଶ୍ୱର ଗ୍ରାମ ସୀମାରେ ଥିବା ପରିତ୍ୟକ୍ତ ପୋଖରୀରୁ ଗତ ୮ ତାରିଖରେ ମିଳିଥିବା କଙ୍କାଳ ଚିହ୍ନଟ ହେବା ପରେ ହତ୍ୟା ମାମଲା ରୁଜୁ ହୋଇଥିଲା। ମିଳିଥିବା କଙ୍କାଳ ଯାଜପୁର ଟାଉନ୍‌ ଥାନା ଅଧୀନ ଖଣ୍ଡରା ଗ୍ରାମର…

ଝରାଫୁଲଙ୍କୁ ହତ୍ୟା କରାଯାଇଛି

ଯାଜପୁର ଅଫିସ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର. ସୋମବାର ଏକ ଭିଡିଓ କ୍ଲିପ୍‌ ଜାରି କରି ଜଣାଇଛନ୍ତି। ଘଟଣାର ମୁଖ୍ୟ ଅଭିଯୁକ୍ତ…

ଝରାଫୁଲ ମୃତ୍ୟୁ ଘଟଣା: ଆଉ ଜଣେ ଗିରଫ

ରସୁଲପୁର(ଡି.ଏନ୍‌.ଏ.)/ଭୁବନେଶ୍ୱର,୧୨।୪(ବ୍ୟୁରୋ)ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଉଛନ୍ତି ମୁଖ୍ୟ ଅଭିଯୁକ୍ତ ତଥା ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶ ସ୍ବାଇଁଙ୍କ ସହଯୋଗୀ ଅମରେଶ ରାଉତ। ଘଟଣାର ତଦନ୍ତ ପାଇଁ…

ଓଡ଼ିଆଙ୍କୁ ବିଆର୍‌ପିଏଲ୍‌ର ନାପସନ୍ଦ

ଯାଜପୁର ଅଫିସ/କଳିଙ୍ଗନଗର,୧୨।୪(ଡି.ଏନ୍‌.ଏ.)କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ୍‌ ଲିମିଟେଡ୍‌ (ବିଆର୍‌ପିଏଲ୍‌) କମ୍ପାନୀରେ ପରିବହନ ବ୍ୟବସାୟରେ ଅଣଓଡ଼ିଆଙ୍କ ରାଜ୍‌ ଚାଲିଛି। ଯେଉଁ ସ୍ଥାନୀୟ ଲୋକମାନେ ଜମିବାଡ଼ି, ଘରଦ୍ୱାର ହରାଇବା ପରେ ପରିବାର ଚଳାଇବାକୁ ଋଣରେ ଟ୍ରକ ଆଣି ପରିବହନ କାର୍ଯ୍ୟ କରୁଥିଲେ, ଏବେ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?