ଫ୍ଲାଏ ଓଭର ବ୍ରିଜ୍ ତଳ ରାସ୍ତାରେ ଭୟ
ବଡ଼ଚଣା,୨୨।୧(ଡି.ଏନ୍.ଏ.): ୧୬ନଂ. ଜାତୀୟ ରାଜପଥ ସଂପ୍ରସାରଣ କରାଯାଇ ୨ରୁ ୪ ଲାଇନ କରାଗଲା। ଜନସାଧାରଣଙ୍କ ସୁବିଧାକୁ ଆଖି ଆଗରେ ରଖି ବଜାର, ଛକ ଏବଂ ମୁଖ୍ୟସ୍ଥଳରେ ଫ୍ଲାଏ ଓଭରବ୍ରିଜ ନିର୍ମାଣ ହେଲା। ୨୦୧୫-୧୬ରେ ଏହି ପ୍ରକ୍ରିୟା ଶେଷ ହୋଇଥିଲା। ହେଲେ ନିର୍ମାଣ…
ବନ୍ଦ ହେଉ ୟୁଜର୍ସ ଫି’ ଆଦାୟ
ଯାଜପୁର ଅଫିସ,୨୨।୧: ସହରର ନାଗରିକମାନଙ୍କୁ ସର୍ବନିମ୍ନ ସୁବିଧା ସୁଯୋଗ ଯୋଗାଇବା ସ୍ବାୟତ୍ତ ଶାସନ ସଂସ୍ଥାର ଦାୟିତ୍ୱ। ଏଥିପାଇଁ ୨୬ଟି ୱାର୍ଡକୁ ନେଇ ବ୍ୟାସନଗର ପୌର ପରିଷଦ ଗଠିତ ହୋଇଛି। ହେଲେ ୨୦୧୮ ସେପ୍ଟେମ୍ବରରୁ ଏହି ସଂସ୍ଥା ପ୍ରଶାସକଙ୍କ ଦାୟିତ୍ୱରେ ଚାଲିଛି। ଫଳରେ…
୧୮ ଶ୍ରମିକଙ୍କୁ ପାଉଣା ମିଳୁନାହିଁ
ଯାଜପୁର ଅଫିସ,୨୨।୧: ଯାଜପୁରରୋଡ ବନାଞ୍ଚଳ ଅଧୀନରେ ଚାରାରୋପଣ, ଗାତ ଖୋଳା, ବାଡ଼ ପ୍ରସ୍ତୁତି ଆଦିରେ କାମ କରି ୧୮ ଜଣ ଶ୍ରମିକ ହଟହଟା ହେଉଛନ୍ତି। ବାରମ୍ବାର ସମ୍ପୃକ୍ତ ଅଧିକାରୀଙ୍କ ଦ୍ୱାରସ୍ଥ ହେଉଥିଲେ ହେଁ ସେ ଦିନ ଗଡାଇ ଚାଲିଥିବା ଅଭିଯୋଗ ହୋଇଛି।…
ଦୋଷ ଲୁଚାଇବା ପାଇଁ ନୂଆ ଫନ୍ଦି
ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) କାମରେ ଅନିୟମିତତା ଓ ଆର୍ଥିକ ହେରଫେର ହେଉଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଧରିତ୍ରୀରେ ନିୟମିତ…
ବିନା ପରୀକ୍ଷାରେ କୋଭିଡ୍ ନେଗେଟିଭ୍ ରିପୋର୍ଟ
କଳିଙ୍ଗନଗର,୧୬।୧(ଡି.ଏନ.ଏ.): ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିନା ସ୍ବାବ୍ ପରୀକ୍ଷାରେ ମିଳୁଛି କୋଭିଡ୍ ନେଗେଟିଭ୍ ରିପୋର୍ଟ। ଗତ ୧୪ ତାରିଖ ଛୁଟି ଦିନରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ବିନା କୌଣସି ଡାକ୍ତରଙ୍କ ପରାମର୍ଶରେ ଏବଂ ବିନା କିଟ୍ ଟେଷ୍ଟରେ ୫୦୦…
ଅଧା ବାଟରେ ଖୋଳ
ଯାଜପୁର ଅଫିସ/ ଚଣ୍ଡିଖୋଲ(ଡି.ଏନ.ଏ.),୧୬।୧: ନକଲି ଟ୍ରାଞ୍ଜିଟ୍ ପାସ୍ (ଟିପି) ତିଆରି କରି ଲୁହାପଥର ଲୁଟ୍ ଓ ଚୋରି ଘଟଣା ଏବେ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦୁଝର ଓ ଯାଜପୁର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ନକଲି ଟିପି ସହାୟତାରେ ପଶ୍ଚିମବଙ୍ଗ, ଛତିଶଗଡ଼…
ନିର୍ମାଣ ଶ୍ରମିକ କଲ୍ୟାଣ ପାଣ୍ଠି ହଡ଼ପ
ଯାଜପୁର ଅଫିସ,୧୫।୧: ନକଲି ବାର୍ଷିକ ଦେୟ ରସିଦ ଓ ବିବାହ ପ୍ରମାଣପତ୍ର ପ୍ରସ୍ତୁତ କରି ନିର୍ମାଣ ଶ୍ରମିକ କଲ୍ୟାଣ ପାଣ୍ଠିରୁ ୫୪ ଲକ୍ଷ ୩୫ ହଜାର ଟଙ୍କା ହଡପ କରାଯାଇଥିବା ଯାଜପୁର ଜିଲାପାଳ, ଯୁଗ୍ମ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଆୟୁକ୍ତଙ୍କ…
ଏଥର ସପ୍ତାହେ ବଦଳରେ ମାସେ
ଯାଜପୁର ଅଫିସ,୧୫।୧: ଭାରତରେ ବାର୍ଷିକ ୧.୫୦ ଲକ୍ଷ ଲୋକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟୁଛି। ଏହାକୁ ଦୃଷ୍ଟିରେ ରଖି ଏବଂ ସାଧାରଣ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ପ୍ରତିବର୍ଷ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇ ଆସୁଛି।…
ମାର୍କଫେଡ୍କୁ ଏଜି ଅଡିଟ୍ ଛାଟ
ଯାଜପୁର ଅଫିସ,୧୫।୧: ନୂତନ କୃଷି ଆଇନକୁ ନେଇ ସାରା ଭାରତ ବର୍ଷରେ ହଇଚଇ ସୃଷ୍ଟି ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ଯୋଜନା ପ୍ରଣୟନ କରିଥିଲେ ମଧ୍ୟ ତାହା ଚାଷୀମାନଙ୍କୁ ସନ୍ତୁଷ୍ଟ କରିପାରିନାହିଁ। ଏହି କ୍ରମରେ କୃଷି କ୍ଷେତ୍ରରେ…
ପଥ ଓଗାଳିଛି ଆର୍ଇଟି ସର୍ଭେ
ଯାଜପୁର ଅଫିସ,୧୨।୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ଆରଇଟି(ରିକନାନ୍ସ ଇଞ୍ଜିନିୟରିଂ-କମ୍-ଟ୍ରାଫିକ) ସର୍ଭେ ରିପୋର୍ଟରେ ସ୍ଥଗିତ ରଖାଯାଇଛି। ରେଳଲାଇନର କ୍ଷମତା ଅନୁସାରେ ବର୍ତ୍ତମାନ ପରିପ୍ରେକ୍ଷୀରେ ନୂତନ ରେଳଲାଇନର ଆବଶ୍ୟକତା ନାହିଁ ବୋଲି ଆରଇଟି…
‘ହତ୍ୟାକାରୀଙ୍କୁ ଖସାଇବାକୁ ଉଦ୍ୟମ ଚାଲିଛି’
ସିଂହପୁର,୧୧।୧(ଡି.ଏନ.ଏ.): ବିଞ୍ଝାରପୁର ଥାନାଞ୍ଚଳର ଜଣେ ଯୁବକ ବିଶ୍ୱଜିତ୍ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ପ୍ରାୟ ୩ ମାସ ବିତିବାକୁ ବସିଲାଣି। ହେଲେ ପୋଲିସ ଘଟଣା ଉପରୁ ପରଦା ଉଠାଇପାରୁନାହିଁ। ଏଭଳିସ୍ଥଳେ ବିଶ୍ୱଜିତ୍ଙ୍କ ମା’ ସାବିତ୍ରୀ ନାୟକ ପୋଲିସ ବିରୋଧରେ ସଙ୍ଗିନ ଅଭିଯୋଗ…
ବୁଲେଟ୍ ପ୍ରୁଫ୍ ସଂଗ୍ରହାଳୟ ସୁରକ୍ଷା ଢିଲା
ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲାର ବୌଦ୍ଧ ହୀରକ ତ୍ରିଭୁଜ ଭାବେ ପରିଗଣିତ ଲଳିତଗିରି, ରତ୍ନଗିରି ଓ ଉଦୟଗିରି ସାରାବିଶ୍ୱରେ ଓଡ଼ିଶାର ପରିଚୟ ସୃଷ୍ଟି କରିଛି। ଏହା ମଧ୍ୟରୁ ଲଳିତଗିରିରୁ ଆବିଷ୍କୃତ ବୁଦ୍ଧଙ୍କ ଅସ୍ଥି ଅନ୍ୟ କେଉଁଠି ଦେଖାଯାଏ ନାହିଁ। ଯେଉଁଥି ପାଇଁ ୧୦…
Archives


