ଯାଜପୁର

ରମାଦେବୀ ଛାତ୍ରୀ ଝରାଫୁଲ ହତ୍ୟା ମାମଲା: ପୋଲିସ ହାତରେ ରାକେଶର ସାଙ୍ଗ

ଯାଜପୁର/ଭୁବନେଶ୍ୱର,୧୧।୪: ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଯାଜପୁର ପୋଲିସ ପ୍ରାୟ ୩ ମାସ ପରେ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଧୀନ ସୁନ୍ଦରପଦାର ଅମରେଶ…

ପଛରୁ ପିଟିଲା ଟ୍ରକ୍‌, ଚାଲିଗଲା ମା’ ବାପାଙ୍କ ଜୀବନ; ଝିଅ ଗୁରୁତର

ଚଣ୍ଡିଖୋଲ,୧୧।୪ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ବର୍ଷର ଝିଅ ଗୁରୁତର ହୋଇଛନ୍ତି।…

ରଗଡ଼ି ଛକରେ ଜଳ ସଙ୍କଟ ଉତ୍କଟ

ରଗଡି,୯।୪(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ରଗଡି ଛକ ଆନନ୍ଦପୁରର ମୁଖ୍ୟ ଫାଟକ ଭାବେ ପରିଚିତ। କେନ୍ଦୁଝର ସୀମାନ୍ତରୁ ମାତ୍ର ୨ କି.ମି ପୂର୍ବରୁ ଅବସ୍ଥିତ ଏହି ଛକରେ ପ୍ରତିଦିନ ପ୍ରାୟ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଭିଡ଼ ଜମେ ।…

ଦଶାଶ୍ୱମେଧ ଘାଟରେ ଲାଗିଲା ୧୪୪ ଧାରା

ଯାଜପୁର ଟାଉନ,୮ା୪: ଶୁକ୍ରବାର ହେବାକୁ ଥିବା ବାରୁଣୀ ସ୍ନାନ ପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୧୪୪ ଧାରା ଜାରି କରାଯାଇଛି। ପୂର୍ବରୁ ବାରୁଣୀ ସ୍ନାନ ଓ ମେଳା ବନ୍ଦ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଯାଜପୁର ସହର…

ସୂଚନାକର୍ମୀଙ୍କ ଉପରେ ବୋମାମାଡ଼ ଘଟଣା, ୩ ଗିରଫ

ଯାଜପୁର ଅଫିସ,୭।୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ସୂଚନାକର୍ମୀ ସର୍ବେଶ୍ବର ବେହୁରାଙ୍କ ଉପରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ତେବେ ସେମାନଙ୍କ ପରିଚୟ ଦେବାକୁ ପୋଲିସ ମନା କରିଦେଇଛି। ଲଘୁ ଖଣି କାରବାରରେ ବେଆଇନ ଭାବେ…

୧.୮୨ ଲକ୍ଷ ଚାଷୀ ବୀମାରାଶି ପାଇବାରୁ ବଞ୍ଚିତ

ଯାଜପୁର ଅଫିସ,୮ା୪: ରାଜ୍ୟରେ ବିଭିନ୍ନ ତ୍ରୁଟି ଓ ବୀବାଦୀୟ କାରଣରୁ ୨୦୧୯ ଖରିଫ ଓ ୨୦୧୯-୨୦ ରବି ଋତୁରେ ୧,୮୨,୨୭୦ ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାରାଶି ପାଇବାରୁ ବଞ୍ଚିତ ରହିଛନ୍ତି। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ତଥା ମରୁଡ଼ି, ବାତ୍ୟା,…

୨୨ ଓଏଏସ୍‌ ଅଧିକାରୀଙ୍କ ବଦଳି

ଯାଜପୁର ଅଫିସ,୭ା୪: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ-ଏ)(ଜେବି) ପାହ୍ୟାର ୨୨ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ହୋଇଛି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ତାଙ୍କ ଅଧିସୂଚନା ସଂଖ୍ୟା ୧୧୫୦୫/୫ା୪ା୨୦୨୧ରେ ଉପରୋକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି ା…

ଥାନା ଭିତରେ ପୋଲିସର ନାଗିନ ଡ୍ୟାନ୍ସ

ଯାଜପୁର ଅଫିସ,୭ା୪: ଯାଜପୁର ଜିଲା ପାଣିକୋଇଲି ଥାନା ଭିତରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ନାଗିନ ଡ୍ୟାନ୍ସ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିଜ ୟୁନିଫର୍ମ(ଖାକି)କୁ ନେଇ ଗର୍ବ ଅନୁଭବ କରୁଥିବା ପୋଲିସ ଅଧିକାରୀମାନେ ସେଥିରେ ଅବିର ଢାଳିହୋଇ…

ଦୁର୍ନୀତିରେ ବୁଡ଼ିରହିଛି ପାକ୍ସ

ଯାଜପୁର ଅଫିସ,୬।୪: ରାଜ୍ୟରେ ୨,୭୧୦ ପ୍ରାଥମିକ କୃଷି ସମବାୟ ସମିତି ବା ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍‌ ସୋସାଇଟି (ପାକ୍ସ) କାର୍ଯ୍ୟ କରୁଛି। ଏଥିରୁ ୧୫୬ ପାକ୍ସର ୧୬୦ ସମ୍ପାଦକ, ଭାରପ୍ରାପ୍ତ ସମ୍ପାଦକ, ପରିଚାଳନା ନିର୍ଦ୍ଦେଶକଙ୍କୁ ଆର୍ଥିକ ଅନିୟମିତତା, ଅର୍ଥ ତୋସରପାତ, ଧାନ…

ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ୍‌ ରିଜର୍ଭୟରରେ ଅଶୋଧିତ ତୈଳ ସଂରକ୍ଷଣ କରାଯାଇ ପାରିବ। ଏ ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସବୁ ବ୍ୟବସ୍ଥା ହୋଇଛି।…

୯ ପାସେଞ୍ଜର ଟ୍ରେନ ପାଇଁ ଏକ୍ସପ୍ରେସ୍‌ ଟିକେଟ୍‌

ଯାଜପୁର ଅଫିସ,୫।୪: ଇଷ୍ଟକୋଷ୍ଟ ରେଲୱେ ଅନ୍ତର୍ଗତ ୯ ପାସେଞ୍ଜର ଓ ମେମୁ ଟ୍ରେନ୍‌କୁ ସ୍ପେଶାଲ ଟ୍ରେନ ଭାବେ ଘୋଷଣା କରାଯାଇଛି। ଏହାସହ ଏହି ଟ୍ରେନ୍‌ଗୁଡ଼ିକ ନିମନ୍ତେ ଅଣସଂରକ୍ଷିତ ମେଲ୍‌ କିମ୍ବା ଏକ୍ସପ୍ରେସ୍‌ ଟିକେଟ୍‌ ବ୍ୟବସ୍ଥା କରାଯାଇଛି। ୩୧ା୩ା୨୦୨୧ରେ ରେଲୱେ ବୋର୍ଡର ନିଷ୍ପତ୍ତିକ୍ରମେ…

ସ୍ବାମୀ ମୃତ୍ୟୁ ଖବର ଶୁଣି ଟଳିପଡ଼ିଲେ ସ୍ତ୍ରୀ

ଯାଜପୁର ସଦର,୫।୪(ଡି.ଏନ୍‌.ଏ): ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣିବା କ୍ଷଣି ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ସଦର ଥାନା ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ବରମପୁର ଗ୍ରାମରେ। ଘଟଣାରୁ ପ୍ରକାଶ ବରମପୁରର ଉଦୟନାଥ ଷଡଙ୍ଗୀ(୫୮) ନିକଟସ୍ଥ ହରିପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?