ଯାଜପୁର

ବଡ଼ଚଣା କୁନ୍ଦଳ ଛକରେ ଚାଲୁଥିଲା ବେନାମୀ ସସ୍‌ କାରଖାନା: ଚଢ଼ାଉ ପରେ ଗୋଦାମ ସିଲ

ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ କୁନ୍ଦଳ ଛକରେ ଏକ ବେନାମୀ ସସ୍‌ କାରଖାନା ଚାଲୁଥିଲା। ଏହି ଖବର ମିଳିବା ପରେ ଶୁକ୍ରବାର ରାତିରେ ଯାଜପୁର ଏସ୍‌ଡିପିଓ ଚିନ୍ମୟ ନାୟକଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ସସ୍‌ ତିଆରି…

ଚାଷୀଙ୍କୁ ଦୋହରା ଧକ୍କା

ଯାଜପୁର ଅଫିସ, ୧୦।୧: ୨୦୧୯ ଅକ୍ଟୋବର ୨୩ରୁ ୨୫ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧା ଜିଲାରେ ହୋଇଥିବା ଉଠିଛି। ଏହି ଜିଲାଗୁଡ଼ିକର ୨୦ରୁ ଊର୍ଦ୍ଧ୍ୱ ବ୍ଲକରେ କ୍ଷୟକ୍ଷତି ହୋଇଥିବାବେଳେ ନିର୍ଦ୍ଦିଷ୍ଟ ଭାବେ ୬ଟି ବ୍ଲକ୍‌କୁ ଗଣନା କରାଯାଇଛି। ଫଳରେ…

ଓଭରଲୋଡିଂ ମୋରମ ପରିବହନ, ଦବୁଛି ରାସ୍ତା

ଯାଜପୁର ଅଫିସ,୯।୧: ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଅନତି ଦୂର ଯାଜପୁର ତହସିଲ ଅଧୀନ ବୈତରଣୀ ନଦୀର ଦେବୀଗୌଡ଼ା ଘାଟରୁ ମେଶିନ ଲଗାଇ ବାଲି ଉତ୍ତୋଳନ ହେଉଛି। ଏହାକୁ ପୁଣି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଦେଇ ହାଇୱା ଗାଡ଼ି ଯୋଗେ ଓଭରଲୋଡିଂ ପରିବହନ ହେଉଛି।…

ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ଦେଖିଲେ କୁଳପତି

ଚଣ୍ଡିଖୋଲ, ୯ା୧(ଡ଼ି.ଏନ.ଏ): ବଡ଼ଚଣା ବ୍ଲକ୍‌ ଅନ୍ତର୍ଗତ ସିହାଠାରେ ନିର୍ମାଣ ଚାଲିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ପରିସରରେ ଶୁକ୍ରବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ…

ଅଡୁଆରେ ଧର୍ମଶାଳା ବିଧାୟକ, ଯନ୍ତ୍ରୀ

ଯାଜପୁର ଅଫିସ, ୯ା୧: ଯାଜପୁର ଜିଲାରେ ଗତ ଅଗଷ୍ଟରେ ହୋଇଥିବା ତିନିଦିନିଆ ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଥିଲା। ଏହି ସମୟରେ କେଲୁଅ ନଦୀବନ୍ଧର ବାମପାର୍ଶ୍ୱରେ ଘାଇ ସୃଷ୍ଟି ହୋଇଥିଲା। ଏଥିଯୋଗୁ ୫…

ଡ୍ରେନ୍‌ ନିର୍ମାଣ ବଦଳରେ ସୌନ୍ଦର୍ଯ୍ୟକରଣ

ଯାଜପୁର ରୋଡ,୮।୧(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌରାଞ୍ଚଳବାସୀ ଏବେ ନାନା ସମସ୍ୟା ମଧ୍ୟରେ ଦିନ କାଟୁଛନ୍ତି। ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ପୌର ନିର୍ବାଚନ ହେଉ ନ ଥିବାରୁ ପ୍ରଶାସକଙ୍କ ହାତରେ ସହରର…

୧୦ରୁ ଊର୍ଦ୍ଧ୍ୱ ଡିପୋରେ ଏଫ୍‌ଓ ଅପମିଶ୍ରଣ

ଯାଜପୁର ଅଫିସ,୮।୧: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱର ବିଭିନ୍ନ ସ୍ଥାନରେ ଚାଲିଛି ଫର୍ନେସ ଅଏଲ (ଏଫ୍‌ଓ), ପେଟ୍ରୋଲ, ଡିଜେଲ ଆଦି ତୈଳଜାତୀୟ ପଦାର୍ଥର ଅପମିଶ୍ରଣ। ୧୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଅତି ଗୋପନୀୟ ଭାବେ…

ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା ବେଳେ ପ୍ରତିଦିନ ଶତାଧିକ ଟ୍ରିପ୍‌ ମୋରମ ବେଆଇନ ଭାବେ ଚାଲାଣ ହେଉଛି। ବିଳମ୍ବିତ ରାତିରେ…

ହାସ୍ୟ ଅଭିନେତା ଶିବୁ ଦାଦାଙ୍କ ପରଲୋକ

ଯାଜପୁର ଟାଉନ,୬ା୧ (ଡି.ଏନ.ଏ.): ଯାଜପୁର ଜିଲାର ଜଣେ ଜଣାଶୁଣା ହାସ୍ୟ ଅଭିନେତା ଦେବାଶିଷ ବୋଷ ଓରଫ ଶିବୁଦାଦାଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି ା ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲାା କେବଳ ଅଭିନୟ ନୁହେଁ ମଞ୍ଚ ସଜ୍ଜାଠାରୁ ଆରମ୍ଭ କରି ଚିତ୍ରନାଟ୍ୟ…

ଶିକ୍ଷକ ନାହାନ୍ତି, ପାଠପଢ଼ା ହେବ କେମିତି: ଓଷ୍ଟା

ଭୁବନେଶ୍ୱର,୫।୧(ବ୍ୟୁରୋ): ଆସନ୍ତା ୮ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଖୋଲିବ। ମେ’ ୩ ତାରିଖରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। କିନ୍ତୁ ଏସ୍‌ଓପି ଅନୁସାରେ ପାଠପଢ଼ା ହେଲେ…

ନ୍ୟାୟ ଅପେକ୍ଷାରେ ୧୭,୨୨୫

ଯାଜପୁର ଅଫିସ,୫।୧: କଳାବଜାର, ଦୁର୍ନୀତି ଓ ବିଭାଗୀୟ ଅଧିକାରୀଙ୍କ ଲାଞ୍ଚଖୋର ମନୋବୃତ୍ତି ଯୋଗୁ ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଚାଲିିଥିବା ସୁଷମ ବଣ୍ଟନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଜିଲା ଯୋଗାଣ ଅଧିକାରୀ ଓ ବିଭିନ୍ନ ବ୍ଲକରେ ଅବସ୍ଥାପିତ…

କଳାହୀରାର କଳାବଜାର

ଯାଜପୁର ଅଫିସ,୪।୧: କଳାହୀରା କୋଇଲାର କଳାବଜାର ତାଳଚେରଠାରୁ ଯାଜପୁର ଜିଲା ଷଠିପୁର ପର୍ଯ୍ୟନ୍ତ ଲମ୍ବିଛି। ଏହାର କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ବର୍ଷକ ମଧ୍ୟରେ ଯାଜପୁର ପୋଲିସ ଦ୍ୱାରା ୫ରୁ ଊର୍ଦ୍ଧ୍ୱ ଥର କୋଇଲା କଳାବଜାର ଧରାପଡ଼ିଛି। ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri