ଯାଜପୁର

ଖର୍ଚ୍ଚ ଉଠାଇ ପାରୁନାହାନ୍ତି କୋବିଚାଷୀ

ରସୁଲପୁର,୨।୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ କୋବିର ଅଭାବୀ ବିକ୍ରି ଦେଖାଦେଇଛି। ଗୋଟିଏ କୋବି ଉତ୍ପାଦନରେ ପାଖାପାଖି ୭ଟଙ୍କା ଖର୍ଚ୍ଚ ହେଉଥିବାବେଳେ ତାହା ବର୍ତ୍ତମାନ ୬ ଟଙ୍କାରେ ବିକ୍ରି ହେଉଛି। କୋଲକାତା, ବେଙ୍ଗାଲୁରୁରୁ ଆସୁଥିବା କୋବି କମ୍‌ ଦରରେ ବିକ୍ରି ହେଉଥିବାରୁ ସ୍ଥାନୀୟ ଚାଷୀ…

ଧନଜୀବନ, ଜୈବ ବିବିଧତାକୁ ଅଣଦେଖା

ଯାଜପୁର ଅଫିସ,୩୦।୧୨: କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥ ପାଇଁ ଜୈବ ବିବିଧତା ଓ ଲୋକଙ୍କ ଧନଜୀବନକୁ ଅଣଦେଖା କରାଯାଉଛି। ବାଲି ଖାଦାନ ଲିଜ୍‌ ଦେବା ପୂର୍ବରୁ ସେଠାକାର ପାରିପାର୍ଶ୍ୱିକ ସ୍ଥିତି ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉ ନାହିଁ। ଏହି ମର୍ମରେ ଧରିତ୍ରୀରେ…

ହ୍ରାସ ପାଉଛି ଚଣ୍ଡିଆ ପାହାଡ଼ ପରିସୀମା

ଚଣ୍ଡିଖୋଲ, ୨୯।୧୨ (ଡି.ଏନ.ଏ.): ଦିନକୁ ଦିନ କମି ଚାଲିଛି ଚଣ୍ଡିଆ ପାହାଡ଼ର ଉଚ୍ଚତା ା ତାର ବ୍ୟାସାର୍ଦ୍ଧ ବି ହ୍ରାସ ପାଇବାରେ ଲାଗିଛି ା ଆଉ କିଛି ଦିନ ଏମିତି ଚାଲିଲେ ସେଠାରେ ଏକ ପାହାଡ଼ ଥିଲା ବୋଲି କେହି ବିଶ୍ୱାସ…

ଗୋଟିଏ ବି ସରିଲାନି ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୮।୧୨: ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ୮ ଜିଲାର ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ପାନୀୟ ଜଳଯୋଗାଣ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ଜିଲାଗୁଡିକ ହେଲା ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ,…

ରାସ୍ତା ଅଧାପନ୍ତରିଆ, ଠିକାଦାରଙ୍କ ଦେଖାନାହିଁ

ଯାଜପୁର ଅଫିସ,୨୭ା୧୨: ଯାଜପୁର ଜିଲା ବଡ଼ଚଣା ବ୍ଲକର ବନ୍ଦାଳୋଠାରୁ ଏଣ୍ଡରପଦା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ୨ ବର୍ଷ ହେଲା ଅଧାପନ୍ତରିଆ କାମ କରି ସମ୍ପୃକ୍ତ ଠିକାଦାରଙ୍କ ଦେଖାନାହିଁ। ୬ ନମ୍ବର ଜାତୀୟ ରାଜପଥରରୁ ବାହାରି ପଶ୍ଚିମ ବଡ଼ଚଣାର ୧୦ଟି…

ଏଫ୍‌ଓ ଅପମିଶ୍ରଣର ଆଡ୍ଡାସ୍ଥଳ ନଳିପୁର

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳିପୁର ନିକଟ ଅଞ୍ଚଳ ତୈଳ ଜାତୀୟ ଇନ୍ଧନ ଅପମିଶ୍ରଣର ଆଡ୍ଡାସ୍ଥଳୀ ପାଲଟିଛି। ଏଠାରେ ବିଶେଷକରି ଭାରତୀୟ ତୈଳ ନିଗମ ଲିଃ (ଆଇଓସିଏଲ)ର…

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଏଥିରେ ଲୋକଙ୍କ ଶୋଷ ମେଣ୍ଟୁ ନ ଥିବା ଅଭିଯୋଗ ହୋଇଛି। ଗତ…

୨୯ରୁ ଖୋଲିବ ବିରଜା ମନ୍ଦିର: ଜିଲାପାଳ

ଯାଜପୁର ଅଫିସ,୨୫ା୧୨: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଆଜି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସକାଳ ୬ଟାରୁ ସନ୍ଧ୍ୟା ୫ ମଧ୍ୟରେ ଶ୍ରଦ୍ଧାଳୁମାନେ…

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

କଳିଙ୍ଗନଗର,୨୨।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଚୋରଦା-ଡୁବୁରୀ ୬ ଚକିଆ ରାସ୍ତା ନିର୍ମାଣ ପାଇଁ ସୋମବାରଠାରୁ ଦାନଗଦୀ ବଜାରରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇଛି। ପ୍ରଥମେ ମାନପୁର ଓଭର ବ୍ରିଜ ନିକଟରୁ ଗୋଟିଏ ପଟ ଉଚ୍ଛେଦ କରାଯାଇଥିଲା। ସିଙ୍ଗାଗାଡିଆରେ ଦୋକାନ…

ଶିଳ୍ପ ଗଡ଼ରେ ଭୋକ

ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ତଥା ଦାନଗଦି ଓ ସୁକିନ୍ଦା ବ୍ଲକରେ ଶିଳ୍ପ ଗଢ଼ିଉଠିଲେ ବିକାଶର ନୂତନ ଧାରା ସୃଷ୍ଟି ହେବ। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ହେବ। ପାଠପଢୁୁଆ ଯୁବତୀ ଯୁବକମାନେ କର୍ମସଂସ୍ଥାନ ପାଇ ଆମତ୍ନିର୍ଭରଶୀଳ ହେବେ। ଅଞ୍ଚଳରେ ଶିକ୍ଷା,…

ପଡ଼ିଆ ପଡ଼ିଛି ଶିଳ୍ପ ଅଧିକୃତ ଜମି

ଯାଜପୁର ଅଫିସ,୧୫।୧୨: ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ପ୍ରାୟ ୩୦ ବର୍ଷ ତଳେ ଯାଜପୁର ଜିଲାରେ ବିପୁଳ ପରିମାଣରେ ଜଙ୍ଗଲ, ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି। ଜିଲା ପ୍ରଶାସନର ତଥ୍ୟ ଅନୁସାରେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ୧୯…

କାମରେ ଲାଗୁନି ୪ ପର୍ଯ୍ୟଟନ ପ୍ରକଳ୍ପ

ଚଣ୍ଡିଖୋଲ,୧୨।୧୨(ଡି.ଏନ.ଏ.): ବୌଦ୍ଧ ହୀରକ ତ୍ରିଭୁଜ ଉଦୟଗିରି-ରତ୍ନଗିରି-ଲଳିତଗିର ଏବଂ ପରିବେଶ ପର୍ଯ୍ୟଟନସ୍ଥଳ ଓଳାଶୁଣୀ ପୀଠକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିଲା ୪ ପ୍ରକଳ୍ପ। ଏସବୁ ମଧ୍ୟରେ ୫୩ ନଂ ଜାତୀୟ ରାଜପଥର ପତରାଜପୁର ନିକଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri