ଯାଜପୁର

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ଉଦ୍ୟମ

କାଳିଆପାଣି,୯।୩(ଡି.ଏନ୍‌.ଏ.): ସୋମବାର ବିଶ୍ୱ ମହିଳା ଦିବସ ସମାରୋହ ଖୁବ୍‌ ଧୁମ୍‌ଧାମରେ ପାଳନ ହେଉଥିବା ବେଳେ ସୁକିନ୍ଦା ନିକଟ ଭିମଟଙ୍ଗର ଗ୍ରାମ ନିକଟ ବୁଦୁବୁଦିଆ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଆଦିବାସୀ ନାବାଳିକାଙ୍କୁ ୪ଜଣ ଯୁବକ ଗଣବଳାତ୍କାର ଉଦ୍ୟମ କରିଛନ୍ତି।…

ଖଣି ଖାଦାନରେ କାମ କରୁଛି ଯନ୍ତ୍ର

ଯାଜପୁର ଅଫିସ,୮।୩: ଯାଜପୁର ଜିଲାର ଅଧିକାଂଶ ଖଣି ଖାଦାନରେ ଯନ୍ତ୍ର କାମ କରୁଛି। ଯାନ୍ତ୍ରିକ ବ୍ୟବହାର କାରଣରୁ ଜିଲାର ଖଣି ପ୍ରଭାବିତ ଅଞ୍ଚଳ ଲୋକେ କାମ ପାଉ ନାହାନ୍ତି। ଫଳରେ ସେମାନେ ଆର୍ଥିକ ଅନଟନ ମଧ୍ୟରେ ଦିନ କାଟୁଛନ୍ତି। ପରିସ୍ଥିତି ଏପରି…

ପୋଲିସ ଅପାରଗତାରୁ ଗୋଷ୍ଠୀ ସଂଘର୍ଷ

ଚଣ୍ଡିଖୋଲ,୮।୩(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗ୍ରାମରେ ଶନିବାର ସନ୍ଧ୍ୟାରେ ସଂଗଠିିତ ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଗାଡ଼ି ପୋଡ଼ି ଘଟଣାରେ ରବିବାର ୧୯ ଜଣଙ୍କୁ କୋର୍ଟଚାଲାଣ କରାଯାଇଛି। ଥାନାରେ ୩୦୦ଜଣଙ୍କ ନାମରେ ପୃଥକ୍‌ ଭାବେ ୨ ମାମଲା…

ପୋଲିସ ଗାଡ଼ି ପୋଡ଼ି ଘଟଣା: ପହଞ୍ଚିଲେ ଡିଆଇଜି

ଚଣ୍ଡିଖୋଲ, ୭।୩ (ଡି.ଏନ୍‌.ଏ): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭରତପୁର ଠାରେ ଶନିବାର ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଭ୍ୟାନ ପୋଡିଘଟଣା ନୂଆ ମୋଡ ନେଇଛି। ପୋଲିସ ଶନିବାର ରାତିରେ ୨୧ ଜଣଙ୍କୁ ଥାନାକୁ ଆଣି ଅଟକ ରଖିଛି। ଡିଆଇଜି…

ଋତୁସ୍ରାବର ସମସ୍ୟା ସମାଧାନ କରିବ ‘ପ୍ରୀତି’

ଯାଜପୁର ଅଫିସ,୪।୩ : ଋତୁସ୍ରାବ ପାଇଁ ମହିଳାମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଯାଜପୁର ଜିଲା ଦାନଗଦୀ ବ୍ଲକ ଟୋଲକାନି ଗ୍ରାମର ଯୁବ ଇଞ୍ଜିନିୟର ଏକ ନୂତନ ପ୍ରକଳ୍ପ ଉଦ୍ଭାବନ କରିଛନ୍ତି। ଏହି ପ୍ରକଳ୍ପକୁ ‘ପ୍ରୀତି’ ବୋଲି ନାମକରଣ…

ସାର କଳାବଜାର ଅଣାୟତ୍ତ

ଯାଜପୁର ଅଫିସ,୩ା୩: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରାଯାଇପାରୁନାହିଁ ା ସେଥିପାଇଁ କଳାବଜାର ଚାଲିଛି ା ରାଜ୍ୟ ସରକାରଙ୍କ ଅପାରଗତାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ା ଚାଷୀମାନେ ବାରମ୍ବାର ଏପରି ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ…

ପେଟ୍ରୋଲ ପମ୍ପ୍‌ କର୍ମଚାରୀଙ୍କୁ ଗୁଳିମାଡ଼

ଚଣ୍ଡିଖୋଲ/ଛତିଆ/ବଡଚଣା,୧ା୩: ଯାଜପୁର ଜିଲା ବୈରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ନେଳିଆ ଛକ ନିକଟରେ ସୋମବାର ଏକ ବଡ଼ ଧରଣର ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ସ୍ଥାନୀୟ ପେଟ୍ରୋଲ ପମ୍ପର ୨ କର୍ମଚାରୀ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଲୁଟ୍‌ ପାଇଁ ଗୁଳିମାଡ଼: ଟଙ୍କା ବଦଳରେ ଖାଲି ବାଗ୍‌ ନେଇ ଚମ୍ପଟ

ଚଣ୍ଡିଖୋଲ, ୧।୩ (ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବୈରୀ ଥାନା ଅଧୀନ ନେଳିଆ ଠାରେ ପେଟ୍ରୋଲ ପମ୍ପର କର୍ମଚାରୀମାନେ ବ୍ୟାଙ୍କରେ ଜମା କରିବାକୁ କାରରେ ଯାଉଥିଲେ। ତେବେ ୩ ଦୁର୍ବୃତ୍ତ ହେଲମେଯ୍‌ ପିନ୍ଧି…

ପିଲା କମିଲେ, ଶିକ୍ଷକ ବଢ଼ିଲେ

ଯାଜପୁର ଅଫିସ,୧।୩: ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ୫ ବର୍ଷ ମଧ୍ୟରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮ ଲକ୍ଷ ୭ ହଜାର କମିଛି। ଏଥିରୁ ସରକାରୀ ସ୍କୁଲ ପ୍ରତି ଆଗ୍ରହ କମିବା ଓ ଡ୍ରପ୍‌ଆଉଟ ଛାତ୍ରୀଛାତ୍ରଙ୍କ ସଂଖ୍ୟା…

ଗୋଦାମ ଅଭାବରୁ ଅବ୍ୟବସ୍ଥା: ସ୍ବାଭାବିକ ହୋଇପାରୁନି ଧାନ ସଂଗ୍ରହ

ଯାଜପୁର ଅଫିସ,୨୮।୨: ରାଜ୍ୟରେ ୨୦୨୦-୨୧ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଧାନସଂଗ୍ରହ ଠିକ୍‌ ଭାବେ ହେଉ ନ ଥିବାରୁ ବିଭିନ୍ନ ମଣ୍ଡିରେ ଶତାଧିକ କୁଇଣ୍ଟାଲ ଧାନବସ୍ତା ପଡ଼ି ରହିଛି। ଏହାକୁ ନେଇ ଚଳିତ ବିଧାନସଭାରେ ବାରମ୍ବାର ହଟ୍ଟଗୋଳ…

ବାଇକ ଉପରେ ପଡ଼ିଲା ଗଛ: ଶିଶୁପୁତ୍ର ମୃତ

ଯାଜପୁର ଅଫିସ,୨୭।୨: ଯାଜପୁର ଟାଉନ ଥାନା ଅନ୍ତର୍ଗତ ଯୋଡିକୁଅ ଛକ ନିକଟରେ ଶନିବାର ପୂର୍ବାହ୍ନରେ ଗଛ ଡାଳପଡି ଜଣେ ୩ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ ସାରି ଭଦ୍ରକ ଜିଲା ଆଗରପଡ଼ାର ଆଡ଼ିଆ…

ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା ମାମଲା: ଅଧ୍ୟାପକଙ୍କୁ ୭ ବର୍ଷ ଜେଲ

ଯାଜପୁର ଟାଉନ,୨୬।୨(ଡି.ଏନ.ଏ.): ଜଣେ ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଯାଜପୁର ଜିଲା ଦୌରାଜଜ୍‌ ଶ୍ରୀକାନ୍ତ ମିଶ୍ର ମାମଲାର ବିଚାର କରି ଦୋଷୀ ଅଧ୍ୟାପକଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?