ଓଳାଶୁଣୀ ମେଳାରେ ୧୪୪ ଧାରା
ବାଲିଚନ୍ଦ୍ରପୁର,୯।୨(ସ୍ବ.ପ୍ର.): ପ୍ରସିଦ୍ଧ ଓଳାଶୁଣୀ ଗୁମ୍ପାମେଳା ରବିବାରଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ କୋଭିଡ଼ କଟକଣା ଯୋଗୁ ଭକ୍ତମାନଙ୍କୁ ମେଳାକୁ ଆସିବାକୁ ବାରଣ କରାଯାଇଥିଲା। କେବଳ ମହାପୁରୁଷଙ୍କ ପୂଜାବିଧି ଓ ନୀତିକାନ୍ତି ପାଳନ ହେବ ବୋଲି ନିଷ୍ପତ୍ତି ପ୍ରସ୍ତୁତି ବୈଠକରେ ନିଆଯାଇଥିଲା ା…
ଲୁହାପଥରର ଅହେତୁକ ମୂଲ୍ୟବୃଦ୍ଧି
ଯାଜପୁର ଅଫିିସ,୯।୨: ରାଜ୍ୟ ବାହାରର ଶିଳ୍ପ ସଂସ୍ଥାଗୁଡିକୁ ଦୈତାରିରୁ ଖଣିଜ ସମ୍ପଦ କିଣିବାକୁ ଦ୍ୱାର ଖୋଲିଯିବା ପରେ ଏଠାରେ ଲୁହାପଥର ଦର ଆକାଶଛୁଆଁ ହୋଇଛି। ରାଜ୍ୟ ବାହାରର ଶିଳ୍ପସଂସ୍ଥାଗୁଡିକୁ ଅନୁକମ୍ପା ପ୍ରଦର୍ଶନ କରାଯାଇଥିବାରୁ ଏହାର ଗଭୀର ପ୍ରଭାବ କଳିଙ୍ଗନଗର ଶିଳ୍ପାଞ୍ଚଳରେ ପଡ଼ିଛି।…
ବିନା ଭକ୍ତରେ ଆରମ୍ଭ ହେଲା ଓଳାସୁଣୀ ମେଳା
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୮।୨(ଡି.ଏନ.ଏ.): ପ୍ରସିଦ୍ଧ ଓଳାସୁଣୀ ଗୁମ୍ଫା ମେଳା ରବିବାର ଆରମ୍ଭ ହୋଇଛି। ପବିତ୍ର ମାଘ କୃଷ୍ଣ ଏକାଦଶୀ ତିଥିରେ ଆରମ୍ଭ ହେଇଥିବା ଏହି ମେଳା ଚଳିତ ବର୍ଷ କରୋନା କଟକଣା ଯୋଗୁ ଭକ୍ତ ଶୂନ୍ୟ ରହିଛି। ମେଳା ପଡିଆରେ କୌଣସି ଦୋକାନ ବଜାର…
ଅମଠପୁର ଉପନିର୍ବାଚନ: ୩ ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର
ବରୀ,୮।୨(ଡି.ଏନ.ଏ.): ଆସନ୍ତା ୧୧ରେ ବରୀ ବ୍ଲକ୍ ଅଧୀନ ଅମଠପୁର ପଞ୍ଚାୟତ ଉପନିର୍ବାଚନ । ସରକାରୀ ସ୍ତରରେ ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୧୫ ଓ୍ବାର୍ଡକୁ ନେଇ ଗଠିତ ଏହି ପଞ୍ଚାୟତର ମୋଟ ୩୬୩୨ ମତାଦାତା ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ…
ତୈଳଭଣ୍ଡାର ବନାମ ପଥର ଖାଦାନ
ଯାଜପୁର ଅଫିସ,୭ା୨: ଦେଶର ୪ର୍ଥ ସର୍ବବୃହତ୍ ଚଣ୍ଡିଖୋଲ ତୈଳଭଣ୍ଡାର ପ୍ରତିଷ୍ଠା କରିବାକୁ ୨୦୧୮ ଜୁନ ୨୭ରେ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିଲା। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ ପାଦଦେଶରେ ଉକ୍ତ ତୈଳଭଣ୍ଡାର ପ୍ରତିଷ୍ଠା କରିବାକୁ ଜମି ଚିହ୍ନଟ ଚୂଡାନ୍ତ ହୋଇସାରିଛି।…
ଝରାଫୁଲଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ବିଳମ୍ବିତ ରାତିରେ ରାକେଶଙ୍କ ସହ ହୋଇଥିଲା ପ୍ରବଳ ପାଟିତୁଣ୍ଡ
ଯାଜପୁର ଅଫିସ/ ରସୁଲପୁର,୭ା୨(ଡି.ଏନ୍.ଏ.): ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାପୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ରୋଚକ ତଥ୍ୟ ମିଳୁଛି। ଝରାଫୁଲଙ୍କ ମୃତ୍ୟୁ କୌଣସି ବିଷକ୍ରିୟା କିମ୍ବା ଗଣବଳାତ୍କାର ଯୋଗୁ ହୋଇ ନ ଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ…
ଲଳିତଗିରି ସୌନ୍ଦର୍ଯ୍ୟକରଣ ନାମରେ ଲୁଟ୍
ଚଣ୍ଡିଖୋଲ,୬।୨(ଡି.ଏନ.ଏ.): ଓଡ଼ିଶାର ବୌଦ୍ଧ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ହୀରକ ତ୍ରିଭୁଜ ଗଠିତ। ଏଠାକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ, ଗବେଷକ ଓ ଅନ୍ତର୍ଜାତୀୟ ଟୁର୍ ଅପରେଟର ଆସିଥାନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ…
ଜେଲକୁ ଫେରିଲେ ରାକେଶ
ଯାଜପୁର ଅଫିସ/ରସୁଲପୁର/ଯାଜପୁର ଟାଉନ(ଡି.ଏନ.ଏ.),୬।୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ (୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଦିନକୁ ଦିନ ଭିନ୍ନମୋଡ ନେଉଛି। ଘଟଣାର ୧୦ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ପୋଲିସ ମୃତ୍ୟୁର କାରଣ ଖୋଜିବାରେ ବିଫଳ…
ବିରଜା କ୍ଷେତ୍ରକୁ ନୂତନ ରେଳପଥ ସଂଯୋଗ ଆଶା ମଉଳିଲା
ଯାଜପୁର ଅଫିସ,୫।୨: ଚଳିତ ରେଳ ବଜେଟ ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି । ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେଉଁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ଭାୟା ବିରଜାକ୍ଷେତ୍ର ପ୍ରସ୍ତାବିତ ନୂତନ ରେଳଲାଇନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ…
ବୈତରଣୀ ସେତୁ ପ୍ରତି ବିପଦ
ଯାଜପୁର ଅଫିସ/କୋରେଇ(ସ୍ବ.ପ୍ର.),୫।୨: ଯାଜପୁର, କେନ୍ଦୁଝର ଓ ଭଦ୍ରକ ଜିଲାର ସୀମାରେଖା ଭାବେ ବୈତରଣୀ ନଦୀ ପରିଚିତ। ଏହି ୩ ଜିଲା ମଧ୍ୟରେ ଗମନାଗମନ ଓ ଯୋଗାଯୋଗର ଏକମାତ୍ର ମାଧ୍ୟମ ହୋଇଛି ବୈତରଣୀ ସେତୁ। ବହୁ ଦାବି ପରେ ମୁଖ୍ୟମନ୍ତ୍ରୀ ୨୦୧୩ରେ ବୈତରଣୀ…
ସେବା ସମବାୟ ସମିତିରେ ୫-ଟିକୁ ନାପସନ୍ଦ
ଯାଜପୁର ଅଫିସ,୩ା୨: ରାଜ୍ୟ ସରକାର ୫-ଟି କାର୍ଯ୍ୟକାରୀ କରିଛନ୍ତି। ଏହି ଆଇନ ଅନୁଯାୟୀ ସବୁ କ୍ଷେତ୍ରରେ ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ)କୁ ଏହି ଆଇନରେ ସର୍ବାଧିକ…
ପୋଲିସକୁ ଡେମୋ ଦେଖାଇଲେ ରାକେଶ
ଯାଜପୁର ଅଫିସ/ ରସୁଲପୁର(ଡି.ଏନ୍.ଏ.),୩ା୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୧)ଙ୍କ ମୃତ୍ୟୁ ଘଟଣାରେ ଗିରଫ ରାକେଶ କୁମାର ସ୍ବାଇଁଙ୍କୁ ପୋଲିସ ୩ ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ରିମାଣ୍ଡର ପ୍ରଥମ ଦିନରୁ ପୋଲିସ ଜୋରଦାର ଜେରା ଆରମ୍ଭ କରିଛି।…
Archives


