ଯାଜପୁର

ଭୋଟର ତାଲିକା ସଂଶୋଧନ ଆରମ୍ଭ

ଯାଜପୁର ଅଫିସ,୨୦।୧୧: ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଆରମ୍ଭ ହୋଇଛି। ଚୂଡାନ୍ତ ସଂଶୋଧିତ ଭୋଟର ତାଲିକା ୨୦୨୧ ଜାନୁୟାରୀ ୧୫ରେ ସମସ୍ତ ଭୋଟଗ୍ରହଣ କେନ୍ଦ୍ର ଓ ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ନେଇ…

ଡିସେମ୍ବର ୨୦ରୁ ଖରିଫ ଧାନ ସଂଗ୍ରହ

ଯାଜପୁର ଅଫିସ,୨୦।୧୧: ଡିସେମ୍ବର ୨୦ରୁ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ହେବ। ନିୟମ ଅନୁଯାୟୀ ଅନୁପାଳନ ସହ ଚାଷୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଗୁରବାର ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ…

୧୪ ଜିଲାରେ ୩୫ ନକଲି ଶିକ୍ଷକ

ଯାଜପୁର ଅଫିସ,୧୮ା୧୧:  ରାଜ୍ୟର କୋଣ ଅନୁକୋଣରେ ନକଲି ବିଏଡ୍‌/ସି.ଟି. ଡିଗ୍ରୀଧାରୀ ଶିକ୍ଷୟତ୍ରୀଶିକ୍ଷକ ନିଯୁକ୍ତି ପାଇ ସମସ୍ତ ସରକାରୀ ସୁବିଧାସୁଯୋଗ ହାସଲ କରୁଛନ୍ତି। ଏହାଦ୍ୱାରା ପ୍ରକୃତ ବିଏଡ୍‌/ସି.ଟି. ଡିଗ୍ରୀଧାରୀ ଛାତ୍ରୀଛାତ୍ର ନିଯୁକ୍ତି ସୁଯୋଗରୁ ବଞ୍ଚିତ ହୋଇ ବେକାର ଜୀବନ ଅତିବାହିତ କରୁଛନ୍ତି। ୧୪…

ଅସ୍ତିତ୍ୱ ହରାଉଛି ଚଣ୍ଡିଆ ପାହାଡ଼

ଯାଜପୁର ଅଫିସ୍‌/ବାଲିଚନ୍ଦ୍ରପୁର, ୧୭।୧୧(ସ୍ବ.ପ୍ର):  ମୁଗୁନି, ଖଡ଼ି, ଶାଣ ଏବଂ କନ୍ଦା ଆଦି ପଥରରେ ନିର୍ମିତ ମୂର୍ତ୍ତି, ମନ୍ଦିର ଓ ଘରକରଣା ସାମଗ୍ରୀ ପାଇଁ ଯାଜପୁର ଜିଲାର ସୁନାମ ସାରା ରାଜ୍ୟରେ ରହିଛି। ଜିଲାର ପଥର କାରିଗରମାନେ ଦର୍ପଣ ତହସିଲ ଅନ୍ତର୍ଗତ ମଝିପଡ଼ା…

ଯାଞ୍ଚ ଅଭାବରୁ ୧.୦୩ କୋଟି ହଡ଼ପ

ଯାଜପୁର ଅଫିସ,୧୬।୧୧: ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୨୦୧୭-୧୮ ଆର୍ଥିକ ବର୍ଷରେ ୧ କୋଟି ୩ ଲକ୍ଷ ୩୯ ହଜାର ୬୮୮ ଟଙ୍କା ସରକାରୀ ଅର୍ଥ ଆତ୍ମସାତ୍‌ ହୋଇଛି। ସିଏଜି( ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକ)ଙ୍କ ୨୦୨୦…

ଦୁଇ କଲେଜରେ ଅଧ୍ୟାପନା ମହଙ୍ଗା ପଡ଼ିଲା: ଦରମା ପ୍ରତ୍ୟାହାର ନିର୍ଦ୍ଦେଶ ଦେଲେ ଆର୍‌ଡିଇ

ଯାଜପୁର ଅଫିସ,୧୬।୧୧: ଯାଜପୁର ଜିଲାରେ ଜଣେ ଅଧ୍ୟାପକ ଦୁଇଟି କଲେଜରେ ଚଞ୍ଚକତାପୂର୍ଣ୍ଣ ନିଯୁକ୍ତି ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ(ଆରଡିଇ) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆରଡିଇ ତାଙ୍କ ନିର୍ଦ୍ଦେଶ ସଂଖ୍ୟା ୭୨୫୫/୨୯ା୧୦ା୨୦୨୦ରେ ଦରମା ବାବଦକୁ ପ୍ରଦାନ କରାଯାଇଥିବା…

ବଡ଼ଚଣାରେ ଖୋଲିଲା ବିହନ ପରୀକ୍ଷା କେନ୍ଦ୍ର

ଚଣ୍ଡିଖୋଲ,୧୪ା୧୧(ଡି.ଏନ.ଏ.): ବଡ଼ଚଣାଠାରେ ଏକ ବିହନ ପରୀକ୍ଷାଗାର କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହାକୁ ଶୁକ୍ରବାର କୃଷିମନ୍ତ୍ରୀ ଅରୁଣ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ରାଜ୍ୟ ବିହନ ଓ ଜୈବ ଉପ୍ତାଦ ପ୍ରମାଣନ ସଂସ୍ଥା ଦ୍ୱାରା ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ…

ଟୋଲ୍‌ ଫି ଲାଭ ଆଗ

ଯାଜପୁର ଅଫିସ,୧୪।୧୧: ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୬ ନମ୍ବର ଜାତୀୟ ରାଜପଥ(ଏନ୍‌ଏଚ୍‌ )ରେ ଥିବା କଟକ ମଙ୍ଗୁଳି ଟୋଲ୍‌ପ୍ଲାଜାକୁ ବନ୍ଦାଳ ନିକଟକୁ ସ୍ଥାନାନ୍ତର କାର୍ଯ୍ୟ ପ୍ରାୟ ଶେଷ ହେବାକୁ ବସିଛି।…

ସମସ୍ୟାରେ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ରସୁଲପୁର,୧୩।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି) ଅଧୀନରେ ପରିଚାଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚ୍‌ସି)ରେ ନାନା ସମସ୍ୟା ଲାଗିରହିଛି। ହେଲେ ପ୍ରଶାସନିକ ଦୃଷ୍ଟି ଦିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏଦିଗରେ ସୁଧାର ଆଣିବା ପାଇଁ…

ଯାବରା ବାଲି ଘାଟ ବିବାଦ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୧୩ା୧୧(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ଯାବରା ବାଲି ଘାଟରୁ ବାଲି ଉତ୍ତୋଳନକୁ ନେଇ ବିବାଦ ଦେଖାଦେଇଥିଲା। ଉକ୍ତ ବିବାଦ କ୍ରମଶଃ ହାଇକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ହାଇକୋର୍ଟ ଏହାର ବିଚାର କରି ତଦନ୍ତ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ଗତ…

ଭିଜିଲାନ୍ସ ଜାଲରେ କୋଟିପତି କିରାଣି

ଧର୍ମଶାଳା, ୧୨ା୧୧(ଡି.ଏନ.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ରତ୍ନାକର ମହାନ୍ତିଙ୍କ ବାସଭବନରେ ଗୁରୁବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। କଟକ ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ରନାଥ ରାୟଗୁରୁଙ୍କ ନେତୃତ୍ୱରେ ତିନୋଟି…

ଗ୍ରାମାଞ୍ଚଳ ଉଦ୍ୟାନ କାର୍ଯ୍ୟ ସ୍ଥିତି ପରଖିଲେ ଅତିରିକ୍ତ ଜିଲାପାଳ

ରସୁଲପୁର,୧୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ବଧକଇଁଚି ପଞ୍ଚାୟତର ମା’ହିଙ୍ଗୁଳା ଖେଳ ପଡ଼ିଆରେ ଗ୍ରାମାଞ୍ଚଳ ଉଦ୍ୟାନ ନିର୍ମାଣ ହେବ। ଏଥିପାଇଁ ଜମି ଚିହ୍ନଟ ହେବା ସହ ଭିତ୍ତିଭୂମିର ବିକାଶ ଓ ପରିସୀମା ନିର୍ଦ୍ଧାରଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଏହାର ସ୍ଥିତି ପରଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri