ଝିଲି ପାହାଡ଼ରେ ବେଆଇନ ପଥର କ୍ବାରି
ଯାଜପୁର ଅଫିସ,୫।୧୦: ଯାଜପୁର ଜିଲା ସୀମାନ୍ତବର୍ତ୍ତୀ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲି ପାହାଡରେ ବେଆଇନ ପଥରକ୍ବାରି ଉପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଉକ୍ତ ପଥରକ୍ବାରିରେ ପ୍ରଭାବିତ ସୁକାନ୍ତି...
ବେଆଇନ ପଥର ଖାଦାନରେ ପୁଣି ମୁଣ୍ଡ ଗଡ଼ିଲା
ଯାଜପୁର ଅଫିସ/ଧର୍ମଶାଳା/ ଜେନାପୁର(ଡି.ଏନ.ଏ.)୫।୧୦: ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନରେ ଗତ ସପ୍ତାହ ମଧ୍ୟରେ ୨ ଜଣ ଶ୍ରମିକଙ୍କ ଅକାଳ ବିୟୋଗ ଘଟିଛି। ପଥର ଖାଦାନ ଓ କମ୍ପ୍ରେସର ମାଲିକ ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ କରି ଗମ୍ଭାରିଆ...
ମୋବାଇଲରେ ଗେମ୍ ଖେଳିବାକୁ ବିରୋଧ କରିବାରୁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ ନାବାଳକ
ବିଞ୍ଝାରପୁର,୪ା୧୦(ଡି.ଏନ.ଏ.): ମୋବାଇଲରେ ଗେମ୍ ଖେଳିବାକୁ ମା’ ବିରୋଧ କରିବାରୁ ଜଣେ ନାବାଳକ ରବିବାର ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ନାବାଳକ ଜଣକ ଶନିବାର...
ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ
ଛତିଆ,୨ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ଜର୍ଦ୍ଦା ସହିତ ବ୍ୟବହୃତ ବିଭିନ୍ନ ଯନ୍ତ୍ରପାତି ଜବତ...
ଠେଙ୍ଗାପାଳିରେ ଜଙ୍ଗଲ ସୁରକ୍ଷା
ନୟାଗଡ଼ ଅଫିସ,୨।୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଟାଙ୍ଗନାଡି ଗାଁରେ ପଦା ହୋଇଥିବା ୪ଜଙ୍ଗଲକୁ ଗ୍ରାମବାସୀ ଠେଙ୍ଗାପାଳିରେ ସୁରକ୍ଷା ଦେଇ ସବୁଜିମା କରାଇ ପାରିଛନ୍ତି। ତେବେ ଜୀବନଜୀବିକା ପ୍ରଭାବିତ ପରେ ଆଦିବାସୀମାନେ ମେଳି ହୋଇ ଏଭଳି କାମ...
ନିର୍ଦ୍ଦେଶରେ ସୀମିତ ସିଇଟିପି
ଯାଜପୁର ଅଫିସ,୨।୧୦: ଯାଜପୁର ଜିଲା ବ୍ରାହ୍ମଣୀ ନଦୀତଟବର୍ତ୍ତୀ ଅଞ୍ଚଳରେ ପ୍ରଦୂଷିତ ଜଳର ଉପଚାର କରିବାକୁ ସିଇଟିପି (କମନ୍ ଇଫ୍ଲ୍ୟୁଏଣ୍ଟ ଟ୍ରିଟମେଣ୍ଟ ପ୍ଲାଣ୍ଟ) ସ୍ଥାପନ ପାଇଁ ହାଇକୋର୍ଟ ପ୍ରାୟ ୫ ବର୍ଷ ତଳେ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରି କି ସୁପ୍ରିମକୋର୍ଟଙ୍କ...
ଅଚଳ ବୋର୍ଓ୍ବେଲ୍ରେ ବଢ଼ିବ ଭୂତଳ ଜଳସ୍ତର
ଯାଜପୁର ଅଫିସ,୨୭ା୯: ସମ୍ପ୍ରତି ରାଜ୍ୟ ଓ ଦେଶର ଏକ ବଡ଼ ସମସ୍ୟା ହେଉଛି ଭୂତଳ ଜଳସ୍ତର ହ୍ରାସ। ଏହି ସମସ୍ୟାର ସମାଧାନ କିପରି କରାଯିବ ସେନେଇ ବିିଭିନ୍ନ ଚିନ୍ତା ଓ ଯୋଜନା କରାଯାଉଛି। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ପୂର୍ବରୁ...
ଆମ୍ବୁଲାନ୍ସ-ବାଇକ୍ ଧକ୍କା: ମା’,ବାପା, ଝିଅ ମୃତ
ଧର୍ମଶାଳା, ୨୬।୯ (ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍ ମୁହାଁମୁହିଁ ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...
ରିଲିଫ ଚାଉଳ ବଣ୍ଟନରେ ଦୁର୍ନୀତି
ଯାଜପୁର ଅଫିସ୍,୨୫।୯: ରିଲିଫ୍ ଚାଉଳ ହଡ଼ପ କରାଯାଇଥିବା ନେଇ ଜିଲାପାଳଙ୍କୁ ଅଭିଯୋଗ ହେବାର ଗୋଟିଏ ଦିନ ପରେ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରିବର୍ତ୍ତେ ଯାଜପୁର ବ୍ଲକ ଏରାବାଙ୍କ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ବିପନ୍ନ ପରିବାରକୁ ନୋଟିସ୍...
କୋଟିଏ ଟଙ୍କାର ରାସ୍ତାରେ ବସୁଛି ହାଟ
ଯାଜପୁର ଅଫିସ/ଯାଜପୁର ରୋଡ୍, ୨୧।୯ (ଡି.ଏନ୍.ଏ.): କର୍ମବର୍ଦ୍ଧିଷ୍ଣୁ ଯାଜପୁର ସହରର ଟ୍ରାଫିକ ସମ୍ଭାଳିବାକୁ ସହରରେ ନୂତନ ବିକଳ୍ପ ରାସ୍ତା ପ୍ରତି ଧ୍ୟାନ ଦିଆଯାଉନାହିଁ। ଜିଲା ପ୍ରଶାସନ, କଳିଙ୍ଗନଗର ଉନ୍ନୟନ ପରିଷଦ ଓ ଯାଜପୁର ମ୍ୟୁନିସିପାଲିଟିର ଏ ଦିଗରେ ସମନ୍ବିତ ଉଦ୍ୟମ...
ବନ୍ୟା ବିପନ୍ନଙ୍କ ଦୁଃଖ ବଢ଼ାଇଛି ଲଘୁଚାପ ବର୍ଷା
ବରୀ,୨୧ା୯(ଡି.ଏନ୍.ଏ.): ଗତ ଅଗଷ୍ଟରେ ହୋଇଥିବା ବନ୍ୟାରେ ବରୀ ବ୍ଲକର ବହୁ କଚ୍ଚା ଘର ଭାଙ୍ଗିଯିବା ଫଳରେ ବନ୍ୟା ପ୍ରଭାବିତ ଲୋକମାନେ ବାସହରା ହୋଇ ଉଚ୍ଚ ସ୍ଥାନ ଓ ନଦୀବନ୍ଧ ଉପରେ ଆଶ୍ରୟ ନେଇଥିଲେ। ବନ୍ୟା ଛାଡିବାର ଦୀର୍ଘ ତିନିସପ୍ତାହ ପରେ...
ମା’ ବିରଜାଙ୍କ ରଥଯାତ୍ରା ପ୍ରସଙ୍ଗ: ହାଇକୋର୍ଟରେ ଆଉ ଏକ ଜନସ୍ବାର୍ଥ ମାମଲା
ଯାଜପୁର ଟାଉନ୍,୧୮ା୯(ଡି.ଏନ୍.ଏ.): ଯାଜପୁର ଜିଲାର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ପ୍ରସଙ୍ଗରେ ପୂର୍ବରୁ ମନ୍ଦିର ସେବାୟତ ପରିଷଦ ପକ୍ଷରୁ ହାଇକୋର୍ଟରେ ପିଟିସନ ଦାଖଲ ହୋଇଥିବା ବେଳେ ବୁଧବାର ହାଇକୋର୍ଟରେ ଆଉ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଯାଜପୁର ଓକିଲ...
Archives


