ଯାଜପୁର

ରାସ୍ତାକଡ଼ରୁ ଛାତ୍ରୀଙ୍କ ମୃତଦେହ ଜବତ

ରସୁଲପୁର/ବାରିପଦା ଅଫିସ,୨୭ା୧: ଯାଜପୁର ଜିଲା ରସୁଲପୁର ବ୍ଲକ ମୂଳାପାଳ ଛକ ନିକଟସ୍ଥ ରାଜେନ୍ଦ୍ରପୁର-ଦିଆଲଖଣ୍ଡି ଗ୍ରାମରାସ୍ତା ପାର୍ଶ୍ୱରୁ ବୁଧବାର କୁଆଖିଆ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ଯୁବତୀ ଜଣକ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତତିନି ୨ୟ ବର୍ଷ ଛାତ୍ରୀ…

ଲୋପ ପାଇଲାଣି ଶ୍ରମଜୀବୀଙ୍କ ଟନିକ୍‌

ଯାଜପୁର ଅଫିସ/ ବଡ଼ଚଣା,୨୫।୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ସମିଆଁ, ଶାଳପଡ଼ା, ପାରିଆ, ଦର୍ପଣ, ସିହା, କାଇମାଟିଆ ପ୍ରଭୃତି ପାହାଡ଼ିଆ ଅଣଜଳସେଚିତ ଅଞ୍ଚଳ ଭାବେ ପରିଚିତ। ବର୍ଷା ଦିନରେ ମୁଖ୍ୟ ଫସଲ ଭାବେ ମାଣ୍ଡିଆ, ମକା, ବାଜରା ଚାଷ କରି ଆସୁଥିଲେ।…

ରଦି ଲୁହାରେ ସୌନ୍ଦର୍ଯ୍ୟକରଣ

ଯାଜପୁର ଟାଉନ,୨୫।୧(ଡି.ଏନ.ଏ.): ଯାଜପୁର ସହରରେ ଥିବା କୁସୁମା ନିକଟରେ ରଦି ଲୁହାରେ ନିର୍ମିତ ଆଇ ଲଭ୍‌ ଯାଜପୁର(ସେଲ୍‌ଫି ଜୋନ୍‌) ଓ ସହରର ପ୍ରବେଶପଥରେ ହରିଣ ପ୍ରତିମୂର୍ତ୍ତି ରବିବାର ଉଦ୍‌ଘାଟିତ ହୋଇଯାଇଛି। ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ରବିବାର ଏହାର ଉଦ୍‌ଘାଟନ…

ଦବି ଯାଉଛି ନଦୀବନ୍ଧ ଅସ୍ଥାୟୀ ରାସ୍ତା, ଯିବାକୁ ଭୟ କରୁଛନ୍ତି ଲୋକେ

ସିଂହପୁର,୨୩।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଜରି ପଞ୍ଚାୟତ ନାଉବାଙ୍କ କାମଦେବ ମାହାରା ଘାଇର ସ୍ଥାୟୀ ମରାମତି ପାଇଁ ଦାବି ହେଉଛି। ପ୍ରକାଶ ଯେ ଗତ ପ୍ରଳୟଙ୍କାରୀ ବନ୍ୟାରେ ନାଉବାଙ୍କ କାମଦେବ ମାହାରାରେ ଏକ ବିରାଟ ଘାଇ ସୃଷ୍ଟି…

ରମାପୁର ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ

ଧର୍ମଶାଳା,୨୩।୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ କେଲୁଅ ନଦୀର ରମାପୁରଠାରେ ହୋଇଥିବା ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ଶୁକ୍ରବାର କଟକ ଭିଜିଲାନ୍ସ ସେଲ୍‌ର ଏକ ୫ ଜଣିଆ ବୈଷୟିକ ଟିମ୍‌ ଘାଇ ସ୍ଥଳକୁ ଆସି ମାପଚୁପ କରି…

ରତ୍ନଗର୍ଭାରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବରୀ,୨୩।୧(ଡି.ଏନ.ଏ.): ଯାଜପୁର ଜିଲାର ବିଶ୍ୱପ୍ରସିଦ୍ଧ ରତ୍ନଗିରି, ଉଦୟଗିରି ଓ ଲଳିତଗିରି ବୌଦ୍ଧପୀଠ ମଧ୍ୟରେ ରତ୍ନଗିରିର ରହିଛି ସ୍ବତନ୍ତ୍ର ପରିଚୟ। ରତ୍ନଗର୍ଭା ବୋଲି କୁହାଯାଉଥିବା ଏହି ବୌଦ୍ଧପୀଠରେ ନାନା ସମସ୍ୟା ରହିଥିବାରୁ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା କମିବାରେ ଲାଗିଛି। ଫଳରେ ଏହାକୁ…

ଫ୍ଲାଏ ଓଭର ବ୍ରିଜ୍‌ ତଳ ରାସ୍ତାରେ ଭୟ

ବଡ଼ଚଣା,୨୨।୧(ଡି.ଏନ୍‌.ଏ.): ୧୬ନଂ. ଜାତୀୟ ରାଜପଥ ସଂପ୍ରସାରଣ କରାଯାଇ ୨ରୁ ୪ ଲାଇନ କରାଗଲା। ଜନସାଧାରଣଙ୍କ ସୁବିଧାକୁ ଆଖି ଆଗରେ ରଖି ବଜାର, ଛକ ଏବଂ ମୁଖ୍ୟସ୍ଥଳରେ ଫ୍ଲାଏ ଓଭରବ୍ରିଜ ନିର୍ମାଣ ହେଲା। ୨୦୧୫-୧୬ରେ ଏହି ପ୍ରକ୍ରିୟା ଶେଷ ହୋଇଥିଲା। ହେଲେ ନିର୍ମାଣ…

ବନ୍ଦ ହେଉ ୟୁଜର୍ସ ଫି’ ଆଦାୟ

ଯାଜପୁର ଅଫିସ,୨୨।୧: ସହରର ନାଗରିକମାନଙ୍କୁ ସର୍ବନିମ୍ନ ସୁବିଧା ସୁଯୋଗ ଯୋଗାଇବା ସ୍ବାୟତ୍ତ ଶାସନ ସଂସ୍ଥାର ଦାୟିତ୍ୱ। ଏଥିପାଇଁ ୨୬ଟି ୱାର୍ଡକୁ ନେଇ ବ୍ୟାସନଗର ପୌର ପରିଷଦ ଗଠିତ ହୋଇଛି। ହେଲେ ୨୦୧୮ ସେପ୍ଟେମ୍ବରରୁ ଏହି ସଂସ୍ଥା ପ୍ରଶାସକଙ୍କ ଦାୟିତ୍ୱରେ ଚାଲିଛି। ଫଳରେ…

୧୮ ଶ୍ରମିକଙ୍କୁ ପାଉଣା ମିଳୁନାହିଁ

ଯାଜପୁର ଅଫିସ,୨୨।୧: ଯାଜପୁରରୋଡ ବନାଞ୍ଚଳ ଅଧୀନରେ ଚାରାରୋପଣ, ଗାତ ଖୋଳା, ବାଡ଼ ପ୍ରସ୍ତୁତି ଆଦିରେ କାମ କରି ୧୮ ଜଣ ଶ୍ରମିକ ହଟହଟା ହେଉଛନ୍ତି। ବାରମ୍ବାର ସମ୍ପୃକ୍ତ ଅଧିକାରୀଙ୍କ ଦ୍ୱାରସ୍ଥ ହେଉଥିଲେ ହେଁ ସେ ଦିନ ଗଡାଇ ଚାଲିଥିବା ଅଭିଯୋଗ ହୋଇଛି।…

ଦୋଷ ଲୁଚାଇବା ପାଇଁ ନୂଆ ଫନ୍ଦି

ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାମରେ ଅନିୟମିତତା ଓ ଆର୍ଥିକ ହେରଫେର ହେଉଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଧରିତ୍ରୀରେ ନିୟମିତ…

ବିନା ପରୀକ୍ଷାରେ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ

କଳିଙ୍ଗନଗର,୧୬।୧(ଡି.ଏନ.ଏ.): ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିନା ସ୍ବାବ୍‌ ପରୀକ୍ଷାରେ ମିଳୁଛି କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ। ଗତ ୧୪ ତାରିଖ ଛୁଟି ଦିନରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ବିନା କୌଣସି ଡାକ୍ତରଙ୍କ ପରାମର୍ଶରେ ଏବଂ ବିନା କିଟ୍‌ ଟେଷ୍ଟରେ ୫୦୦…

ଅଧା ବାଟରେ ଖୋଳ

ଯାଜପୁର ଅଫିସ/ ଚଣ୍ଡିଖୋଲ(ଡି.ଏନ.ଏ.),୧୬।୧: ନକଲି ଟ୍ରାଞ୍ଜିଟ୍‌ ପାସ୍‌ (ଟିପି) ତିଆରି କରି ଲୁହାପଥର ଲୁଟ୍‌ ଓ ଚୋରି ଘଟଣା ଏବେ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦୁଝର ଓ ଯାଜପୁର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ନକଲି ଟିପି ସହାୟତାରେ ପଶ୍ଚିମବଙ୍ଗ, ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?