ଯାଜପୁର

୧୦ରୁ ଊର୍ଦ୍ଧ୍ୱ ଡିପୋରେ ଏଫ୍‌ଓ ଅପମିଶ୍ରଣ

ଯାଜପୁର ଅଫିସ,୮।୧: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱର ବିଭିନ୍ନ ସ୍ଥାନରେ ଚାଲିଛି ଫର୍ନେସ ଅଏଲ (ଏଫ୍‌ଓ), ପେଟ୍ରୋଲ, ଡିଜେଲ ଆଦି ତୈଳଜାତୀୟ ପଦାର୍ଥର ଅପମିଶ୍ରଣ। ୧୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଅତି ଗୋପନୀୟ ଭାବେ…

ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା ବେଳେ ପ୍ରତିଦିନ ଶତାଧିକ ଟ୍ରିପ୍‌ ମୋରମ ବେଆଇନ ଭାବେ ଚାଲାଣ ହେଉଛି। ବିଳମ୍ବିତ ରାତିରେ…

ହାସ୍ୟ ଅଭିନେତା ଶିବୁ ଦାଦାଙ୍କ ପରଲୋକ

ଯାଜପୁର ଟାଉନ,୬ା୧ (ଡି.ଏନ.ଏ.): ଯାଜପୁର ଜିଲାର ଜଣେ ଜଣାଶୁଣା ହାସ୍ୟ ଅଭିନେତା ଦେବାଶିଷ ବୋଷ ଓରଫ ଶିବୁଦାଦାଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି ା ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲାା କେବଳ ଅଭିନୟ ନୁହେଁ ମଞ୍ଚ ସଜ୍ଜାଠାରୁ ଆରମ୍ଭ କରି ଚିତ୍ରନାଟ୍ୟ…

ଶିକ୍ଷକ ନାହାନ୍ତି, ପାଠପଢ଼ା ହେବ କେମିତି: ଓଷ୍ଟା

ଭୁବନେଶ୍ୱର,୫।୧(ବ୍ୟୁରୋ): ଆସନ୍ତା ୮ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଖୋଲିବ। ମେ’ ୩ ତାରିଖରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। କିନ୍ତୁ ଏସ୍‌ଓପି ଅନୁସାରେ ପାଠପଢ଼ା ହେଲେ…

ନ୍ୟାୟ ଅପେକ୍ଷାରେ ୧୭,୨୨୫

ଯାଜପୁର ଅଫିସ,୫।୧: କଳାବଜାର, ଦୁର୍ନୀତି ଓ ବିଭାଗୀୟ ଅଧିକାରୀଙ୍କ ଲାଞ୍ଚଖୋର ମନୋବୃତ୍ତି ଯୋଗୁ ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଚାଲିିଥିବା ସୁଷମ ବଣ୍ଟନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଜିଲା ଯୋଗାଣ ଅଧିକାରୀ ଓ ବିଭିନ୍ନ ବ୍ଲକରେ ଅବସ୍ଥାପିତ…

କଳାହୀରାର କଳାବଜାର

ଯାଜପୁର ଅଫିସ,୪।୧: କଳାହୀରା କୋଇଲାର କଳାବଜାର ତାଳଚେରଠାରୁ ଯାଜପୁର ଜିଲା ଷଠିପୁର ପର୍ଯ୍ୟନ୍ତ ଲମ୍ବିଛି। ଏହାର କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ବର୍ଷକ ମଧ୍ୟରେ ଯାଜପୁର ପୋଲିସ ଦ୍ୱାରା ୫ରୁ ଊର୍ଦ୍ଧ୍ୱ ଥର କୋଇଲା କଳାବଜାର ଧରାପଡ଼ିଛି। ରବିବାର…

ଖର୍ଚ୍ଚ ଉଠାଇ ପାରୁନାହାନ୍ତି କୋବିଚାଷୀ

ରସୁଲପୁର,୨।୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ କୋବିର ଅଭାବୀ ବିକ୍ରି ଦେଖାଦେଇଛି। ଗୋଟିଏ କୋବି ଉତ୍ପାଦନରେ ପାଖାପାଖି ୭ଟଙ୍କା ଖର୍ଚ୍ଚ ହେଉଥିବାବେଳେ ତାହା ବର୍ତ୍ତମାନ ୬ ଟଙ୍କାରେ ବିକ୍ରି ହେଉଛି। କୋଲକାତା, ବେଙ୍ଗାଲୁରୁରୁ ଆସୁଥିବା କୋବି କମ୍‌ ଦରରେ ବିକ୍ରି ହେଉଥିବାରୁ ସ୍ଥାନୀୟ…

ଧନଜୀବନ, ଜୈବ ବିବିଧତାକୁ ଅଣଦେଖା

ଯାଜପୁର ଅଫିସ,୩୦।୧୨: କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥ ପାଇଁ ଜୈବ ବିବିଧତା ଓ ଲୋକଙ୍କ ଧନଜୀବନକୁ ଅଣଦେଖା କରାଯାଉଛି। ବାଲି ଖାଦାନ ଲିଜ୍‌ ଦେବା ପୂର୍ବରୁ ସେଠାକାର ପାରିପାର୍ଶ୍ୱିକ ସ୍ଥିତି ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉ ନାହିଁ। ଏହି ମର୍ମରେ ଧରିତ୍ରୀରେ…

ହ୍ରାସ ପାଉଛି ଚଣ୍ଡିଆ ପାହାଡ଼ ପରିସୀମା

ଚଣ୍ଡିଖୋଲ, ୨୯।୧୨ (ଡି.ଏନ.ଏ.): ଦିନକୁ ଦିନ କମି ଚାଲିଛି ଚଣ୍ଡିଆ ପାହାଡ଼ର ଉଚ୍ଚତା ା ତାର ବ୍ୟାସାର୍ଦ୍ଧ ବି ହ୍ରାସ ପାଇବାରେ ଲାଗିଛି ା ଆଉ କିଛି ଦିନ ଏମିତି ଚାଲିଲେ ସେଠାରେ ଏକ ପାହାଡ଼ ଥିଲା ବୋଲି କେହି ବିଶ୍ୱାସ…

ଗୋଟିଏ ବି ସରିଲାନି ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୮।୧୨: ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ୮ ଜିଲାର ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ପାନୀୟ ଜଳଯୋଗାଣ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ଜିଲାଗୁଡିକ ହେଲା ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ,…

ରାସ୍ତା ଅଧାପନ୍ତରିଆ, ଠିକାଦାରଙ୍କ ଦେଖାନାହିଁ

ଯାଜପୁର ଅଫିସ,୨୭ା୧୨: ଯାଜପୁର ଜିଲା ବଡ଼ଚଣା ବ୍ଲକର ବନ୍ଦାଳୋଠାରୁ ଏଣ୍ଡରପଦା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ୨ ବର୍ଷ ହେଲା ଅଧାପନ୍ତରିଆ କାମ କରି ସମ୍ପୃକ୍ତ ଠିକାଦାରଙ୍କ ଦେଖାନାହିଁ। ୬ ନମ୍ବର ଜାତୀୟ ରାଜପଥରରୁ ବାହାରି ପଶ୍ଚିମ ବଡ଼ଚଣାର ୧୦ଟି…

ଏଫ୍‌ଓ ଅପମିଶ୍ରଣର ଆଡ୍ଡାସ୍ଥଳ ନଳିପୁର

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳିପୁର ନିକଟ ଅଞ୍ଚଳ ତୈଳ ଜାତୀୟ ଇନ୍ଧନ ଅପମିଶ୍ରଣର ଆଡ୍ଡାସ୍ଥଳୀ ପାଲଟିଛି। ଏଠାରେ ବିଶେଷକରି ଭାରତୀୟ ତୈଳ ନିଗମ ଲିଃ (ଆଇଓସିଏଲ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?