ଚୋରା ବ୍ୟବସାୟୀଙ୍କ କବ୍ଜାରେ ଜଙ୍ଗଲ ଜମି
ଯାଜପୁର ଅଫିସ, ୩୧।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଛାଖଣ୍ଡି, ଅଞ୍ଜିରା ଓ କୁସୁନପୁର ଜଙ୍ଗଲ କିସମ ମୌଜାର ୪୫୬.୩୪ ଏକର ଜମି କଳାପଥର ବ୍ୟବସାୟୀଙ୍କ କବଜାରେ ରହିଛି। ବଳଙ୍ଗ ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ଆଧାରରେ ଧର୍ମଶାଳା...
ଖଣି ଅଞ୍ଚଳରୁ କ୍ରୋମାଇଟ୍ ପରିବହନ ବନ୍ଦ ଚେତାବନୀ
କାଳିଆପାଣି, ୩୧।୭ (ଡି.ଏନ୍.ଏ.) ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ପ୍ରତିଦିନ ଏକାଧିକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ କରୋନା ପାଇଁ ଅନେକଙ୍କୁ ଠିକ୍ ଭାବେ ଚିକିତ୍ସା ମିଳିପାରୁନି।...
ରିଟେଲର ନେଇଛନ୍ତି ଏକାଧିକ କାର୍ଡ
ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା ମିଳିଛି। ଗଳାବାଟରେ ରିଟେଲରମାନେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ କାର୍ଡ ରଖିଥିବାବେଳେ ବାସ୍ତବ...
ମିଥ୍ୟା ସତ୍ୟପାଠ ପରେ ହାତଗୁଞ୍ଜା
ଯାଜପୁର ଅଫିସ/ ଧର୍ମଶାଳା,୨୮।୭(ଡି.ଏନ.ଏ.): କଥାରେ ଅଛି ଗରିବ ପାଇଁ ନୀରବ, ନୀରବ ପାଇଁ ଗରିବ। ଯାଜପୁର ଜିଲାରେ ଏଭଳି ସ୍ଥିତି ପ୍ରାୟ ଦେଖିବାକୁ ମିଳେ। ହେଲେ ଧର୍ମଶାଳା ବ୍ଲକରେ ଦୀର୍ଘଦିନ ଧରି ନୀରବ ସାଜି ରାଶନକାର୍ଡ ତାଲିକାରୁ ବାଦ୍ ପଡ଼ଥିବା...
ଧାର ଧରୁନାହିଁ ସରକାରଙ୍କ ପଦକ୍ଷେପ
ଯାଜପୁର ଅଫିସ,୨୭।୭: ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣକୁ ରୋକାଯାଇ ଅଧିକ ରାଜସ୍ବ ଆଦାୟ କରିବା ଉଦ୍ଦେଶ୍ୟରେ ଗତ ୧ ବର୍ଷ ମଧ୍ୟରେ ରାଜ୍ୟ ସରକାର ଏକାଧିକ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ତୁ ପ୍ରଶାସନିକ ଅଧିକାରୀଙ୍କ ଦୁର୍ନୀତିକୁ ପରୋକ୍ଷ ପ୍ରୋତ୍ସାହନ ଯୋଗୁ...
ଗାଁ ଦାଣ୍ଡରେ ପଚୁଛି ପନିପରିବା
ରସୁଲପୁର, ୨୪।୭ (ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ଅଧିକାଂଶ ଲୋକ ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ସବୁ ଋତୁରେ ବିଭିନ୍ନ ପନିପରିବା ଚାଷ କରୁଥିବା ବ୍ଲକ ଅଞ୍ଚଳର ଚାଷୀମାନେ କରୋନା ଯୋଗୁ ବହୁ କ୍ଷତି ସହିଲେଣି। ଶଟ୍ଡାଉନ୍, ଲକ୍ଡାଉନ୍...
ଅନ୍ଲାଇନ୍ରେ ତଥ୍ୟ ଦେବାକୁ ଡର
ଯାଜପୁର ଅଫିସ,୨୨।୭: ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ (୫-ଟି)କୁ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଯାଜପୁର ଜିଲାରେ ଏହା କେବଳ ପ୍ରଚାର ସର୍ବସ୍ବ ପାଲଟିଛି। ଅପାରଗତା ଲୁଚାଇବାକୁ ଇ-ଡେସପାଚ୍ ଓ ଜିଲା ୱେବପୋର୍ଟାଲକୁ...
ସୌରଶକ୍ତିରେ ଚାଲିବ ସାନିଟାଇଜର ମେଶିନ
ଯାଜପୁର ଅଫିସ,୨୨।୭: ଯାଜପୁର ଜିଲାରେ ଲକ୍ଡାଉନ ଓ ଶଟ୍ଡାଉନ ଚାଲିଥିବା ସମୟରେ ପାଣିକୋଇଲି ଅଞ୍ଚଳର ଜଣେ ଯୁବଛାତ୍ର ଇଞ୍ଜିନିୟର ଏକ ସ୍ବତନ୍ତ୍ର ସାନିଟାଇଜର ମେଶିନ ଉଦ୍ଭାବନ କରିଛନ୍ତି। ଏହା ସୌରଶକ୍ତି ଦ୍ୱାରା ଚାଲିପାରୁଛି। ଏହାବାଦ ବ୍ୟାଟେରୀ ଓ ବିଦ୍ୟୁତ୍ ଶକ୍ତି...
ଷଡ଼ଯନ୍ତ୍ରର ଶିକାର ବ୍ୟାସନଗର ସହର
ଯାଜପୁର ରୋଡ୍,୨୧।୭(ଡି.ଏନ୍.ଏ.): ଯାଜପୁର ଜିଲାର ଅନ୍ୟତମ ପ୍ରମୁଖ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ ଓ ଷଡଯନ୍ତ୍ରର ଶିକାର ବୋଲି ଅଭିଯୋଗ ହୋଇଆସୁଛି। ରାସ୍ତା, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ଶିକ୍ଷା ଆଦି କ୍ଷେତ୍ରରେ ସହରକୁ ଅଣଦେଖା କରାଯାଉଛି। ଏପରିକି ସହରର ୫ହଜାରରୁ ଉର୍ଦ୍ଧ୍ୱ...
ଶିଳ୍ପାୟନର ଯକ୍ଷ୍ମା ଅବଦାନ
ଯାଜପୁର ଅଫିସ,୨୧।୭: ଯାଜପୁର ଜିଲାରେ ୧୯୯୫ରୁ ଦ୍ରୁତ ଶିଳ୍ପାୟନ ଘଟିଛି। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତା କୂଳରେ ୧୫ରୁ ଉର୍ଦ୍ଧ୍ୱ ଇସ୍ପାତ ଓ ସିମେଣ୍ଟ କାରଖାନା ସାଙ୍ଗକୁ କ୍ୟାପ୍ଟିଭ ପାୱାର ପ୍ଲାଣ୍ଟ ପ୍ରତିଷ୍ଠା ହୋଇଛି। ଏହାସହିତ ସୁକିନ୍ଦା ବ୍ଲକ ଅଞ୍ଚଳରେ...
ପରୀକ୍ଷାମୂଳକ ଭାବେ ଗଡ଼ିଲା ଇଞ୍ଜିନ
ଚଣ୍ଡିଖୋଲ, ୨୧।୭ (ଡି.ଏନ୍.ଏ): ହରିଦାସପୁର-ପାରାଦୀପ ରେଳପଥ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ସୋମବାର ଏଥିରେ ପ୍ରଥମକରି ରେଳ ବିକାଶ ନିଗମ ଲିମିଟେଡ (ଆର୍ଭିଏନ୍ଏଲ୍) ପକ୍ଷରୁ ପରୀକ୍ଷାମୂଳକ ଭାବେ ଏକ ଇଞ୍ଜିନ ଗଡ଼ିଛି। ଚଳିତ ମାସ ଶେଷ ସୁଦ୍ଧା ଏହି...
ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରି ଜାଳିଦେଲେ!
ଯାଜପୁର ଅଫିସ,୨୦ା୭: ଯାଜପୁର ଜିଲା କଳିଙ୍ଗନଗର ଥାନା ସୁକିନ୍ଦା ବ୍ଲକ ପିଙ୍ଗଳ ପଞ୍ଚାୟତ ଅନ୍ତର୍ଗତ ନିମପଲ୍ଲୀ ଗ୍ରାମର ଏକ ଦମ୍ପତିଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ସେହି...
Archives


