ଯାଜପୁର

ରୋଗ ବାଣ୍ଟି ଚିକିତ୍ସାରେ ଶୋଷଣ

ଯାଜପୁର ଅଫିସ,୩।୭:ଯାଜପୁର ଜିଲା କଳିଙ୍ଗନଗରରେ ଶିଳ୍ପ କାରଖାନା ଯୋଗୁ ବିସ୍ଥାପିତ ଓ ପ୍ରଭାବିତ ଲୋକମାନଙ୍କୁ ଉଚ୍ଚତର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଡୁବୁରୀ ଛକ ନିକଟରେ ୨୦୧୫ ଅଗଷ୍ଟରେ ଟାଟା ଷ୍ଟିଲ୍‌ ମେଡିକା ହସ୍ପିଟାଲ ପ୍ରତିଷ୍ଠା କରାଯାଇଛି। ବିସ୍ଥାପିତମାନଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ...

ଶିଳ୍ପାଞ୍ଚଳରେ ୬୪% କମ୍‌ ବର୍ଷା

ଯାଜପୁର ଅଫିସ୍‌, ୨।୭: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଚଳିତ ବର୍ଷ ଜୁନରେ ସ୍ବାଭାବିକ ବର୍ଷାଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି। ଏହାସହ ସାରା ଜିଲାରେ ମଧ୍ୟ ୨୮ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି। ଓଡ଼ିଶା ରେନଫଲ...

ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା

ଯାଜପୁର ଅଫିସ, ୨୯।୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ...

କରୋନା ପଜିଟିଭ୍‌ ଡାକ୍ତରଙ୍କ ସଂସ୍ପର୍ଶରେ ୬ ପରିବାର: ସଙ୍ଗରୋଧରେ ରହିଲେ ୪୦

ରସୁଲପୁର,୨୯ା୬ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଜଣେ ଦାନ୍ତ ଡାକ୍ତର ଗତ ୨୩ ତାରିଖରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ସମ୍ପୃକ୍ତ ଡାକ୍ତର କଟକରେ ରହୁଥିଲେ ହେଁ...

ଟାଟା ଷ୍ଟିଲ୍‌ କବ୍‌ଜାରେ ପ୍ରାକୃତିକ ଝରଣା

ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍‌ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ...

ମିଳିଲାନି ସରକାରୀ ସହଯୋଗ: ଟଙ୍କା ଆଦାୟ କରି ନାଳ ସଫା କଲେ ଚାଷୀ

ରସୁଲପୁର,୨୭ା୬(ଡି.ଏନ.ଏ.): ପ୍ରଶାସନକୁ ଅନେକ ଗୁହାରି କରିବା ପରେ ମଧ୍ୟ ନାଳ ସଫେଇ ହୋଇ ପାରିଲାନି। ଶେଷରେ ଚାଷୀ ନିଜେ ଟଙ୍କା ଆଦାୟ କରି ନାଳ ସେଫଇ କରୁଛନ୍ତି। ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ଶ୍ରୀବନ୍ତପୁର ଓ ଜାବରା ପଞ୍ଚାୟତ...

ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଚଞ୍ଚକତା

ରସୁଲପୁର,୨୬।୬ (ଡି.ଏନ୍‌.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ(ଏମ୍‌ଜିଏନ୍‌ଆର୍‌ଇଜିଏ) ଜରିଆରେ ଜବକାର୍ଡଧାରୀଙ୍କ ପରିବାରକୁ ବର୍ଷକୁ ଅନ୍ୟୂନ ୧୦୦ ଦିନର କାର୍ଯ୍ୟ ଯୋଗାଇ ଦିଆଯିବା ପାଇଁ ସରକାରୀ ନିୟମ ରହିଛି। ହେଲେ ଅନେକ ସ୍ଥାନରେ ପ୍ରଶାସନିକ ଅଧିକାରୀ,...

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ଯୁବତୀଙ୍କ ଅଶ୍ଳିଳ ଫଟୋ ପୋଷ୍ଟ କରି ବନ୍ଧା ହେଲେ ଯୁବକ

ଧର୍ମଶାଳା, ୨୪।୬ (ଡି.ଏନ୍‌.ଏ.)-ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଅଭିଯୋଗରେ ଧର୍ମଶାଳା ଥାନା ପୋଲିସ ବନ୍ଧଢିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମର ସମୀର ଜେନା (୨୭)ଙ୍କୁ ବୁଧବାର ଗିରଫ କରିଛି। ସମୀର ସମ୍ପୃକ୍ତ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ...

ମରାମତି ହେଉନି ଦୁର୍ବଳ ନଦୀବନ୍ଧ

ରସୁଲପୁର, ୨୪।୬ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ବାମପାର୍ଶ୍ୱ ବନ୍ଧ ରାସ୍ତା ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗ୍ରାମ ନିକଟରୁ ବ୍ରହ୍ମବରଦା ପୋଲ ପର୍ଯ୍ୟନ୍ତ ଖାଲଖମାରେ ଭର୍ତ୍ତି ହୋଇଛି। ବନ୍ଧର ବିଭିନ୍ନ ସ୍ଥାନରେ ରେନକଟ୍‌ ଯୋଗୁ ଲୋକେ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହି ଶ୍ୱଶୂର ଘରକୁ ପଳାଇଲେ ଜ୍ୱାଇଁ: ପରେ ଚିହ୍ନଟ ହେଲେ ପଜିଟିଭ୍‌

ଡେରାବିଶ,୨୨ା୬(ସ୍ବ.ପ୍ର.) ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳର ଜଣେ କରୋନା ଆକ୍ରାନ୍ତ ଡେରାବିଶ ବ୍ଲକ ଅଧୀନ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟକଣ୍ଡିଆ ଗ୍ରାମରୁ ଶନିବାର ଚିହ୍ନଟ ହୋଇଛନ୍ତି। ଏ ନେଇ ସୋମବାର ସକାଳ ୫ଟାରୁ ସମ୍ପୃକ୍ତ ଗ୍ରାମକୁ ୪୮ ଘଣ୍ଟା କଣ୍ଟେନମେଣ୍ଟ...

୧୦ମାସର ଶିଶୁକୁ ଛାଡି ମା’ର ଆତ୍ମହତ୍ୟା

ରତ୍ନଗିରି,୧୮।୬(ଡ଼ି.ଏନ୍‌.ଏ.): ପରିସ୍ଥିତି ଓ ପରିବେଶ ବେଳେ ବେଳେ କଠୋର ନିଷ୍ପତ୍ତି ନେବାକୁ ବାଧ୍ୟ କରିଥାଏ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବରୀ ବ୍ଲକ ଅଧିନସ୍ଥ ରମ୍ପା ପଞ୍ଚାୟତରେ। ଉକ୍ତ ଗ୍ରାମର ୨୭ବର୍ଷୀୟ ଲିଲି ସାମଲ ନାମ୍ନୀ ଜଣେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri