ଶିଳ୍ପାୟନର ଯକ୍ଷ୍ମା ଅବଦାନ
ଯାଜପୁର ଅଫିସ,୨୧।୭: ଯାଜପୁର ଜିଲାରେ ୧୯୯୫ରୁ ଦ୍ରୁତ ଶିଳ୍ପାୟନ ଘଟିଛି। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତା କୂଳରେ ୧୫ରୁ ଉର୍ଦ୍ଧ୍ୱ ଇସ୍ପାତ ଓ ସିମେଣ୍ଟ କାରଖାନା ସାଙ୍ଗକୁ କ୍ୟାପ୍ଟିଭ ପାୱାର ପ୍ଲାଣ୍ଟ ପ୍ରତିଷ୍ଠା ହୋଇଛି। ଏହାସହିତ ସୁକିନ୍ଦା ବ୍ଲକ ଅଞ୍ଚଳରେ ୧୦ରୁ…
ପରୀକ୍ଷାମୂଳକ ଭାବେ ଗଡ଼ିଲା ଇଞ୍ଜିନ
ଚଣ୍ଡିଖୋଲ, ୨୧।୭ (ଡି.ଏନ୍.ଏ): ହରିଦାସପୁର-ପାରାଦୀପ ରେଳପଥ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ସୋମବାର ଏଥିରେ ପ୍ରଥମକରି ରେଳ ବିକାଶ ନିଗମ ଲିମିଟେଡ (ଆର୍ଭିଏନ୍ଏଲ୍) ପକ୍ଷରୁ ପରୀକ୍ଷାମୂଳକ ଭାବେ ଏକ ଇଞ୍ଜିନ ଗଡ଼ିଛି। ଚଳିତ ମାସ ଶେଷ ସୁଦ୍ଧା ଏହି ରେଳପଥରେ…
ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରି ଜାଳିଦେଲେ!
ଯାଜପୁର ଅଫିସ,୨୦ା୭: ଯାଜପୁର ଜିଲା କଳିଙ୍ଗନଗର ଥାନା ସୁକିନ୍ଦା ବ୍ଲକ ପିଙ୍ଗଳ ପଞ୍ଚାୟତ ଅନ୍ତର୍ଗତ ନିମପଲ୍ଲୀ ଗ୍ରାମର ଏକ ଦମ୍ପତିଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ସେହି ଗ୍ରାମରେ…
ଭିତରକନିକାକୁ ବିପଦ ଜଳଯୋଗାଣ ପ୍ରକଳ୍ପ
ଯାଜପୁର ଅଫିସ,୨୦।୭: ଯାଜପୁର ଓ କେନ୍ଦ୍ରାପଡା ଜିଲା ଦେଇ ପ୍ରବାହିତ ଖରସ୍ରୋତା ନଦୀ ପାଣିରେ ଭଦ୍ରକ ଜିଲାର ୯୧ଟି ଲବଣାକ୍ତ ପ୍ରଭାବିତ ପଞ୍ଚାୟତବାସୀଙ୍କ ପାଇଁ ଏକ ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ ପ୍ରସ୍ତାବ ରହିଛି। ୮୯୨ କୋଟି ଟଙ୍କାର ଏହି ପ୍ରକଳ୍ପରେ…
ହାଇକୋର୍ଟରେ ରାଶନ ସାମଗ୍ରୀ ହଡ଼ପ ମାମଲା: ଗରିବଙ୍କୁ ଧନୀ ଦର୍ଶାଇ ସତ୍ୟପାଠ ଦାଖଲ
ଯାଜପୁର ଅଫିସ୍,୧୭।୭: ମାମଲାରୁ ବର୍ତ୍ତିବା ପାଇଁ ଗରିବ ଲୋକଙ୍କୁ ଧନୀ ଦର୍ଶାଇ ହାଇକୋର୍ଟରେ ମିଥ୍ୟା ସତ୍ୟପାଠ ଦାଖଲ କରାଯିବା ଭଳି ଏକ ସମ୍ବେଦନଶୀଳ ଘଟଣା ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ଦେଖିବାକୁ ମିଳିଛି। ଗରିବ ଓ ମୃତ ଲୋକଙ୍କ ନାମରେ ରାଶନ…
ଯାଜପୁରରେ ଚାଞ୍ଚଲ୍ୟ: କଟା ମୁଣ୍ଡ ଧରି ବୁଲୁଥିବାବେଳେ ଯୁବକଙ୍କୁ ଧରିଲା ପୋଲିସ
କଳିଙ୍ଗନଗର, ୧୫।୭ (ଡି.ଏନ୍.ଏ.)-ଯାଜପୁର ଜିଲା ଯାଜପୁରରୋଡ ଥାନା ଦାନଗଦି ଫାଣ୍ଡି ଅଧୀନ ଛତରା ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଛତରା ଗ୍ରାମର ଯୁବକ କାର୍ତ୍ତିକ କେରେଇ(୨୪) ଏକ ଟାଙ୍ଗିଆରେ ସେହି ଗ୍ରାମର ଜଣେ ବୃଦ୍ଧା…
ରବି ଧାନ କିଣା: କାଗଜପତ୍ରରେ ଧାର୍ଯ୍ୟ ପୂରଣ
ଯାଜପୁର ଅଫିସ, ୧୪।୭: ଗତ ମେ ୧୫ରୁ ଆରମ୍ଭ ହୋଇଥିବା ରବି ଋତୁ ଧାନ କିଣାରେ କୋରେଇ, ଦଶରଥପୁର, ବଡ଼ଚଣା, ବିଞ୍ଝାରପୁର ଓ ଧର୍ମଶାଳା ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। କରୋନା ସଂକ୍ରମଣ ଯୋଗୁ ଅଧିକାଂଶ ଚାଷୀ ରବି…
ଯୋକଡ଼ିଆରେ ନିର୍ମାଣ ହେବ ୨ୟ ବ୍ୟାରେଜ
ରସୁଲପୁର,୧୩।୭(ଡି.ଏନ.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକ ଅଧୀନ ଯୋକଡ଼ିଆଠାରେ ୧୩୮ବର୍ଷ ପରେ ୨ୟ ବ୍ୟାରେଜ ନିର୍ମାଣ ହେବାର ପରିକଳ୍ପନା କରାଯାଇଛି। ଉକ୍ତ ବ୍ୟାରେଜ ନିର୍ମାଣ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତାବ ରଖାଯାଇଥିଲା। ବିଭାଗର ଏହି ପ୍ରସ୍ତାବକୁ ଏକପ୍ରକାର ମଞ୍ଜୁରୀ ମିଳିସାରିଛି।…
୨ବର୍ଷ ହେଲା କନିଷ୍ଠ ଯନ୍ତ୍ରୀଙ୍କ ଅଫିସ୍ ବନ୍ଦ
ବରୀ, ୧୦।୭ (ଡି.ଏନ୍.ଏ.): ଯାଜପୁର ଜିଲା ଜାରକା ଡିଭିଜନ ବରୀ ଉପଖଣ୍ଡ ଜଳସମ୍ପଦ ବିଭାଗ ଅଧୀନରେ ଥିବା କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି ପାଲଟିଛି। ୨ବର୍ଷ ହେଲା ସେହି କାର୍ଯ୍ୟାଳୟକୁ ଯନ୍ତ୍ରୀ ଆସୁ ନ ଥିବାରୁ ଘରର ଚତୁଃପାର୍ଶ୍ୱରେ ଗଛଲତା ମାଡ଼ି…
ପ୍ରକଳ୍ପ ଅସମ୍ପୂର୍ଣ୍ଣ: ରେଳ ଚଳାଚଳ ନେଇ ଅନିଶ୍ଚିତତା
ଯାଜପୁର ଅଫିସ,୧୦।୭ – ଉପକୂଳ ଓଡ଼ିଶାର ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ରେଳରାସ୍ତା ମାଧ୍ୟମରେ ଯୋଡୁଥିବା ୮୨ କିଲୋମିଟର ଲମ୍ବ ହରିଦାସପୁର-ପାରାଦୀପ ରେଳପଥରେ ଖୁବ୍ଶୀଘ୍ର ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହେବ ବୋଲି ସୂଚନା ମିଳିଛି। କେନ୍ଦ୍ରାପଡାର ପୂର୍ବତନ ଏମ୍ପି…
ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ହାଣିଲେ ଦୁର୍ବୁତ୍ତ
ଯାଜପୁର ଅଫିସ, ୯।୭- ଯାଜପୁର ରୋଡ ଥାନା ଅନ୍ତର୍ଗତ ଖଣ୍ଡହତା ଛକ ନିକଟରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ଏହାସହ ତାଙ୍କ ସହିତ ଯାଉଥିବା ଅନ୍ୟଜଣେ ଶିକ୍ଷକ ଗୁରୁତର ଆହତ…
ଅଣନିଃଶ୍ୱାସୀ କରୁଛି ଓଏମ୍ସି ଡମ୍ପ
ଯାଜପୁର ଅଫିସ, ୯।୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ପଞ୍ଚାୟତ ଅଧୀନ ହାଟସାହି (ଗୁରୁଜଙ୍ଗପାଳ) ଗ୍ରାମ ପଟକୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ଦକ୍ଷିଣ କାଳିଆପାଣି ଜବରଦସ୍ତି ତା’ର ଡମ୍ପ ସମ୍ପ୍ରସାରଣ କରିଚାଲିଛି। ଏହାସହ ଖଣି ଖନନ ଓ ବ୍ଲାଷ୍ଟିଂ ଯୋଗୁ…
Archives


