ଯାଜପୁର

ସରକାରୀ ବାବୁଙ୍କ ଘରେ ନାବାଳିକାଙ୍କୁ ବଳାତ୍କାର

ବାଲିଚନ୍ଦ୍ରପୁର,୩।୧୧(ସ୍ବ.ପ୍ର.): ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ସୋମବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରୁ ଜଣାପଡ଼ିଛି ଯେ, ନାନପୁର ବିରୂପା ନଦୀ ପୋଲ ନିକଟରେ ଆଦିବାସୀ ସମ୍ପ୍ରଦାୟର ଜଣେ ଲୋକ ପରିବାର ସହ ରହିଆସୁଛନ୍ତି। ସେ ଅତ୍ୟନ୍ତ…

ଜମି ସମସ୍ୟାରେ ଅଟକିଛି ଡିଏମ୍‌ଏଫ୍‌ ପ୍ରକଳ୍ପ

ଯାଜପୁର ଅଫିସ,୨।୧୧: ଯାଜପୁର ଜିଲାରେ ୧୭ଟି ଉନ୍ନୟନ ପ୍ରକଳ୍ପ (ପ୍ରତ୍ୟେକର ମୂଲ୍ୟ ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ବିଭିନ୍ନ କାରଣରୁ ସମ୍ପୂର୍ଣ୍ଣ ହୋଇପାରୁନାହିଁ। ସେଥିରୁ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠି ଓ ଷ୍ଟେଟ ପ୍ଲାନରୁ ୮ଟି ଲେଖାଏ ଏବଂ ଗ୍ରାମୀଣ…

ଦୁରାରୋଗ୍ୟରେ ସୁକାନ୍ତ: ଅର୍ଥ ଅଭାବରୁ ହୋଇପାରୁନି ଚିକିତ୍ସା

ବରୀ,୨।୧୧(ଡି.ଏନ.ଏ.): ଗରିବ ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ଏସବୁ ଯୋଜନା କେତେକ ସ୍ଥାନରେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ ପାରୁନାହିଁ। ଯାହାର ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲାର ବରୀ ବ୍ଲକ ଅଞ୍ଚଳରେ। ବ୍ଲକ ଅଧୀନ ରମ୍ପା…

ନିଯୁକ୍ତି, ରାଜସ୍ବ ଗିଳିବ ସ୍ଲରି ପାଇପ୍‌

ଯାଜପୁର ଅଫିସ,୨।୧୧: ଶିଳ୍ପ କମ୍ପାନୀଗୁଡ଼ିକ ଏବେ ସ୍ଲରି ପାଇପ୍‌ ଲାଇନ ବିଛାଇ ଖଣିଜ ପଦାର୍ଥ ପରିବହନ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିଯୋଗୁ କର୍ମନିଯୁକ୍ତି ହ୍ରାସ ପାଇବା ସହ ସରକାର ବିପୁଳ ପରିମାଣର ରାଜସ୍ବ ହରାଇବେ ବୋଲି ରାଜ୍ୟ ଜଳ ସମ୍ପଦ ବିଭାଗ…

ଆଉ ଏକ ଖଣି ଦୁର୍ନୀତିର ପୂର୍ବାଭାସ

ଯାଜପୁର ଅଫିସ,୧ା୧୧: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର, ହରଦେଇପୁର ପ୍ରଭୃତି ଅଞ୍ଚଳରେ ଶନିବାର ବିପୁଳ ପରିମାଣର ଚୋରା ଲୁହାପଥର ଜବତ ହୋଇଛି। ଯାଜପୁରରୋଡ ଖଣି ଉପନିର୍ଦ୍ଦେଶାଳୟ ପକ୍ଷରୁ ପ୍ରାୟ ୨୦୦ଟନ୍‌ ଚୋରା ଲୁହାପଥର ଜବତ କରାଯାଇଛି। ରିପୋର୍ଟ ଲେଖା…

ଜଳସେଚନ ପ୍ରକଳ୍ପକୁ ଗିଳୁଛି ପଥର ଖାଦାନ

ଯାଜପୁର ଅଫିସ,୩୦।୧୦ରାଜ୍ୟ ସରକାର ଜଳସେଚନ ଜମିର ପରିମାଣ ବୃଦ୍ଧି କରିବାକୁ ବୃହତ୍‌, ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ସମେତ ଡଗ୍‌ୱେଲ, ବୋର୍‌ୱେଲ ଇତ୍ୟାଦି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଯାଜପୁର ଜିଲା ପ୍ରଶାସନ ପ୍ରଭାବଶାଳୀ ଗୋଷ୍ଠୀଙ୍କ ସ୍ବାର୍ଥକୁ ଗୁରୁତ୍ୱ ଦେଉଥିବାରୁ…

କାମରେ ଲାଗୁନି ସରକାରୀ ଅର୍ଥ

ଯାଜପୁର ଅଫିସ,୨୯ା୧୦:ରାଜ୍ୟ ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀମାନଙ୍କ ପାଖରେ ଗତ ୧୯ ତାରିଖ ସୁଦ୍ଧା ୧୨ କୋଟି ୨ ଲକ୍ଷ ୪ ହଜାର ଟଙ୍କା ଖର୍ଚ୍ଚ ନ ହୋଇ ପଡ଼ିରହିଛି। ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗର ବିଭିନ୍ନ ନିବାସ ଏବଂ…

ସନ୍ଦେହ ବଢ଼ାଉଛି ବେହିସାବ ଖର୍ଚ୍ଚ

ଯାଜପୁର ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ବାବଦ ପୁନରୁଦ୍ଧାର ଓ ଥଇଥାନ ରାଶିର ହିସାବ ତଥା ବିନିଯୋଗ ପ୍ରମାଣପତ୍ର(ୟୁସି)ଦେବାରେ ବିଫଳ ହୋଇଛନ୍ତି। ଗତ ୧୦ ବର୍ଷରେ ଆବଣ୍ଟିତ ହୋଇଥିବା ସିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌, ଏନ୍‌ସିସିଏଫ୍‌…

ବରୁହଁ।-କଳାମାଟିଆ ପୂର୍ତ୍ତ ବିଭାଗ ରାସ୍ତା ଜବରଦଖଲ ହଟୁନି, ବଢୁଛି ଦୁର୍ଘଟଣା

ବରୀ,୨୫।୧୦(ଡି.ଏନ.ଏ.): ବରୁହଁ।-କଳାମାଟିଆ ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରୁ ଜବରଦଖଲ ହଟୁନି। ଏଥିଯୋଗୁ ଏହି ରାସ୍ତାର ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ରାସ୍ତାକୁ ଜବରଦଖଲ କରି ଦୋକାନୀମାନେ ବ୍ୟବସାୟ କରୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି…

ସରିଲା ମା’ ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ୍‌,୨୪ା୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରା ଶନିବାର ଶେଷ ହୋଇଛି। ମା’ଙ୍କୁ ମହାମାୟା ବେଶରେ ସଜ୍ଜିତ କରାଯାଇଥିଲା। ଚଳିତ ବର୍ଷ ୯ ଦିନ ପରିବର୍ତ୍ତେ ୮ ଦିନ ରଥଯାତ୍ରା କରାଯାଇଥିବାରୁ ଅପରାହ୍ନରେ ରଥକୁ ବେଢ଼ା ପରିକ୍ରମା କରାଯାଇଥିଲା।…

ସରକାରଙ୍କ ସହାୟତାରେ ପ୍ରଶାସନ ବାଧକ

ଯାଜପୁର ଅଫିସ,୨୪ା୧୦: ଗତ ଅଗଷ୍ଟରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାକୁ ୨ ମାସ ପୂରିବାକୁ ଯାଉଛି। ବିପର୍ଯ୍ୟୟ ପରିଚାଳନା ଆଇନ(ଡିଏମ୍‌ଏ)-୨୦୦୫ର ରାଜ୍ୟ ନିର୍ବାହୀ କମିଟି ବୈଠକରେ ଘରଭଙ୍ଗା ଅଗ୍ରିମ ବାବଦକୁ ୨୬ ଜିଲାକୁ ୫୦ କୋଟି ଟଙ୍କା ଆବଣ୍ଟିତ ହୋଇସାରିଛି। ଏହାବାଦ୍‌ କପଡ଼ା…

ବେପାରୀଙ୍କ କବ୍‌ଜାରେ ଚାଷୀ ହାଟ

ରସୁଲପୁ୍‌ର, ୨୨।୧୦ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତର ୧୬ନଂ ଜାତୀୟ ରାଜପଥ ପାଶର୍‌ବସ୍ଥିତ ପରିବା ହାଟ ଚାଷୀ ହାଟ ଭାବେ ପରିଚିତ। ସ୍ଥାନୀୟ ଅଞ୍ଚଳର ଚାଷୀ ବିଭିନ୍ନ କିସମର ପନିପରିବା ଚାଷକରି ଏହି ହାଟକୁ ବିକ୍ରି କରିବାକୁ ଆସନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?