ଶିକ୍ଷୟିତ୍ରୀଙ୍କୁ ହାଣିଲେ ଦୁର୍ବୃତ୍ତ: ସ୍ବାମୀ, ଝିଅ ଗୁରୁତର
ଧର୍ମଶାଳା,୬ା୭(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ମିର୍ଜାପୁର ପଞ୍ଚାୟତ ସାରଙ୍ଗକିରଣ ଗାଁରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଜଣେ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରିବା ସହ ତାଙ୍କ ସ୍ବାମୀ ଓ ଝିଅଙ୍କୁ ହାଣି ଦେଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…
କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଉତ୍ତେଜନା
ଯାଜପୁର ଅଫିସ୍/କଳିଙ୍ଗନଗର, ୪ା୭(ଡି.ଏନ୍.ଏ.): ଯାଜପୁର ଜିଲାରେ ଖୋଲିଥିବା ଶିଳ୍ପ କାରଖାନାଗୁଡ଼ିକରେ ନିଯୁକ୍ତିରେ ଅଣଓଡ଼ିଆଙ୍କୁ ପ୍ରାଧାନ୍ୟ ଦିଆଯାଉଥିବା ବେଳେ କ୍ରମେ ଏକ ଅଣଓଡିଆ ସଂସ୍ଥା ସ୍ଥାନୀୟ ଶ୍ରମିକଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇଛି। କଳିଙ୍ଗନଗର ଟାଟା ଷ୍ଟିଲର ଜୁସକୋ (ଜାମସେଦପୁର ୟୁଟିଲିଟି ଆଣ୍ଡ…
ପୋତି ହେଉଛି ବ୍ରାହ୍ମଣୀ ନଦୀଶଯ୍ୟା
ବରୀ,୩ା୭(ଡି.ଏନ୍.ଏ.): ବରୀ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଶଯ୍ୟା ଖନନ କରା ନ ଯିବା ଓ ବିଭିନ୍ନ ସ୍ଥାନରେ ବୁଦା ସୃଷ୍ଟି ହୋଇଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଚାଷ ଜମିକୁ ଜଳସେଚନରେ ସମସ୍ୟା ଉପୁଜୁଛି। ଅନ୍ୟପଟେ ବର୍ଷର ଅଧିକାଂଶ ସମୟ…
ରୋଗ ବାଣ୍ଟି ଚିକିତ୍ସାରେ ଶୋଷଣ
ଯାଜପୁର ଅଫିସ,୩।୭:ଯାଜପୁର ଜିଲା କଳିଙ୍ଗନଗରରେ ଶିଳ୍ପ କାରଖାନା ଯୋଗୁ ବିସ୍ଥାପିତ ଓ ପ୍ରଭାବିତ ଲୋକମାନଙ୍କୁ ଉଚ୍ଚତର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଡୁବୁରୀ ଛକ ନିକଟରେ ୨୦୧୫ ଅଗଷ୍ଟରେ ଟାଟା ଷ୍ଟିଲ୍ ମେଡିକା ହସ୍ପିଟାଲ ପ୍ରତିଷ୍ଠା କରାଯାଇଛି। ବିସ୍ଥାପିତମାନଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ…
ଶିଳ୍ପାଞ୍ଚଳରେ ୬୪% କମ୍ ବର୍ଷା
ଯାଜପୁର ଅଫିସ୍, ୨।୭: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଚଳିତ ବର୍ଷ ଜୁନରେ ସ୍ବାଭାବିକ ବର୍ଷାଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି। ଏହାସହ ସାରା ଜିଲାରେ ମଧ୍ୟ ୨୮ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି। ଓଡ଼ିଶା ରେନଫଲ ମନିଟରିଂ…
ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା
ଯାଜପୁର ଅଫିସ, ୨୯।୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲାର…
କରୋନା ପଜିଟିଭ୍ ଡାକ୍ତରଙ୍କ ସଂସ୍ପର୍ଶରେ ୬ ପରିବାର: ସଙ୍ଗରୋଧରେ ରହିଲେ ୪୦
ରସୁଲପୁର,୨୯ା୬ (ଡି.ଏନ୍.ଏ.): ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଜଣେ ଦାନ୍ତ ଡାକ୍ତର ଗତ ୨୩ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ସମ୍ପୃକ୍ତ ଡାକ୍ତର କଟକରେ ରହୁଥିଲେ ହେଁ ଗତ…
ଟାଟା ଷ୍ଟିଲ୍ କବ୍ଜାରେ ପ୍ରାକୃତିକ ଝରଣା
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ ବାହାରୁଥିବା…
ମିଳିଲାନି ସରକାରୀ ସହଯୋଗ: ଟଙ୍କା ଆଦାୟ କରି ନାଳ ସଫା କଲେ ଚାଷୀ
ରସୁଲପୁର,୨୭ା୬(ଡି.ଏନ.ଏ.): ପ୍ରଶାସନକୁ ଅନେକ ଗୁହାରି କରିବା ପରେ ମଧ୍ୟ ନାଳ ସଫେଇ ହୋଇ ପାରିଲାନି। ଶେଷରେ ଚାଷୀ ନିଜେ ଟଙ୍କା ଆଦାୟ କରି ନାଳ ସେଫଇ କରୁଛନ୍ତି। ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ଶ୍ରୀବନ୍ତପୁର ଓ ଜାବରା ପଞ୍ଚାୟତ ଚାଷୀଙ୍କ…
ଏମ୍ଜିଏନ୍ଆର୍ଇଜିଏ କାର୍ଯ୍ୟରେ ଚଞ୍ଚକତା
ରସୁଲପୁର,୨୬।୬ (ଡି.ଏନ୍.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ(ଏମ୍ଜିଏନ୍ଆର୍ଇଜିଏ) ଜରିଆରେ ଜବକାର୍ଡଧାରୀଙ୍କ ପରିବାରକୁ ବର୍ଷକୁ ଅନ୍ୟୂନ ୧୦୦ ଦିନର କାର୍ଯ୍ୟ ଯୋଗାଇ ଦିଆଯିବା ପାଇଁ ସରକାରୀ ନିୟମ ରହିଛି। ହେଲେ ଅନେକ ସ୍ଥାନରେ ପ୍ରଶାସନିକ ଅଧିକାରୀ, ଠିକାଦାରଙ୍କ…
ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍
ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ…
ଯୁବତୀଙ୍କ ଅଶ୍ଳିଳ ଫଟୋ ପୋଷ୍ଟ କରି ବନ୍ଧା ହେଲେ ଯୁବକ
ଧର୍ମଶାଳା, ୨୪।୬ (ଡି.ଏନ୍.ଏ.)-ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଅଭିଯୋଗରେ ଧର୍ମଶାଳା ଥାନା ପୋଲିସ ବନ୍ଧଢିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମର ସମୀର ଜେନା (୨୭)ଙ୍କୁ ବୁଧବାର ଗିରଫ କରିଛି। ସମୀର ସମ୍ପୃକ୍ତ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବିଭିନ୍ନ…
Archives


