ଯାଜପୁର

ବିକାଶର ପ୍ରୟୋଗଶାଳା ଏବେ ଦିଗହରା ଧର୍ମଶାଳା

ଧର୍ମଶାଳା/କାଏମା,୧୧ା୧୧(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ନେତୃତ୍ୱରେ ଧର୍ମଶାଳା ବ୍ଲକର ଶାନ୍ତିବାଜରଠାରେ ପୂର୍ବାହ୍ନରେ ଶତାଧିକ ବିଜେଡି କର୍ମୀ ଏକତ୍ରିତ ହୋଇ ବଡ଼ମଙ୍ଗଳପୁର, ବାଲିଗରି, ନରସିଂହପୁର,...

ବିଜେଡି ସମର୍ଥକ ସରପଞ୍ଚଙ୍କ ହାତ: ଭାଜପା

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାହାସୋଇ ପଞ୍ଚାୟତରେ ସରକାରୀ ଅନୁଦାନ ହରିଲୁଟ୍‌ ଏବଂ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ବଢ଼ିବାରେ ଲାଗିଥିବା ଅଭିଯୋଗ ହେଉଛି। ଏନେଇ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ସମସ୍ତ ପ୍ରକଳ୍ପର ସବିଶେଷ...

ସୂଚନା ଅଧିକାର କର୍ମୀ, ସ୍ତ୍ରୀଙ୍କୁ ମାଡ଼ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ ଦାବି

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପ ଓ ଅନୁଦାନ ସଂକ୍ରାନ୍ତରେ ସୂଚନା ଅଧିକାର ଆଇନ (ଆରଟିଆଇ) ବଳରେ ତଥ୍ୟ ମାଗିବାରୁ ସୂଚନାଧିକାର କର୍ମୀ ଓ ତାଙ୍କ ସ୍ତ୍ରୀଙ୍କ ରାସ୍ତାରେ ଘୋଷାଡି ମରଣାନ୍ତକ ଆକ୍ରମଣ...

ଯାଜପୁରରେ ଏକାଠି ଦେଖାଗଲେ ବର୍ଷା-ଅନୁଭବ, ରାଜନୀତିରେ ହଲଚଲ!

ଭୁବନେଶ୍ୱର,୮।୧୧:ଯାଜପୁର କାଳୀପୂଜାରେ ଏକାଠି ହୋଇଛନ୍ତି ବର୍ଷା-ଅନୁଭବ । ବିବାହ ବିଚ୍ଛେଦ ପରେ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳିଛି । ହେଲେ କେହି କାହା ବିଷୟରେ ମୁହଁ ଖୋଲିନାହାନ୍ତି । ଯାଜପୁରର ଗଣପର୍ବ କାଳୀପୂଜା ଅବସରରେ ପୂଜା କମିଟି ପକ୍ଷରୁ ଆୟୋଜିତ...

ଅଧିକ ଭୋଟ୍‌ ପାଇଁ ଭୋଟରମାନଙ୍କୁ ପ୍ରଣାମ ଜଣାଇଲେ ବବି ଦାସ, କହିଲେ ଯାଜପୁର ମାଟି…

ବରୀ,୪ା୧୧(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରବିବାର ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଥାନୀୟ ବରୀ ମାଉଣ୍ଡଠାରୁ ଆରମ୍ଭ ହୋଇ ଅଟିରା ପଞ୍ଚାୟତସ୍ଥିତ ସନ୍ଥନ ମଠଠାରେ ଶେଷ ହୋଇଛି।...

ମଦବୋଝେଇ ମିନି ଟ୍ରକ୍‌-ଆମ୍ବୁଲାନ୍ସ ଧକ୍କା: ଲୋକ ବୋହିନେଲେ ମଦପେଟି

ଚଣ୍ଡିଖୋଲ,୩।୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ମଦ ବୋଝେଇ ମିନି ଟ୍ରକ୍‌କୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ଘଟଣାସ୍ଥଳରେ ମଦ ବୋଝେଇ...

ମାଟି ତଳେ ଥିଲା ଶ୍ରମିକଙ୍କ ହାତଗୋଡ଼ ବନ୍ଧା ମୃତଦେହ

ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୩।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍‌ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌(ଏନ୍‌ଆଇଏନ୍‌ଏଲ୍‌)ର ବ୍ୟାଚିଂ ପ୍ଲାଣ୍ଟ ନିକଟରେ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର...

ଏନ୍‌ଆଇଏନ୍‌ଏଲ୍‌ କାରଖାନାରେ ଶ୍ରମିକ ନିଖୋଜ ମାମଲା: ମାଟି ତଳୁ ମିଳିଲା ମୃତଦେହ

ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୨ା୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍‌ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌(ଏନ୍‌ଆଇଏନ୍‌ଏଲ୍‌)ର ବ୍ୟାଚିଂ ପ୍ଲାଣ୍ଟ ନିକଟ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର...

ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପଡ଼ିଲା ମହଙ୍ଗା

ଭୁବନେଶ୍ୱର,୨ା୧୧: ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍‌-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ମାତ୍ର ବିଭିନ୍ନ ସମୟରେ ଏଥିରେ ଅନିୟମିତା ହେଉଥିବା ଅଭିଯୋଗ ହେଉଛି।...

ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କୁ କେବଳ ଭାତ ଖାଇବାକୁ ଦିଆଯାଇଥିଲା। ପିଲାମାନେ ତରକାରି...

କମ୍ପାନୀକୁ କାମ କରିବାକୁ ଆସି ପୁଅ ନିଖୋଜ: ବଢୁଛି ସନ୍ଦେହ…

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ନୀଳାଚଳ ଇସ୍ପାତ ନିଗମ ଲିମିଟେଡର ଭେଣ୍ଡର ପାର୍ଟନର ସତ୍ୟମ୍‌ ଏଣ୍ଟରପ୍ରାଇଜେସ ଅଧୀନରେ ହେଲପର ଭାବେ କାର୍ଯ୍ୟ କରୁଥିବା ସିଲୁ ପ୍ରଧାନ ଗତ ୩୦ ତାରିଖରୁ ନିଖୋଜ ଥିବା ନେଇ ନେଇ ଶୁକ୍ରବାର ପରିବାର ଲେକେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri