ସରପଞ୍ଚଙ୍କ ସଟ୍ଡାଉନ୍ ନିଷ୍ପତ୍ତିକୁ ବ୍ଲକ ପ୍ରଶାସନର ନାଁ; କ୍ଷମତାର ଅପବ୍ୟବହାର କରୁଛନ୍ତି ସରପଞ୍ଚ
ଚଣ୍ଡିଖୋଲ୧୪।୫ (ଡି.ଏନ୍.ଏ.): ବଡଚଣା ବ୍ଲକ ଅଧୀନ ସୁଙ୍ଗୁଡା ପଞ୍ଚାୟତକୁ ୧୩ ତାରିଖ ସନ୍ଧ୍ୟା ୫ଟାରୁ ୪୮ ଘଣ୍ଟା ସଟ୍ଡାଉନ୍ କରିବାକୁ ସରପଞ୍ଚ ନିଷ୍ପତ୍ତି ନେଇଥିବା ବେଳେ ଏହାକୁ ବିଡିଓ ସେହିଦିନ ଖାରଜ କରିଦେଇଥିଲେ। ହେଲେ ସରପଞ୍ଚ ଜିଲାପାଳ କ୍ଷମତାର ସୁରୁପଯୋଗ...
ବରୀ ବ୍ଲକର ୪ କରୋନା ଆକ୍ରାନ୍ତ ସୁସ୍ଥ
ରତ୍ନଗିରି,୧୪।୫(ଡି.ଏନ୍.ଏ.)-ଯାଜପୁର ଜିଲାର ୧୫ କରୋନା ଆକ୍ରାନ୍ତ ଗୁରୁବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବରୀ ବ୍ଲକର ରହିଛନ୍ତି। ସେମାନେ ତଲକାଇପଡା, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତର ବୋଲି ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାଶ ସୂଚନା ଦେଇଛନ୍ତି।...
ଗୋବିନ୍ଦାବାଟି ଗ୍ରାମରୁ ୨ ପଜିଟିଭ୍ ଚିହ୍ନଟ ପରେ ୨୪ ଘଣ୍ଟିଆ ଶଟ୍ଡାଉନ୍ ଘୋଷଣା
ରତ୍ନଗିରି,୧୪ା୫(ଡି.ଏନ୍.ଏ.) : ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦବାଟି ଗ୍ରାମରୁ ଦୁଇ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଦୁଇ ଜଣଙ୍କ ବୟସ ୬୦ ଓ ୩୫ ବୋଲି ଜଣାପଡ଼ିଛି। ଗତ କିଛିଦିନ ପୂର୍ବରୁ ଦୁଇ...
ବଡ଼ଚଣା ବ୍ଲକ ଅଞ୍ଚଳରୁ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ
ଚଣ୍ଡିଖୋଲ,୧୪।୫(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ସାଉଡିଆ ପଞ୍ଚାୟତରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବ୍ଲକର ଏହା ପ୍ରଥମ ପଜିଟିଭ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି। ତେବେ ଉକ୍ତ ବ୍ୟକ୍ତିଜଣଙ୍କ...
ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା
ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତର...
ଯାଜପୁର ଜିଲାରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍
ଯାଜପୁର ଅଫିସ୍,୧୩।୫: କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍ ବୁଧବାର ଯାଜପୁର ଜିଲା ଗସ୍ତ କରି ଜିଲାରେ କରୋନା ପଜିଟିଭ୍ ସଂଖ୍ୟା ସ୍ଥିତି ଓ ଚିକିତ୍ସା ପ୍ରଣାଳୀ ସହ ସ୍ବାବ ସଂଗ୍ରହ, ରିପୋର୍ଟ, ଅସ୍ଥାୟୀ ଚିକିତ୍ସା କେନ୍ଦ୍ର(ଟିଏମସି) ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଏହି...
ନିଳାଚଳ କାରଖାନା ପରିସରରେ ଶ୍ରମିକଙ୍କ ଆନ୍ଦୋଳନ
ଯାଜପୁର ଅଫିସ,୧୩।୫: କଳିଙ୍ଗନଗର ନିଳାଚଳ ଇସ୍ପାତ ନିଗମ ଲିଃ(ଏନଆଇଏନଏଲ)କୁ ଲ୍କଡାଉନ ସମୟରେ ବନ୍ଦ କରି ଦିଆଯିବା ଯୋଗୁ ପ୍ରାୟ ୪ ହଜାର କର୍ମଚାରୀ ଓ ଶ୍ରମିକଙ୍କ ଜୀବିକା ବିପନ୍ନ ହୋଇଯାଇଛି। ୩ ମାସ ହେଲା କର୍ମଚାରୀ ଓ ଶ୍ରମିକମାନଙ୍କୁ ଦରମା...
କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଯାଜପୁର ଜିଲାପାଳ, ବରୀ ବିଧାୟିକା
ବରୀ,୧୩।୫(ସ୍ବ.ପ୍ର): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ବରୀ ବିଧାୟିକା ସୁନନ୍ଦା ଦାସ ବୁଧବାର ବରୀ ଗସ୍ତରେ ଆସି କରୋନା ପାଇଁ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଅଟିରା, ବାଲିଆ, ରାଜତୋଟାରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିବା...
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର
ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୧୧୬ ଜଣ କରୋନା ଆକ୍ରାନ୍ତ...
ବରୀରେ ୧୭୩ ସ୍ବାବ୍ ସଂଗ୍ରହ
ରତ୍ନଗିରି,୧୨।୫(ଡି.ଏନ.ଏ)-ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ ପୋଥାଳଙ୍କ ସହଯୋଗରେ ମଙ୍ଗଳବାର ମୋଟ୍ ୧୭୩ ସ୍ବାବ ସଂଗ୍ରହ କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର...
ବିଞ୍ଝାରପୁର ବ୍ଲକରେ ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ
ବିଞ୍ଝାରପୁର,୧୨।୫(ଡି.ଏନ.ଏ)-ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ୧୦ଦିନ ବ୍ୟବଧାନ ପରେ ମଙ୍ଗଳବାର ପୁଣି ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯାଥାକ୍ରମେ ୫୪, ୩୨ ରହିଛି। ଉଭୟେ ନିକଟରେ କୋଲକୋତାରୁ ଫେରି କ୍ୱାରାଣ୍ଟାଇନ...
ବରୀରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ରହିଛି କୋଲକାତା ଲିଙ୍କ
ରତ୍ନଗିରି, ୧୨।୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ସଂକ୍ରମିତଙ୍କ ମଧ୍ୟରେ ରହିଛନ୍ତି ୪୫ ବର୍ଷୀୟ ପୁରୁଷ ଏବଂ ତାଙ୍କ ୧୨ ବର୍ଷୀୟ ଝିଅ। ଆକ୍ରାନ୍ତମାନେ ଚନ୍ଦନପୁର ପଞ୍ଚାୟତ ଅଞ୍ଚଳର...
Archives


