ଯାଜପୁର

ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ

ଛତିଆ,୨ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ଜର୍ଦ୍ଦା ସହିତ ବ୍ୟବହୃତ ବିଭିନ୍ନ ଯନ୍ତ୍ରପାତି ଜବତ କରାଯାଇଛି।…

ଠେଙ୍ଗାପାଳିରେ ଜଙ୍ଗଲ ସୁରକ୍ଷା

ନୟାଗଡ଼ ଅଫିସ,୨।୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଟାଙ୍ଗନାଡି ଗାଁରେ ପଦା ହୋଇଥିବା ୪ଜଙ୍ଗଲକୁ ଗ୍ରାମବାସୀ ଠେଙ୍ଗାପାଳିରେ ସୁରକ୍ଷା ଦେଇ ସବୁଜିମା କରାଇ ପାରିଛନ୍ତି। ତେବେ ଜୀବନଜୀବିକା ପ୍ରଭାବିତ ପରେ ଆଦିବାସୀମାନେ ମେଳି ହୋଇ ଏଭଳି କାମ କରିବାକୁ…

ନିର୍ଦ୍ଦେଶରେ ସୀମିତ ସିଇଟିପି

ଯାଜପୁର ଅଫିସ,୨।୧୦: ଯାଜପୁର ଜିଲା ବ୍ରାହ୍ମଣୀ ନଦୀତଟବର୍ତ୍ତୀ ଅଞ୍ଚଳରେ ପ୍ରଦୂଷିତ ଜଳର ଉପଚାର କରିବାକୁ ସିଇଟିପି (କମନ୍‌ ଇଫ୍ଲ୍ୟୁଏଣ୍ଟ ଟ୍ରିଟମେଣ୍ଟ ପ୍ଲାଣ୍ଟ) ସ୍ଥାପନ ପାଇଁ ହାଇକୋର୍ଟ ପ୍ରାୟ ୫ ବର୍ଷ ତଳେ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରି କି ସୁପ୍ରିମକୋର୍ଟଙ୍କ ରିଟ୍‌…

ଅଚଳ ବୋର୍‌ଓ୍ବେଲ୍‌ରେ ବଢ଼ିବ ଭୂତଳ ଜଳସ୍ତର

ଯାଜପୁର ଅଫିସ,୨୭ା୯: ସମ୍ପ୍ରତି ରାଜ୍ୟ ଓ ଦେଶର ଏକ ବଡ଼ ସମସ୍ୟା ହେଉଛି ଭୂତଳ ଜଳସ୍ତର ହ୍ରାସ। ଏହି ସମସ୍ୟାର ସମାଧାନ କିପରି କରାଯିବ ସେନେଇ ବିିଭିନ୍ନ ଚିନ୍ତା ଓ ଯୋଜନା କରାଯାଉଛି। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ପୂର୍ବରୁ ଖନନ…

ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ…

ରିଲିଫ ଚାଉଳ ବଣ୍ଟନରେ ଦୁର୍ନୀତି

ଯାଜପୁର ଅଫିସ୍‌,୨୫।୯: ରିଲିଫ୍‌ ଚାଉଳ ହଡ଼ପ କରାଯାଇଥିବା ନେଇ ଜିଲାପାଳଙ୍କୁ ଅଭିଯୋଗ ହେବାର ଗୋଟିଏ ଦିନ ପରେ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରିବର୍ତ୍ତେ ଯାଜପୁର ବ୍ଲକ ଏରାବାଙ୍କ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ବିପନ୍ନ ପରିବାରକୁ ନୋଟିସ୍‌ ଜାରି…

କୋଟିଏ ଟଙ୍କାର ରାସ୍ତାରେ ବସୁଛି ହାଟ

ଯାଜପୁର ଅଫିସ/ଯାଜପୁର ରୋଡ୍‌, ୨୧।୯ (ଡି.ଏନ୍‌.ଏ.): କର୍ମବର୍ଦ୍ଧିଷ୍ଣୁ ଯାଜପୁର ସହରର ଟ୍ରାଫିକ ସମ୍ଭାଳିବାକୁ ସହରରେ ନୂତନ ବିକଳ୍ପ ରାସ୍ତା ପ୍ରତି ଧ୍ୟାନ ଦିଆଯାଉନାହିଁ। ଜିଲା ପ୍ରଶାସନ, କଳିଙ୍ଗନଗର ଉନ୍ନୟନ ପରିଷଦ ଓ ଯାଜପୁର ମ୍ୟୁନିସିପାଲିଟିର ଏ ଦିଗରେ ସମନ୍ବିତ ଉଦ୍ୟମ ନାହିଁ…

ବନ୍ୟା ବିପନ୍ନଙ୍କ ଦୁଃଖ ବଢ଼ାଇଛି ଲଘୁଚାପ ବର୍ଷା

ବରୀ,୨୧ା୯(ଡି.ଏନ୍‌.ଏ.): ଗତ ଅଗଷ୍ଟରେ ହୋଇଥିବା ବନ୍ୟାରେ ବରୀ ବ୍ଲକର ବହୁ କଚ୍ଚା ଘର ଭାଙ୍ଗିଯିବା ଫଳରେ ବନ୍ୟା ପ୍ରଭାବିତ ଲୋକମାନେ ବାସହରା ହୋଇ ଉଚ୍ଚ ସ୍ଥାନ ଓ ନଦୀବନ୍ଧ ଉପରେ ଆଶ୍ରୟ ନେଇଥିଲେ। ବନ୍ୟା ଛାଡିବାର ଦୀର୍ଘ ତିନିସପ୍ତାହ ପରେ ବି…

ମା’ ବିରଜାଙ୍କ ରଥଯାତ୍ରା ପ୍ରସଙ୍ଗ: ହାଇକୋର୍ଟରେ ଆଉ ଏକ ଜନସ୍ବାର୍ଥ ମାମଲା

ଯାଜପୁର ଟାଉନ୍‌,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲାର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ପ୍ରସଙ୍ଗରେ ପୂର୍ବରୁ ମନ୍ଦିର ସେବାୟତ ପରିଷଦ ପକ୍ଷରୁ ହାଇକୋର୍ଟରେ ପିଟିସନ ଦାଖଲ ହୋଇଥିବା ବେଳେ ବୁଧବାର ହାଇକୋର୍ଟରେ ଆଉ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଯାଜପୁର ଓକିଲ ସଂଘ…

ସୁଧୁରୁନି ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା

ଯାଜପୁର ଅଫିସ୍‌/ ବରୀ,୧୮ା୯(ଡି.ଏନ୍‌.ଏ.): ଗତ ଅଗଷ୍ଟ ଶେଷ ସପ୍ତାହରେ ହୋଇଥିବା ବନ୍ୟା ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଇତିମଧ୍ୟରେ ୩ ସପ୍ତାହ କାଳ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ଯାଜପୁର ଜିଲା ବରୀ ବ୍ଲକର ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ତିଳେମାତ୍ର…

ମା’ବିରଜାଙ୍କ ରଥଯାତ୍ରା ପାଇଁ ହାଇକୋର୍ଟରେ ପିଟିଶନ

ଯାଜପୁର ଟାଉନ, ୧୫।୯ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଶାରଦୀୟ ଦୂର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତବର୍ଷ କରାଇବାକୁ ସେବାୟତ ପରିଷଦ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପ୍ରତିବର୍ଷ ମା’ଙ୍କର ଦୂର୍ଗାପୂଜା ଅବସରରେ ସ୍ବତନ୍ତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା

ବରୀ,୧୧।୯ (ଡି.ଏନ୍‌.ଏ.): ଚଳିତ ବନ୍ୟାରେ ବରୀ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ହଜାର ହଜାର ହେକ୍ଟର ଚାଷ ଉଜୁଡ଼ି ଯାଇଥିବା ବେଳେଅନେକ ଲୋକଙ୍କ ଘର ଭାଙ୍ଗି ଯାଇଥିବାରୁ ସେମାନେ ବାସହରା ହୋଇଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?