ଯାଜପୁର

ଏନ୍‌ଜିଟିରେ ସୁକିନ୍ଦା ରେଲ୍‌ୱେ ସାଇଡିଂ ମାମଲା: ୫ ସର୍ତ୍ତ ରଖି ମାମଲା ଫଇସଲା

ଯାଜପୁର ଅଫିସ,୧୧।୯: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଉଲ୍ଲଂଘନ ହେଉଥିବା ଅଭିଯୋଗ କରି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା (ଆବେଦନ ନମ୍ବର ୩୪/୨୦୨୦ ଇଜେଡ) ରୁଜୁ ହୋଇଥିଲା। ଏନ୍‌ଜିଟିର ବିଚାରପତି…

ଦୁତିଆ ଓଷା ଭାର ନେଇ ଯାଉଥିଲେ: ମାମୁ, ଭଣଜାଙ୍କୁ ଚପିଦେଲା ଟ୍ରକ

ରସୁଲପୁର, ୧୦।୯ (ଡି.ଏନ୍‌.ଏ.)ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ୬ ନଂ. ଜାତୀୟ ରାଜପଥର ଖଣ୍ଡିତର ନିକଟସ୍ଥ ଖରସ୍ରୋତା ପୋଲ ଉପରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଟ୍ରକ ଧକ୍କାରେ ମାମୁ ଭଣଜାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତ୍ୟକ୍ତ…

ବ୍ରାହ୍ମଣୀ, ବୈତରଣୀରେ ଅଟକିଛି ଏକାଧିକ ପ୍ରକଳ୍ପ

ଯାଜପୁର ଅଫିସ,୮।୯: ଯାଜପୁର ଜିଲା ଦେଇ ବ୍ରାହ୍ମଣୀ, ବୈତରଣୀ, ବୁଢା, ଖରସ୍ରୋତା ଓ ବିରୂପା ଆଦି ନଦୀ ପ୍ରବାହିତ ହୋଇଛି। ବ୍ରାହ୍ମଣୀନଦୀକୁ ମୁଖ୍ୟତଃ ଚିରସ୍ରୋତା କରାଯିବା ପାଇଁ ୧୯୫୬ରୁ ଦାବି ହୋଇ ଆସୁଥିଲେ ହେଁ ତାହା କାର୍ଯ୍ୟକାରୀ ହୋଇ ପାରୁନାହିଁ। ସେହିପରି…

୨୪ ଘାଇ ପାଇଁ ୧୨.୩୯ କୋଟି ବ୍ୟୟ ଅଟକଳ

ଯାଜପୁର ଅଫିସ,୭।୯: ଯାଜପୁର ଜିଲାର ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ହୋଇଥିବା ବନ୍ୟାରେ ଜାରକା ଜଳସେଚନ ଡିଭିଜନ ଅଧୀନରେ ଥିବା ନଦୀବନ୍ଧରେ ୨୧ ଏବଂ ଯାଜପୁର ଜଳସେଚନ ଡିଭିଜନରେ ୪ଟି ଘାଇ ସୃଷ୍ଟି ହୋଇଛି। ଏସବୁର ପୁନରୁଦ୍ଧାର ପାଇଁ ୧୨ କୋଟି…

ଧର୍ମଶାଳା ବ୍ଲକରେ ବନ୍ୟା: ୭ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଫସଲ କ୍ଷତିଗ୍ରସ୍ତ

ଧର୍ମଶାଳା,୪।୯ (ଡି.ଏନ୍‌.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଓ ପ୍ରଳୟଙ୍କାରୀ ବନ୍ୟା ଯୋଗୁ ଧର୍ମଶାଳା ବ୍ଲକ ଅଧୀନ ୪୫ ପଞ୍ଚାୟତର ୭ ହଜାର ୭ଶହ ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି। ବ୍ଲକ କୃଷି ବିଭାଗ ଓ ରାଜସ୍ବ ବିଭାଗ ପକ୍ଷରୁ ମିଳିତ ଭାବେ…

ପରିବା ବ୍ୟବସାୟୀଙ୍କ ଉପରେ ମାଡ଼ିଗଲା ଟ୍ରକ, ଜଣଙ୍କ ଜୀବନ ଗଲା; ୨ ଗୁରୁତର

ରସୁଲପୁର,୪ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତର ଓଡ଼ଙ୍ଗ ଠାରେ ଶୁକ୍ରବାର ଭୋର୍‌ ସମୟରେ ୧୬ନଂ ଜାତୀୟ ରାଜପଥ ଉପରେ ବସୁଥିବା ଦୈନିକ ପରିବା ହାଟରେ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ ସ୍ଥାନୀୟ ପ୍ରଥମାଖଣ୍ଡି ପଞ୍ଚାୟତର ଅଶୋକ ସେଠୀ(୩୨)…

ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ

ଯାଜପୁର ଅଫିସ୍‌/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି ଚାଷଜମି ଜଳମଗ୍ନ ହୋଇ ରହିଥିବା ସହ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଦିନକୁ ଦିନ ବଢ଼ିବାରେ…

ବରୀ ବିଧାୟିକାଙ୍କୁ କରୋନା

ବରୀ,୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବିଧାୟିକା ସୁନନ୍ଦା ଦାସ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ଏବେ ହୋମ୍‌ ଆଇସୋଲେଶନରେ ଅଛନ୍ତି। କିଛି ଦିନ ଭିତରେ…

କମୁଛି ବନ୍ୟାଜଳ, ବଢୁଛି ଦୁର୍ଦ୍ଦଶା

ଚଣ୍ଡିଖୋଲ, ୩୧।୮ (ଡି.ଏନ୍‌.ଏ.): ବିରୂପା, କେଲୁଅ ଓ ଗେଙ୍ଗୁଟି ନଦୀରେ ବନ୍ୟା ଯୋଗୁ ବଡ଼ଚଣା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଦୁଇ ଦିନ ଧରି ବହୁ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ରବିବାରଠାରୁ ବନ୍ୟାପାଣି ଛାଡ଼ୁଥିବା ଦେଖାଯାଇଛି। ମାତ୍ର ମହାନଦୀରେ…

ମୁଣ୍ଡ ଗୁଞ୍ଜିବାକୁ ଠିକଣା ଖୋଜା

ଯାଜପୁର ଅଫିସ/ବରୀ,୩୧।୮ (ଡି.ଏନ.ଏ.): ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ଜଳପତ୍ତନ ହ୍ରାସ ହେବା ପରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ତେବେ ପ୍ରଳୟଙ୍କରୀ ବନ୍ୟା ଯୋଗୁ ଜିଲାରେ ସୃଷ୍ଟି ହୋଇଥିବା ୩୦ ଘାଇ ଦ୍ୱାରା ନିର୍ଗତ…

ଯାଜପୁର ଜିଲାରେ ୨୯ ଘାଇ

ଯାଜପୁର ଅଫିସ,୨୯ା୮: ବ୍ରାହ୍ମଣୀ, ବୈତରଣୀ ଏବଂ ଏହାର ଶାଖା ନଦୀଗୁଡ଼ିକ ଦ୍ୱାରା ଯାଜପୁର ଜିଲାରେ ବନ୍ୟା ସୃଷ୍ଟି ହୋଇଛି। ଶୁକ୍ରବାର ୨୯ଟି ସ୍ଥାନରେ ଘାଇ ସୃଷ୍ଟି ହୋଇ ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ରାସ୍ତା ଧୋଇ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।…

ବୈତରଣୀରେ ବନ୍ୟା ସ୍ଥିତି ଗମ୍ଭୀର

ଯାଜପୁର ଅଫିସ/ କୋରେଇ/ ବିଞ୍ଝାରପୁର/ ଯାଜପୁର ଟାଉନ/ବରୀ/ ଧର୍ମଶାଳା, ୨୭ା୮ (ସ୍ବ.ପ୍ର./ଡି.ଏନ୍‌.ଏ.) ତିନିଦିନ ଧରି ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଜିଲାର କୋରେଇ, ଯାଜପୁର, ଦଶରଥପୁର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?