ଯାଜପୁର

ବରୀରେ ବାତ୍ୟା ‘ଅମ୍ପନ’ର ପ୍ରଭାବ: ଯୋଗାଯୋଗ ବିଚ୍ଛିନ୍ନ, ବିଦ୍ୟୁତ୍‌ ସରବରାହ ବନ୍ଦ

ରତ୍ନଗିରି/ବରୀ, ୨୦।୫(ଡି.ଏନ୍‌.ଏ./ସ୍ବ.ପ୍ର.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବ ଯାଜପୁର ଜିଲା ବରୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ପ୍ରବଳ ପବନ ବହିବା ସହ ବର୍ଷା ଲାଗିରହିଛି। ପ୍ରବଳ ପବନ ଯୋଗୁ ରାସ୍ତା ଉପରେ ବହୁ…

ବରୀରୁ ୧୦୦ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ରତ୍ନଗିରି,୧୯ା୫(ଡି.ଏନ.ଏ.)-ବରୀ ବ୍ଲକରୁ ମଙ୍ଗଳବାର ୧୦୦ ଜଣ ପ୍ରବାସୀ ଓଡିଆଙ୍କ ସ୍ବାବ୍‌ ଜିଲା ସ୍ବାସ୍ଥ୍ୟ ବିଭାଗ ସଂଗ୍ରହ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ବରୀ ଗ୍ରସ୍ତରେ ଆସି ବାଳିଆପାଳ ସ୍ଥିତ ବିଧାନ ଚନ୍ଦ୍ର ଏକଡେମୀଠାରେ ପହଞ୍ଚି ସ୍ବାବ୍‌ ସଂଗ୍ରହ କରିଥିଲେ। ବରୀ…

ଖାଦ୍ୟ ନ ଖାଇ ଧାରଣାରେ ବସିଲେ ଅନ୍ତେବାସୀ

ଚଣ୍ଡିଖୋଲ, ୧୮।୫ (ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ପତରାଜପୁର ପଞ୍ଚାୟତ ପତରାଜପୁର ହାଇସ୍କୁଲ ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଶ୍ରମିକଙ୍କୁ ନିମ୍ନମାନର ଖାଦ୍ୟ ମିଳିବା ଓ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର ଉକ୍ତ…

ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ

ରସୁଲପୁର, ୧୮।୫ (ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଆଥ୍‌ଲେଟ। ରାଜ୍ୟ ଓ ଦେଶ ପାଇଁ ସେ ଅନେକ ଗୌରବ ଆଣି ଦେଇଛନ୍ତି। ଲଗାତର…

ବରୀରୁ ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା

ରତ୍ନଗିରି,୧୮ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକରୁ  ସୋମବାର ସକାଳେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ନୂଆ ୪ ସଂକ୍ରମିତ ବ୍ୟକ୍ତି ଓ ଗତକାଲି ବରୀରୁ ଜଣେ ଆକ୍ରାନ୍ତଙ୍କୁ ମିଶାଇ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସୂଚନାଯୋଗ୍ୟ,…

ହିତାଧିକାରୀଙ୍କ ଚାଉଳ କାଟିବା ଘଟଣା: ବାଲିବିଲି ପଞ୍ଚାୟତ ରିଟେଲର ନିଲମ୍ବିତ

ବରୀ/ରତ୍ନଗିରି,୧୮ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ବାଲିବିଲି ପଞ୍ଚାୟତର ସରକାରୀ ରିଟେଲର ଅନିରୁଦ୍ଧ ସାମଲ ନିଲମ୍ବତ ହୋଇଥିବା ନିଲମ୍ବିତ ରାଜ୍ୟ ଯୋଗାଣ ମନ୍ତ୍ରୀ ଟୁଇଟ୍‌ ମାଧ୍ୟମରେ ଜଣାଇଛନ୍ତି। ଏହି ଗ୍ରାମର ହିତାଧିକାରୀମାନଙ୍କ ଚାଉଳ କାଟିବା ଯୋଗୁ ହିତାଧିକାରୀମାନେ ବରୀ ଗୋଷ୍ଠୀ…

ପ୍ରଶାସନ ନିଷ୍ପତ୍ତିକୁ ଲୋକଙ୍କ ବିରୋଧ

ରତ୍ନଗିରି, ୧୭।୫ (ଡି.ଏନ୍‌.ଏ.)-ବରୀ ବ୍ଲକ ଅଧୀନ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ଆଉ ୧୪ ଦିନ ବଢ଼ାଇ ଦିଆଯାଇଛି। ଜିଲା ପ୍ରଶାସନର ଏହି ନିର୍ଦ୍ଦେଶକୁ ସ୍ଥାନୀୟ ସରପଞ୍ଚ ବିଶ୍ୱନାଥ ନାୟକଙ୍କ…

ବରୀରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୪ ଛୁଇଁଲା

ବରୀ,୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଶନିବାର ସକାଳେ ଆଉ ୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀ ବ୍ଲକରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏହି ନୂଆ ୪ ଆକ୍ରାନ୍ତ କୋଲକାତା…

ବରୀ ବ୍ଲକରୁ ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ

ବରୀ, ୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସକାଳୁ ପୁଣି ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ ଜଣଙ୍କ ପୁରୁଷ ହୋଇଥିବା ବେଳେ…

ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ

ଜେନାପୁର/ଧର୍ମଶାଳା, ୧୫।୫ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅଧୀନ କବାଟବନ୍ଧ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଜଣେ ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର ଥାନା ଅଧୀନ ବଳଭଦ୍ରପୁର ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ସ୍ତ୍ରୀ ପଦ୍ମାବତୀ ବେହେରା। ପଦ୍ମାବତୀଙ୍କୁ ଶାଶୁଘର…

ବରୀ ବ୍ଲକ: ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟବିଭାଗ

ରତ୍ନଗିରି,୧୫।୫(ଡି.ଏନ୍‌.ଏ.)-ଯାଜପୁର ଜିଲା ସ୍ବାସ୍ଥ୍ୟ ବିଭାଗର ୨ଟି ଟିମ୍‌ ଶୁକ୍ରବାର ବରୀ ବ୍ଲକ ଗ୍ରସ୍ତରେ ଆସି ୨ଟି କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କରିଛନ୍ତି। ଗୋଟିଏ ଟିମ୍‌ ରତ୍ନଗିରିଠାରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ୫୦ ଜଣଙ୍କ ସ୍ବାବ୍‌ ସଂଗ୍ରହ…

ଡାଟାବେଶରେ ମିଳିବ କଳାକାରଙ୍କ ତଥ୍ୟ: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି

ଯାଜପୁର ଅଫିସ,୧୪।୫: ରାଜ୍ୟ ସରକାର କଳାକାରମାନଙ୍କର ଏକ ଡାଟାବେଶ୍‌ ବା ତଥ୍ୟପୂର୍ଣ୍ଣ ତାଲିକା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ପୂର୍ବରୁ ରାଜ୍ୟ ସରକାର ଜିଲା କଳା ସଂସ୍କୃତି ସଂଘ, ବ୍ଲକ କଳା ସଂସ୍କୃତି ସଂଘ ଗଠନ କରିଛନ୍ତି। ଯାହାଦ୍ୱାରା କଳାକାରମାନେ ସଂଗଠିତ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri