ଯାଜପୁର

ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ବରୀ,୧୦ା୮(ଡି.ଏନ.ଏ): ବନ୍ୟା ସମୟରେ ଲୋକମାନଙ୍କୁ ଉଦ୍ଧାର କରିବାକୁ ବ୍ୟବହୃତ ସରକାରୀ ବୋଟ୍‌ଗୁଡ଼ିକ ରାସ୍ତାକଡ଼ରେ ଦୀର୍ଘ ଦିନ ଧରି ଅଯତ୍ନ ଭାବେ ପଡ଼ିରହିଛି। ବରୀ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଖରସ୍ରୋତାର ଶାଖା ଦୁଧେଇ ନଦୀରେ ବନ୍ୟାଜଳ ପ୍ରବେଶ କରିସାରିଥିବା ବେଳେ ଏ…

ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସାଧାରଣ ଜନତାଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମାମଲାକୁ ଯଥାସମ୍ଭବ…

ପୁନଃ ଲିଜ୍‌ ସରିଲା, ସ୍ଥାନାନ୍ତର ହେଲାନି

ଯାଜପୁର ଅଫିସ,୮।୮: ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଓ ୫୩ ନମ୍ବର ଜାତୀୟ ରାଜପଥର ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତରଣ ସମସ୍ୟା ଅସମାହିତ ହୋଇରହିଛି। ଅବଧି ସରିବାର ପ୍ରାୟ ଅଢେଇ ମାସ ପରେ ପାଣିକୋଇଲି ଟୋଲପ୍ଲାଜାର ପୁନଃ ଲିଜ୍‌…

ନଗଡ଼ାକୁ ପକ୍କାରାସ୍ତା ପାଇଁ ରିପୋର୍ଟ ବାଧକ

ଯାଜପୁର ଅଫିସ୍‌,୮ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାଜନିତ ଶିଶୁମୃତ୍ୟୁ ଘଟଣା ୨୦୧୬ ଜୁଲାଇରେ ସାରା ଦେଶରେ ଚହଳ ପକାଇଥିଲା। ଏଥିଯୋଗୁ ରାଜ୍ୟ ଓ କେନ୍ଦ୍ର ସରକାର ମୁଣ୍ଡେଇଥିବା ବଦନାମକୁ ଲିଭାଇବା ପାଇଁ ଆପ୍ରାଣ ଉଦ୍ୟମ କରିଥିଲେ। ସରକାର ନଗଡ଼ାକୁ…

ଟ୍ରକ୍‌କୁ ପଛରୁ ଧକ୍କା ଦେଲା କାର୍‌: ୩ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଧର୍ମଶାଳା,୭ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଛକଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଏକ କାର୍‌ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଯାଉଥିବା…

ଫାଇଦାରେ ଆଗୁଆ, ନିଯୁକ୍ତିରେ ପଛୁଆ

ଯାଜପୁର ଅଫିସ୍‌,୬ା୮: କଳିଙ୍ଗନଗରରେ ଶିଳ୍ପାୟନ ପଛରେ ମୂଳ ଲକ୍ଷ୍ୟ ରହିଥିଲା ସ୍ଥାନୀୟ ଅଞ୍ଚଳ ସମେତ ରାଜ୍ୟର ନିଯୁକ୍ତି ଏବଂ ଅର୍ଥନୈତିକ କ୍ଷେତ୍ରରେ ବିକାଶ। ଏହି ଅଞ୍ଚଳକୁ ଶିଳ୍ପ ସ୍ଥାପନ କରିବାକୁ ଆସିଥିବା ଦେଶର ଅଗ୍ରଣୀ ଶିଳ୍ପ ସଂସ୍ଥାମାନେ ସେହିଭଳି ପ୍ରତିଶ୍ରୁତି ଦେଇ…

ଚାଷୀଙ୍କୁ ମିଳୁନି ଆର୍‌କେଭିୱାଇ ସହାୟତା

ଯାଜପୁର ଅଫିସ,୪। ୮: ଗତ ୨ ବର୍ଷ ମଧ୍ୟରେ ସାମୁଦ୍ରିକ ବାତ୍ୟା ହୁଡ୍‌ହୁଡ୍‌, ତିତ୍‌ଲି, ଫନୀ ଓ ଅମ୍ଫନ ଯୋଗୁ ଯାଜପୁର ଜିଲାର ଚାଷୀମାନେ ବିପୁଳ କ୍ଷତି ସହିଛନ୍ତି। ସେମାନଙ୍କ ବର୍ଷବର୍ଷର ସଞ୍ଚିତ ସମ୍ବଳ, ଫସଲ, ବୃକ୍ଷ ସମ୍ପଦ ନଷ୍ଟ ହୋଇଛି।…

‘ଜମି, ଗାଁ ନିଅ, ଆମକୁ ବିସ୍ଥାପିତ କର’

ଯାଜପୁର ଅଫିସ,୩ା୮: ଜିଲାରେ ସିମେଣ୍ଟ କାରଖାନା ପ୍ରତିଷ୍ଠା ପରେ ପ୍ରଦୂଷଣ ମାତ୍ରା ଅଧିକ ହୋଇଛି। ସୁକିନ୍ଦା ରେଲୱେ ସାଇଡିଂରେ ସିମେଣ୍ଟ କାରଖାନା ପାଇଁ ଉଦ୍ଦିଷ୍ଟ କଞ୍ଚମାଲ ଜିପସମ୍‌ ଅନଲୋଡିଂ ଆଖପାଖ ଅଞ୍ଚଳବାସୀଙ୍କ ଜୀବନକୁ ଦୁର୍ବିସହ କରିଛି। ଏହିମର୍ମରେ ଅଞ୍ଚଳବାସୀ ନ୍ୟାଶନାଲ ଗ୍ରୀନ୍‌…

ଶହୀଦ ସ୍ମୃତିପୀଠକୁ ଅଣଦେଖା

ବରୀ,୩ା୮: ସ୍ବାଧୀନତା ସଂଗ୍ରାମରେ ଯାଜପୁର ଜିଲା ବରୀ ବ୍ଲକର ଅବଦାନ ସ୍ବର୍ଣ୍ଣିମ ଇତିହାସରେ ସ୍ବତନ୍ତ୍ର ସ୍ଥାନ ପାଇଛି। ୧୯୪୨ମସିହାରେ ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ ସାମିଲ ହୋଇଥିବା ଏଠାକାର ସଂଗ୍ରାମୀମାନଙ୍କ ମଧ୍ୟରୁ ଗହ୍ମାପୂର୍ଣ୍ଣମୀ ତିଥିରେ ୪ଜଣ ଶ୍ରୀରାମପୁର ଗ୍ରାମର…

ଚୋରା ବ୍ୟବସାୟୀଙ୍କ କବ୍‌ଜାରେ ଜଙ୍ଗଲ ଜମି

ଯାଜପୁର ଅଫିସ, ୩୧।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଛାଖଣ୍ଡି, ଅଞ୍ଜିରା ଓ କୁସୁନପୁର ଜଙ୍ଗଲ କିସମ ମୌଜାର ୪୫୬.୩୪ ଏକର ଜମି କଳାପଥର ବ୍ୟବସାୟୀଙ୍କ କବଜାରେ ରହିଛି। ବଳଙ୍ଗ ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର…

ଖଣି ଅଞ୍ଚଳରୁ କ୍ରୋମାଇଟ୍‌ ପରିବହନ ବନ୍ଦ ଚେତାବନୀ

କାଳିଆପାଣି, ୩୧।୭ (ଡି.ଏନ୍‌.ଏ.) ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ପ୍ରତିଦିନ ଏକାଧିକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ କରୋନା ପାଇଁ ଅନେକଙ୍କୁ ଠିକ୍‌ ଭାବେ ଚିକିତ୍ସା ମିଳିପାରୁନି। ଏହାକୁ…

ରିଟେଲର ନେଇଛନ୍ତି ଏକାଧିକ କାର୍ଡ

ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା ମିଳିଛି। ଗଳାବାଟରେ ରିଟେଲରମାନେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ କାର୍ଡ ରଖିଥିବାବେଳେ ବାସ୍ତବ ହିତାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?