ଯାଜପୁର

ରବି ଧାନ କିଣା: କାଗଜପତ୍ରରେ ଧାର୍ଯ୍ୟ ପୂରଣ

ଯାଜପୁର ଅଫିସ, ୧୪।୭: ଗତ ମେ ୧୫ରୁ ଆରମ୍ଭ ହୋଇଥିବା ରବି ଋତୁ ଧାନ କିଣାରେ କୋରେଇ, ଦଶରଥପୁର, ବଡ଼ଚଣା, ବିଞ୍ଝାରପୁର ଓ ଧର୍ମଶାଳା ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। କରୋନା ସଂକ୍ରମଣ ଯୋଗୁ ଅଧିକାଂଶ ଚାଷୀ ରବି…

ଯୋକଡ଼ିଆରେ ନିର୍ମାଣ ହେବ ୨ୟ ବ୍ୟାରେଜ

ରସୁଲପୁର,୧୩।୭(ଡି.ଏନ.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକ ଅଧୀନ ଯୋକଡ଼ିଆଠାରେ ୧୩୮ବର୍ଷ ପରେ ୨ୟ ବ୍ୟାରେଜ ନିର୍ମାଣ ହେବାର ପରିକଳ୍ପନା କରାଯାଇଛି। ଉକ୍ତ ବ୍ୟାରେଜ ନିର୍ମାଣ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତାବ ରଖାଯାଇଥିଲା। ବିଭାଗର ଏହି ପ୍ରସ୍ତାବକୁ ଏକପ୍ରକାର ମଞ୍ଜୁରୀ ମିଳିସାରିଛି।…

୨ବର୍ଷ ହେଲା କନିଷ୍ଠ ଯନ୍ତ୍ରୀଙ୍କ ଅଫିସ୍‌ ବନ୍ଦ

ବରୀ, ୧୦।୭ (ଡି.ଏନ୍‌.ଏ.): ଯାଜପୁର ଜିଲା ଜାରକା ଡିଭିଜନ ବରୀ ଉପଖଣ୍ଡ ଜଳସମ୍ପଦ ବିଭାଗ ଅଧୀନରେ ଥିବା କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି ପାଲଟିଛି। ୨ବର୍ଷ ହେଲା ସେହି କାର୍ଯ୍ୟାଳୟକୁ ଯନ୍ତ୍ରୀ ଆସୁ ନ ଥିବାରୁ ଘରର ଚତୁଃପାର୍ଶ୍ୱରେ ଗଛଲତା ମାଡ଼ି…

ପ୍ରକଳ୍ପ ଅସମ୍ପୂର୍ଣ୍ଣ: ରେଳ ଚଳାଚଳ ନେଇ ଅନିଶ୍ଚିତତା

ଯାଜପୁର ଅଫିସ,୧୦।୭ – ଉପକୂଳ ଓଡ଼ିଶାର ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ରେଳରାସ୍ତା ମାଧ୍ୟମରେ ଯୋଡୁଥିବା ୮୨ କିଲୋମିଟର ଲମ୍ବ ହରିଦାସପୁର-ପାରାଦୀପ ରେଳପଥରେ ଖୁବ୍‌ଶୀଘ୍ର ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହେବ ବୋଲି ସୂଚନା ମିଳିଛି। କେନ୍ଦ୍ରାପଡାର ପୂର୍ବତନ ଏମ୍‌ପି…

ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ହାଣିଲେ ଦୁର୍ବୁତ୍ତ

ଯାଜପୁର ଅଫିସ, ୯।୭- ଯାଜପୁର ରୋଡ ଥାନା ଅନ୍ତର୍ଗତ ଖଣ୍ଡହତା ଛକ ନିକଟରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ଏହାସହ ତାଙ୍କ ସହିତ ଯାଉଥିବା ଅନ୍ୟଜଣେ ଶିକ୍ଷକ ଗୁରୁତର ଆହତ…

ଅଣନିଃଶ୍ୱାସୀ କରୁଛି ଓଏମ୍‌ସି ଡମ୍ପ

ଯାଜପୁର ଅଫିସ, ୯।୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ପଞ୍ଚାୟତ ଅଧୀନ ହାଟସାହି (ଗୁରୁଜଙ୍ଗପାଳ) ଗ୍ରାମ ପଟକୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଦକ୍ଷିଣ କାଳିଆପାଣି ଜବରଦସ୍ତି ତା’ର ଡମ୍ପ ସମ୍ପ୍ରସାରଣ କରିଚାଲିଛି। ଏହାସହ ଖଣି ଖନନ ଓ ବ୍ଲାଷ୍ଟିଂ ଯୋଗୁ…

ଶିକ୍ଷୟିତ୍ରୀଙ୍କୁ ହାଣିଲେ ଦୁର୍ବୃତ୍ତ: ସ୍ବାମୀ, ଝିଅ ଗୁରୁତର

ଧର୍ମଶାଳା,୬ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ମିର୍ଜାପୁର ପଞ୍ଚାୟତ ସାରଙ୍ଗକିରଣ ଗାଁରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଜଣେ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରିବା ସହ ତାଙ୍କ ସ୍ବାମୀ ଓ ଝିଅଙ୍କୁ ହାଣି ଦେଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଉତ୍ତେଜନା

ଯାଜପୁର ଅଫିସ୍‌/କଳିଙ୍ଗନଗର, ୪ା୭(ଡି.ଏନ୍‌.ଏ.): ଯାଜପୁର ଜିଲାରେ ଖୋଲିଥିବା ଶିଳ୍ପ କାରଖାନାଗୁଡ଼ିକରେ ନିଯୁକ୍ତିରେ ଅଣଓଡ଼ିଆଙ୍କୁ ପ୍ରାଧାନ୍ୟ ଦିଆଯାଉଥିବା ବେଳେ କ୍ରମେ ଏକ ଅଣଓଡିଆ ସଂସ୍ଥା ସ୍ଥାନୀୟ ଶ୍ରମିକଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇଛି। କଳିଙ୍ଗନଗର ଟାଟା ଷ୍ଟିଲର ଜୁସକୋ (ଜାମସେଦପୁର ୟୁଟିଲିଟି ଆଣ୍ଡ…

ପୋତି ହେଉଛି ବ୍ରାହ୍ମଣୀ ନଦୀଶଯ୍ୟା

ବରୀ,୩ା୭(ଡି.ଏନ୍‌.ଏ.): ବରୀ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଶଯ୍ୟା ଖନନ କରା ନ ଯିବା ଓ ବିଭିନ୍ନ ସ୍ଥାନରେ ବୁଦା ସୃଷ୍ଟି ହୋଇଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଚାଷ ଜମିକୁ ଜଳସେଚନରେ ସମସ୍ୟା ଉପୁଜୁଛି। ଅନ୍ୟପଟେ ବର୍ଷର ଅଧିକାଂଶ ସମୟ…

ରୋଗ ବାଣ୍ଟି ଚିକିତ୍ସାରେ ଶୋଷଣ

ଯାଜପୁର ଅଫିସ,୩।୭:ଯାଜପୁର ଜିଲା କଳିଙ୍ଗନଗରରେ ଶିଳ୍ପ କାରଖାନା ଯୋଗୁ ବିସ୍ଥାପିତ ଓ ପ୍ରଭାବିତ ଲୋକମାନଙ୍କୁ ଉଚ୍ଚତର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଡୁବୁରୀ ଛକ ନିକଟରେ ୨୦୧୫ ଅଗଷ୍ଟରେ ଟାଟା ଷ୍ଟିଲ୍‌ ମେଡିକା ହସ୍ପିଟାଲ ପ୍ରତିଷ୍ଠା କରାଯାଇଛି। ବିସ୍ଥାପିତମାନଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ…

ଶିଳ୍ପାଞ୍ଚଳରେ ୬୪% କମ୍‌ ବର୍ଷା

ଯାଜପୁର ଅଫିସ୍‌, ୨।୭: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଚଳିତ ବର୍ଷ ଜୁନରେ ସ୍ବାଭାବିକ ବର୍ଷାଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି। ଏହାସହ ସାରା ଜିଲାରେ ମଧ୍ୟ ୨୮ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି। ଓଡ଼ିଶା ରେନଫଲ ମନିଟରିଂ…

ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା

ଯାଜପୁର ଅଫିସ, ୨୯।୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?