CORONAVIRUS UPDATE: ଯାଜପୁରରୁ ଆଉ ୨ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି
ଭୁବନେଶ୍ୱର, ୨।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ଶନିବାର ଅପରାହ୍ନରେ ଯାଜପୁରରୁ ଆଉ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି। ସେହିଭଳି ଯାଜପୁରରେ…
ବିଞ୍ଝାରପୁର ବ୍ଲକକୁ ଛୁଇଁଲା କରୋନା: କୋଲକାତା ଫେରନ୍ତା ବୃଦ୍ଧ ଆକ୍ରାନ୍ତ
ବିଞ୍ଝାରପୁର,୨।୫(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଶୁକ୍ରବାର ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ଗ୍ରାମର ୬୩ ବର୍ଷିୟ ବୃଦ୍ଧ ବୋଲି ଜଣାପଡିଛି। ଗତ ମାର୍ଚ୍ଚ ୨୯ ତାରିଖରେ ବୃଦ୍ଧ ଏକ ବୋଲେରୋ ରିଜର୍ଭକରି…
ବରୀରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ: ପ୍ରାୟ ୧୦୦୦ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଅନୁମାନ
ବରୀ/ରତ୍ନଗିରି,୨।୫(ସ୍ବ.ପ୍ର./ଡି.ଏନ୍.ଏ.): ଯାଜପୁର ଜିଲା ଶନିବାର ୫ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ବରୀ ବ୍ଲକର ବୋଲି ଜଣାପଡ଼ିଛି। ତେବେ ପ୍ରଥମ ଥର ବରୀ ବ୍ଲକରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ବରୀ ବ୍ଲକ କଳାମାଟିଆ ପଞ୍ଚାୟତର…
ଚାଷୀଙ୍କୁ ଦୁର୍ବ୍ୟବହାର କରି ପରିବା ଛଡାଇନେଲା ପୋଲିସ
ରତ୍ନଗିରି, ୧ା୫ (ଡି.ଏନ.ଏ.): ଲକ୍ଡାଉନ ଜାରି ରହିଥିବାବେଳେ ସରକାରୀ ନିର୍ଦ୍ଦେଶ ମୁତାବକ ସବୁ ଜିଲାର ସୀମା ସିଲ୍ କରିଦିଆଯାଇଛି। ଏ ସମୟରେ ଦୋକାନବଜାର ବନ୍ଦ ରହିଥିଲେ ହେଁ ଚାଷକାର୍ଯ୍ୟ ପାଇଁ ସରକାର କୋହଳ କରିଛନ୍ତି। ପନିପରିବା ଚାଷୀ ସେମାନଙ୍କ ଉପତ୍ାଦିତ ସାମଗ୍ରୀ…
ଯାଜପୁରର ନୂଆ ଆକ୍ରାନ୍ତ କଟିକଣା, ବିରଜାପୁର ଅଞ୍ଚଳର: ଅଛନ୍ତି ୭୫ ବର୍ଷୀୟ ବୃଦ୍ଧା, ୫୫ ବର୍ଷୀୟ ବ୍ୟକ୍ତି
ଯାଜପୁର ଅଫିସ,୧।୫: ଯାଜପୁର ଜିଲା ଦଶରଥପୁର ବ୍ଲକ କଟିକଟା ଓ ବିରଜାପୁର ଗ୍ରାମରେ ୨ ନୂଆ କରୋନା ସଂକ୍ରମିତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଏଥିରେ ବିରଜାପୁର ଗ୍ରାମର ୫୫ ବର୍ଷ ବୟସ୍କ ପୁରୁଷ ଓ କଟିକଟା ଗ୍ରାମର ୭୫ ବର୍ଷ ବୟସ୍କା…
CORONAVIRUS UPDATE: ଯାଜପୁରରେ ପୁଣି ୨ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭
ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରୁ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ପୂର୍ବରୁ ରାଜ୍ୟର ୩ ନୂଆ ପଜିଟିଭ୍ ବିଷୟରେ ସୂଚନା ଦିଆଯାଇଥିଲା। ସେମାନଙ୍କ…
ଖଣିସଂସ୍ଥା ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ଜିଲା ପ୍ରଶାସନର ପ୍ରୟାସ
କାଳିଆପାଣି,୩୦।୪(ଡିଏନଏ)- ଲକ୍ଡାଉନ ଯୋଗୁ ଯାଜପୁର ଜିଲାରେ ମାସେରୁ ଊର୍ଦ୍ଧ୍ୱ ସମୟ ଧରି ଖଣିସଂସ୍ଥାଗୁଡ଼ିକ ପ୍ରଭାବିତ ହୋଇଛି। କିଛି ଖଣିରେ ଆଶିଂକଭାବେ କ୍ରୋମ ଉତ୍ତୋଳନ ଓ ପରିବହନ ହେଉଥିବାବେଳେ ଏହାକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ପାଇଁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ…
ସର୍ବାଧିକ ଆକ୍ଟିଭ୍ କେସ୍ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ସେଥିରୁ ଜଣେ ସୁସ୍ଥ…
ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି
ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ। ପରେ ଏହି ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା। ଅଞ୍ଚଳରେ ମୋଟ ୨୬୯…
CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ତେବେ…
ଯାଜପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା, ସମସ୍ତେ କଟିକଟା କଣ୍ଟେନ୍ମେଣ୍ଟ ଅଞ୍ଚଳର
ଯାଜପୁର ଅଫିସ,୩୦।୪- ଯାଜପୁର ଜିଲାରେ ଗୁରୁବାର ଆଉ ୩ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। । ତେବେ ଏହାକୁ ମିଶାଇ ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା ୨୨ରେ ପହଞ୍ଚିଛି। ସଂକ୍ରମିତ ବ୍ୟକ୍ତିମାନେ ଦଶରଥପୁର ବ୍ଲକ କଟିକଟା ଗ୍ରାମପଞ୍ଚାୟତ କଟିକଟା ଗ୍ରାମର…
CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮
ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା…
Archives


