ଯାଜପୁର

ଜାଲ୍‌ ପ୍ରମାଣପତ୍ରରେ ଚାକିରି, ଭିଜିଲାନ୍ସରେ ମାମଲା: ବ୍ୟାସନଗର ସ୍ବୟଂଶାସିତ କଲେଜର ୩ ଅଧ୍ୟାପକଙ୍କୁ କାରଣ ଦର୍ଶାଅ ନୋଟିସ

ଯାଜପୁରରୋଡ,୧୫ା୬(ଡି.ଏନ.ଏ.): ଯାଜପୁର ଜିଲାର ଅନ୍ୟତମ ପ୍ରାଚୀନ ଶିକ୍ଷାନୁଷ୍ଠାନ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ନିଯୁକ୍ତି କେଳେଙ୍କାରୀ ଅଭିଯୋଗକୁ ନେଇ ମହାବିଦ୍ୟାଳୟର ୩ ଅଧ୍ୟାପକଙ୍କୁ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର କାରଣ ଦର୍ଶାଅ ନୋଟିସ (ପତ୍ରସଂଖ୍ୟା ୧୮୯୯୧/୧୧ା୬ା୨୦୨୦) ଦେଇଛନ୍ତି। ସେମାନେ ହେଲେ ଇଂଲିଶ…

କଳିଙ୍ଗନଗର ଶିଳ୍ପାଞ୍ଚଳ: ୨୫ ହଜାର ଲୋକ ନିଯୁକ୍ତି ହରାଇଛନ୍ତି

ଯାଜପୁର ଅଫିସ,୧୫।୬: ଗତ ୫ ବର୍ଷ ମଧ୍ୟରେ କଳିଙ୍ଗନଗର ଶିଳ୍ପ କାରଖାନାରେ କାର୍ଯ୍ୟରତ ପ୍ରାୟ ୨୦ ହଜାର ଠିକା ଶ୍ରମିକ ଏବଂ ୫ ହଜାରରୁ ଊର୍ଦ୍ଧ୍ୱ ନିୟମିତ କର୍ମଚାରୀ ନିଯୁକ୍ତି ହରାଇଛନ୍ତି। ଇତିମଧ୍ୟରେ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌, ମେସ୍କୋ ଷ୍ଟିଲ୍‌,…

ବିଆର୍‌ପିଏଲ୍‌ରୁ ଗଣ୍ଡାନାଳକୁ ଯାଉଛି ବର୍ଜ୍ୟଜଳ

ଯାଜପୁର ଅଫିସ,୧୩ା୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) କାରଖାନା ପାଇଁ ବାର୍ଷିକ ୪ ନିୟୁଟ ଟନ୍‌ ବିଶୋଧିତ ଲୌହଧାତୁ ହେଉଛି ମୁଖ୍ୟ କଞ୍ଚାମାଲ। ଏହା ବଡବିଲସ୍ଥିତ ଲୌହ ବିଶୋଧନ ପ୍ରକଳ୍ପରୁ ଏକମାତ୍ର ସ୍ଲରି ପାଇପ୍‌ଲାଇନ୍‌ ଦ୍ୱାରା ଅଣାଯାଉଛି। ଏଥିପାଇଁ…

ପୁନରୁଦ୍ଧାର ହେଉନି କଣ୍ଡସରା ନାଳ: ଦୁର୍ଦ୍ଦଶାରେ ଚାଷୀ

ରସୁଲପୁର, ୧୧।୬(ଡି.ଏନ୍‌.ଏ.): କୃଷି ଓ କୃଷକର ଉନ୍ନତି ଲାଗି କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଛନ୍ତି। ଏଥିଲାଗି ବିପୁଳ ଟଙ୍କା ସରକାରୀ ତହବିଲରୁ ଖର୍ଚ୍ଚ କରାଯାଉଥିଲେ ବି କେତେକ ସ୍ଥାନରେ ଏହାର ଠିକ୍‌ ଭାବେ ବିନିଯୋଗ କରାଯାଉନି। ଏଥିଯୋଗୁ…

ଶୋକାକୂଳ ପରିବେଶରେ ଯବାନଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ରତ୍ନଗିରି,୯।୬(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ନାଥପୁର ଗ୍ରାମର ଯବାନ ବିକାଶ ଚନ୍ଦ୍ର ପଣ୍ଡା(୩୬)ଙ୍କ ଶେଷକୃତ୍ୟ ଶୋକାକୂଳ ପରିବେଶ ମଧ୍ୟରେ ମଙ୍ଗଳବାର ସମ୍ପର୍ଣ୍ଣ ହୋଇଛି। ବରୀ ବିଧାୟିକା ସୁନନ୍ଦା ଦାସ, ଭାଜପା ନେତା ବିଶ୍ୱ ରଞ୍ଜନ ମଲ୍ଲିକ ସେଠାରେ ପହଞ୍ଚି…

ହିତେଶଙ୍କୁ ଶ୍ରେଷ୍ଠ ମ୍ୟୁଜିକାଲ ଚଳଚ୍ଚିତ୍ର ପୁରସ୍କାର

ଯାଜପୁରରୋଡ/ଯାଜପୁର ଅଫିସ,୯।୬: ଓରିଫାର୍ମିଂ ପକ୍ଷରୁ ଏପ୍ରିଲ ୨୮ରୁ ଜୁନ ୩ ପର୍ଯ୍ୟନ୍ତ ଅନ୍‌ଲାଇନରେ କୋଭିଡ-୧୯ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ରୋଡ୍‌ର ହିତେଶ କୁମାରଙ୍କୁ ଶ୍ରେଷ୍ଠ ମ୍ୟୁଜିକାଲ ପ୍ରାମାଣିକ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ହିତେଶଙ୍କ ଦ୍ୱାରା କୋଭିଡ୍‌…

ନଦୀରେ ବୁଡି ଗଲେ ଯବାନ: ୫ କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ

ରତ୍ନଗିରି,୮।୬(ଡି.ଏନ.ଏ.)- ଯାଜପୁର ଜିଲା ବଡଚଣା ବ୍ଲକ ବାଲିକୁଦା ବଜାର ନିକଟସ୍ଥ କେଲୁଅ ନଦୀରେ ବୁଡି ଜଣେ ଯବାନଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବରୀ ବ୍ଲକ ଧାରପୁର ପଞ୍ଚାୟତ ନାଥପୁର ଗ୍ରାମର ବିକାଶ ପଣ୍ଡା। ଘଟଣାରୁ ଜଣାପଡ଼ିଛି, ସକାଳେ ବିକାଶ ନଦୀକୁ…

୨ଟି ମତରେ ଶ୍ୟାମ୍‌ ଷ୍ଟିଲ୍‌ ସାମଗ୍ରୀ: ଆପତ୍ତି ଉଠାଇଥିଲା ପ୍ରକଳ୍ପର ଅଥରିଟି ଇଞ୍ଜିନିୟର୍ସ

ଯାଜପୁର ଅଫିସ,୮।୬: ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍‌ବିଏଡିସି) ପାଣ୍ଠିରେ କାର୍ଯ୍ୟକାରୀ ହେଉଥିବା ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପରେ ନିମ୍ନମାନର ଶ୍ୟାମ୍‌ ଷ୍ଟିଲ ସାମଗ୍ରୀ ବ୍ୟବହାର ହୋଇଛି। ଏନେଇ ଗତ ଜୁଲାଇରେ…

ଭିସା ଷ୍ଟିଲ୍‌କୁ ସୁରକ୍ଷା ଦେଉଛି ଏସ୍‌ପିସିବି

ଯାଜପୁର ଅଫିସ୍‌/ଯାଜପୁର ଟାଉନ (ଡି.ଏନ୍‌.ଏ), ୬।୬: କଳିଙ୍ଗନଗର ଭିସା ଷ୍ଟିଲ୍‌ କାରଖାନା ବର୍ଜ୍ୟଜଳରେ ସାଇନାଇଡ, ଫେନଲ, ହେକ୍ସାଭାଲେଣ୍ଟ କ୍ରୋମିୟମ ଆବଶ୍ୟକତାଠାରୁ ଅଧିକ ରହିଛି ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଲାବୋରେଟୋରି ରିପୋର୍ଟରୁ ପ୍ରମାଣିତ ହୋଇସାରିଛି। ହେଲେ ଏସ୍‌ପିସିବି କର୍ତ୍ତୃପକ୍ଷ ମୋଟା…

ରାଶନ ସାମଗ୍ରୀ ପ୍ରଦାନରେ ଅନିୟମିତତା ଅଭିଯୋଗ

ରସୁଲପୁର, ୫।୬ (ଡି.ଏନ୍‌.ଏ.)-କରୋନା ପାଇଁ ରାଶନକାର୍ଡଧାରୀଙ୍କୁ ୯୦ ଦିନର ରାଶନ ଆଗୁଆ ପ୍ରଦାନ କରିବାକୁ କେନ୍ଦ୍ର ସରକାର ଗତ ମାର୍ଚ୍ଚରେ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ରସୁଲପୁର ବ୍ଲକ ଅଞ୍ଚଳର ହିତାଧିକାରୀମାନଙ୍କୁ ଡିଲରମାନେ ଚାଉଳ ଓ ଗହମ ପ୍ରଦାନ କରିଥିବା ବେଳେ…

ଯାଜପୁରରେ ହେବ ନାଟ୍ୟମଣ୍ଡପ: ସଂସ୍କୃତି ମନ୍ତ୍ରୀ ବ୍ୟାସସରୋବର ଉନ୍ନତୀକୁ ସବୁଜ ସଙ୍କେତ

ଯାଜପୁର ଅଫିସ, ୫।୬-ଯାଜପୁରରେ ଏକ ନାଟ୍ୟ ମଣ୍ଡପ କରାଯିବ ବୋଲି ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଗୁରୁବାର ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ମନ୍ତ୍ରୀ ପାଣିଗ୍ରାହୀ ଯୋଗଦେଇ ନାଟ୍ୟମଣ୍ଡପ ଲାଗି ସ୍ଥାନ ଚୟନ…

ବନ୍ଧୁକ ଦେଖାଇ ୬୦ହଜାର ଲୁଟ୍‌

ସୁକିନ୍ଦା, ୫।୬ (ଡି.ଏନ୍‌.ଏ.)-ଯାଜପୁର ଜିଲା ସୁକିନ୍ଦା କ୍ରୋମ୍‌ ଉପାତ୍ୟାକାକୁ ସଂଯୋଗ କରୁଥିବା ଟମକା-ମଙ୍ଗଳପୁର ରାସ୍ତାରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ବନ୍ଧୁକ ଦେଖାଇ ଫାର୍ମା କମ୍ପାନୀର ଦୁଇ କର୍ମଚାରୀଙ୍କଠାରୁ ନଗଦ ୬୦ହଜାର ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ ଲୁଟି ନେଇଛନ୍ତି। ଖବରପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?