ଯାଜପୁର

ବିଦା ହେଉଛନ୍ତି ଓଡ଼ିଆ ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୪।୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ରହିଥିବା ଏକମାତ୍ର ପେଲେଟ କାରଖାନା ବିଆର୍‌ପିଏଲ୍‌ (ବ୍ରାହ୍ମଣୀ ରିଭର୍ସ ପିଲେଟ୍ସ ଲିମିଟେଡ) ରେ ଅଣଓଡିଆଙ୍କ ପ୍ରାଧାନ୍ୟ ଅଧିକ ରହୁଛି। ମନମୁଖି ଭାବେ ସ୍ଥାନୀୟ କର୍ମଚାରୀ ଓ ଶ୍ରମିକଙ୍କୁ ଚାକିରିରୁ ବାହାର କରି ଦିଆଯାଉଛି। ବିଆର୍‌ପିଏଲ୍‌କୁ ତ୍ରିବେଣୀ ଓ…

ସ୍ମିତାରାଣୀ ମୃତ୍ୟୁ ମାମଲା: ରୂପେଶ ଭଦ୍ରଙ୍କୁ ହାଇକୋର୍ଟରୁ ଜାମିନ

କଟକ ଅଫିସ୍‌/ଧର୍ମଶାଳା, ୨।୬(ଡି.ଏନ୍‌.ଏ.): ଯାଜପୁର ହରିଦାଶପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ରୂପେଶ ଭଦ୍ରଙ୍କୁ ସୋମବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗତ ଅକ୍ଟୋବରରୁ ସେ ଜେଲ୍‌ରେ ଥିଲେ। ଜଷ୍ଟିସ୍‌ ବିଭୂ ପ୍ରସାଦ ରାଉତରାୟ ମାମଲାର…

‘ଡିସ୍‌ଚାର୍ଜ ପୂର୍ବରୁ କରାଯାଇ ନ ଥିଲା ସ୍ବାବ୍‌ ପରୀକ୍ଷା’

ଯାଜପୁର ଅଫିସ୍‌/ରସୁଲପୁର, ୨।୬ (ଡି.ଏନ୍‌.ଏ.): କରୋନା ଚିକିତ୍ସାକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଆରୋଗ୍ୟ ହୋଇ ଫେରିଥିବା ଜଣେ ସଂକ୍ରମିତ। ମେଡିକାଲରୁ ଡିସ୍‌ଚାର୍ଜ କରାଯିବା ପୂର୍ବରୁ ତାଙ୍କର ସ୍ବାବ୍‌ ପରୀକ୍ଷା କରାଯାଇ ନ ଥିଲା। ଏପରିକି ସେ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ…

ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ, ଶାଶୁ, ଶ୍ୱଶୁର ଗିରଫ

ରତ୍ନଗିରି, ୩୧। ୫ (ଡି.ଏନ.ଏ)-ବରୀ ବ୍ଲକ ଅଧୀନ ମହାକାଳପଡ଼ା ପଞ୍ଚାୟତ ନିଳାପଦା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ପ୍ରିୟଦର୍ଶିନୀ ସିଂହ (୩୦)ଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କ ସ୍ବାମୀଙ୍କ ସମେତ ଶାଶୁ ଓ ଶ୍ୱଶୁରୁଙ୍କୁ ଗିରଫ କରିଛି। ପ୍ରିୟଦର୍ଶିନୀଙ୍କୁ ଶାଶୁଘର ଲୋକେ ଯୌତୁକ…

‘ଦାବି ପୂରଣ ନ ହେଲେ ବସ୍‌ ଚଳାଚଳରେ ସହଯୋଗ କରିବୁନି’

ରତ୍ନଗିରି, ୩୧।୫ (ଡି.ଏନ୍‌.ଏ.) -କରୋନା ପାଇଁ ଲକ୍‌ଡାଉନ୍‌ ଯୋଗୁ ଦୁଇ ମାସ ଧରି ବସ୍‌ ଚଳାଚଳ ବନ୍ଦ ରହିଥିଲା। ମାତ୍ର ଜୁନ୍‌ ୧ରୁ ବସ୍‌ ଚଳାଚଳ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ହେଲେ ଦାବି ପୂରଣ ନ ହେଲା ଯାଏ ବସ୍‌…

ପାଟନାଳୀ ପୁନରୁଦ୍ଧାର ନାଁରେ ୧୦ ଲକ୍ଷ ହଡ଼ପ ଉଦ୍ୟମ

ବରୀ, ୩୧।୫ (ସ୍ବ.ପ୍ର.)-ଉପକୂଳ ଜିଲାଗୁଡ଼ିକର ଖାଲୁଆ ଜମିରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହେବାରେ ସମସ୍ୟା ଯୋଗୁ ହଜାର ହଜାର ହେକ୍ଟର ଚାଷଜମିରେ ଫସଲ ନଷ୍ଟ ହେଉଛି। ତେବେ ଚାଷ ଜମିକୁ ଜଳସେଚନ ସୁବିଧା ସହ ଉଦ୍‌ବୃତ୍ତ ବର୍ଷାଜଳ ନିଷ୍କାସନ ନିମନ୍ତେ ପାଟନାଳୀ…

ଅମ୍ଫନ କ୍ଷତିପୂରଣ ଦାବି

ବିଞ୍ଝାରପୁର, ୨୮।୫ (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ ପ୍ରଭାବରେ ବିଞ୍ଝାରପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ଶହ ଶହ ପରିବାର ପ୍ରଭାବିତ ହୋଇଛନ୍ତି। ଅନେକଙ୍କର କଚ୍ଚା ଘର ଭାଙ୍ଗି ଯାଇଥିବା ବେଳେ ବହୁ ପରିବାର ଖୋଲା ଆକାଶ ତଳେ ପଡ଼ିଛନ୍ତି। ତହସିଲ ପ୍ରଶାସନ…

ଘରୁ ମଗାଇ ଖାଉଛନ୍ତି ପ୍ରବାସୀ

ବିଞ୍ଝାରପୁର,୨୫।୫(ଡି.ଏନ୍‌.ଏ.)-ବାହାର ରାଜ୍ୟରୁ ଆସିଥିବା ପ୍ରବାସୀ ଓଡ଼ିଆଙ୍କୁ ସଙ୍ଗରୋଧ ଗୃହରେ ମେନୁ ହିସାବରେ ଖାଦ୍ୟ ଦିଆଯାଉନି। ପ୍ରାୟ ସବୁଦିନ ବାଇଗଣ ତରକାରୀ ମିଳୁଛି। ଏ ନେଇ ଯେତେ କହିଲେ ବି ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି ବିଞ୍ଝାରପୁର ବ୍ଲକ କପିଳା…

ଇଦ୍‌ ପାଳନକୁ ନେଇ ସତର୍କତା: ମସ୍‌ଜିଦ୍‌ରେ ୧୪୪ ଧାରା ଜାରି

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-ଇଦ୍‌ ଉଲ୍‌ ଫିତର ପାଇଁ ରସୁଲପୁର ବ୍ଲକ ଅଧୀନ ବିଭିନ୍ନ ମସ୍‌ଜିଦ୍‌ରେ ୧୪୪ ଧାରା ଜାରି କରାଯାଇଛି। ବ୍ଲକର ମୁସଲମାନ ବହୁଳ ଅଞ୍ଚଳ ଭାବରେ ପରିଚିତ ବ୍ରହ୍ମବରଦା ଓ ମହେଶ୍ୱରପୁର ପଞ୍ଚାୟତର ୧୪ଟି ମସଜିଦ୍‌, ବାରବାଟୀ ପଞ୍ଚାୟତର ଦୁର୍ଗାପୁର…

କୃଷି କାର୍ଯ୍ୟାଳୟରେ ସାମାଜିକ ଦୂରତା ଭୁଲିଗଲେ ଚାଷୀ

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-କରୋନା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ଘାସମରା ଔଷଧ ନେବାକୁ ଆସିଥିବା ଚାଷୀମାନେ ସାମାଜିକ ଦୂରତା ରକ୍ଷା ନ କରି କୃଷି କାର୍ଯ୍ୟାଳୟ…

ବରୀର ୨ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ୍‌ ଆରୋଗ୍ୟ ହେଲେଣି ୬

ରତ୍ନଗିରି,୨୪ା୫(ଡି.ଏନ୍‌.ଏ.): ରବିବାର ଯାଜପୁରରୁ ମୋଟ୍‌ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ ମୋଟ୍‌…

କର୍କଟ ରୋଗରେ ପୀଡ଼ିତ କାଞ୍ଚନ: ଅର୍ଥାଭାବରୁ ହୋଇପାରୁନି ଚିକିତ୍ସା

ବିଞ୍ଝାରପୁର,୨୩ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଘଣ୍ଟିଆଳି ଗ୍ରାମର ୬୩ ବର୍ଷିୟା ବୃଦ୍ଧା କାଞ୍ଚନ ଦେଈଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ ହୋଇଛି। ତାଙ୍କ ସ୍ବାମୀ ନଟବର ପ୍ରଧାନ (୭୦) ବର୍ଷରେ ମଜୁରି ଲାଗି ପରିବାର ଚଳାଉଛନ୍ତି। କାଞ୍ଚନ ଏକ ବର୍ଷ ହେବ କର୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?