ଯାଜପୁର

ବିଞ୍ଝାରପୁରର ୫ ପଞ୍ଚାୟତ ଶଟଡାଉନ

ବିଞ୍ଝାରପୁର, ୪।୪ (ଡି.ଏନ.ଏ) : ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାରେ ଶୁକ୍ରବାର ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଅଧିକ ତତ୍ପରତା ପ୍ରକାଶ ପାଇଛି। ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ବିଞ୍ଝାରପୁର ବ୍ଲକର...

ରସୁଲପୁର ସୀମା ସିଲ୍ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୪ା୪(ଡି.ଏନ୍.ଏ.)-ଶୁକ୍ରବାର ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ବରୀ ବ୍ଲକ ପ୍ରଶାସନ ତରଫରୁ ବରୀ- ରସୁଲପୁର ସୀମାକୁ ଗୋଳକୁଣ୍ଡଠାରେ ସିଲ୍ କରାଯାଇଛି । ବରୀ ଥାନା...

ଯାଜପୁର, ବ୍ୟାସନଗର, ପାଣିକୋଇଲି, ଚଣ୍ଡିଖୋଲ ଶଟଡାଉନ୍ : ସମସ୍ତ ବ୍ଲକ ମୁଖ୍ୟାଳୟ ବନ୍ଦ ରହିବ

ଯାଜପୁର ଅଫିସ/ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.)- ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ପ୍ରଶାସନ ଆଶଙ୍କା କରୁଛି। ଏଥତ୍ପାଇଁ ଜିଲାର ବ୍ୟାପକ ଅଞ୍ଚଳକୁ ୪୮ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା କରାଯାଇଛି। ପ୍ରଥମେ...

କଟକଣାକୁ ଅଣଦେଖା: ପରିବା ମାକେର୍ଟରେ ଭିଡ଼

ଚଣ୍ଡିଖୋଲ,୪ା୪(ଡି.ଏନ୍.ଏ.)-କରୋନା ଭାଇରସ୍ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶକୁ ଲକଡାଉନ କରାଯାଇଛି। ସମଦୂରତ୍ୱ ରକ୍ଷା ପାଇଁ ଜୋର ଦିଆଯାଉଛି। କିନ୍ତୁ ଯାଜପୁର ଜିଲା ବଡ଼ଚଣା ବ୍ଲକର ବାଲିଚନ୍ଦ୍ରପୁରସ୍ଥିତ ପରିବା ମାର୍କେଟରେ ଶନିବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବାଲିଚନ୍ଦ୍ରପୁରଠାରୁ...

ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ବଦଳି

ରତ୍ନଗିରି,୪ା୪ (ଡି.ଏନ୍.ଏ.)-କୌଣସି କାରଣ ନ ଦର୍ଶାଇ ଅନୁପସ୍ଥିତ ରହିବା ଯୋଗୁ ଯାଜପୁର ଜିଲାର ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ହେମନ୍ତ କୁମାର ମହାରଣାଙ୍କୁ ବଦଳି କରାଯାଇଛି। କିଛିଦିନ ତଳେ ଜିଲାସ୍ତରୀୟ ଅଧିକାରୀଙ୍କ ଗସ୍ତ ସମୟରେ ସେ କାର୍ଯ୍ୟରେ...

ଗଞ୍ଜାମ ବ୍ଲକକୁ ସଂଖ୍ୟାଲଘୁ ସମ୍ପ୍ରଦାୟ ଲୋକ ପଶିଆସିଥିବା ଆଶଙ୍କା: ସୂଚନା ପାଇଲେ ଜଣାଇବାକୁ ପ୍ରଶାସନର ଅନୁରୋଧ

ଗଞ୍ଜାମ,୪ା୪(ବ୍ୟୁରୋ)- ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ଲୋକ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ଅଂଚଳକୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି । ଏଥିପାଇଁ ତହସିଲଦାର ଅବନୀ କୁମାର ସାହୁ ସରପଞ୍ଚ, ଅଙ୍ଗନବାଡ଼ି କର୍ମୀ ଓ ଜନସାଧାରଣଙ୍କୁ ଲିଖିତ ଭାବେ ଅବଗତ...

ଅଶ୍ବିନୀ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ଯାଜପୁର ଜିଲାର ସଂକ୍ରମିତ

ଯାଜପୁର ଟାଉନ, ୪।୪(ଡି.ଏନ. ଏ.)-ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବ୍ରହ୍ମବରଦାର ୩ କିମି ପରିଧି ଅଞ୍ଚଳକୁ ସିଲ କରି ଦିଆଯାଇଛି। ଶନିବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଜରୁରୀକାଳୀନ ବୈଠକରେ ଏହି...

ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ

କାଳିଆପାଣି,୪।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ ଏକମାତ୍ର ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ। ଯାଜପୁରରେ ପ୍ରଥମ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏହକ୍ରମରେ...

ଯାଜପୁରରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପର

ଯାଜପୁର ଟାଉନ,୪।୪: (ଡି.ଏନ.ଏ)- ଯାଜପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ରାତିରୁ ବ୍ରହ୍ମବରଦା ଅଞ୍ଚଳକୁ ସଟ ଡାଉନ ଘୋଷଣା କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ନଜରବନ୍ଦୀରେ ରଖାଯାଇଛି ।...

ଯାଜପୁର ଜିଲାରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ : ବ୍ରହ୍ମବରଦା ଅଞ୍ଚଳ ସିଲ

ଯାଜପୁର ଅଫିସ/ରସୁଲପୁର,୪।୪(ଡି.ଏନ.ଏ.)-ଯାଜପୁର ଜିଲା ବ୍ରହ୍ମବରଦାରେ ଶୁକ୍ରବାର ରାତିରେ ଜଣେ କରୋନା ଭାଇରସ ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାପରେ ବ୍ରହ୍ମବରଦା ଅଞ୍ଚଳକୁ ସିଲ କରି ଦିଆଯାଇଛି ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଶନିବାର ପୂର୍ବାହ୍ନରେ ଜିଲା ପ୍ରଶାସନର...

ବ୍ରହ୍ମବରଦାରେ ଆଉ ଜଣେ ନିଜାମୁଦ୍ଦିନ ଫେରନ୍ତା ଠାବ

ରସୁଲପୁର,୨।୪(ଡି.ଏନ୍‌.ଏ.): ନିଜାମୁଦ୍ଦିନରେ ଆୟୋଜିତ ମୁସଲମାନଙ୍କ ଧର୍ମସଭାରେ ଯୋଗଦେଇ ଫେରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଉ ଜଣଙ୍କୁ ବୁଧବାର ଯାଜପୁର ଜିଲା ରସୁଲପୁର ବ୍ଲକର ବ୍ରହ୍ମବରଦା ଅଞ୍ଚଳରେ ଠାବ କରିଛି ପ୍ରଶାସନ। ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ବୁଧବାର ସନ୍ଧ୍ୟାରେ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ...

ଯାଜପୁର ଜିଲାର ସୀମା ନାକାବନ୍ଦୀ

ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍‌ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି ଦିଆଯାଇଛି। ଜିଲା ପୋଲିସ ସେଠାରେ ୨୪ ଘଣ୍ଟା ପହରା ଦେଉଛି। ଜିଲା ବାହାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri