ଯାଜପୁର

ମରାମତି ହେଉନି ଟ୍ରାନ୍ସଫର୍ମର: ୬ ମାସ ହେଲା ଅନ୍ଧାରରେ ମଲ୍ଲାର ବସ୍ତିବାସିନ୍ଦା

ସୁକିନ୍ଦା,୨୩ା୫(ଡି.ଏନ.ଏ.)-ଦିନେ କିମ୍ବା ମାସେ ନୁହେଁ ଦୀର୍ଘ ୬ମାସ ହେବ ଅନ୍ଧାରରେ କାଳାତିପାତ କରୁଛନ୍ତି ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅଧୀନ ମୁଳଖମ୍ବ ଗ୍ରାମରେ ଥିବା ବିରଳ ଜନଜାତି ମଲ୍ଲାର ବସ୍ତିବାସିନ୍ଦା। ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ସେମାନେ ଏପରି ଅସୁବିଧା ଭୋଗ…

ଧର୍ମଶାଳାକୁ ଫେରିଲେଣି ୯୩୨ ପ୍ରବାସୀ

ଧର୍ମଶାଳା,୨୩ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକକୁ ଶୁକ୍ରବାର ସୁଦ୍ଧା ୯୩୨ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ବ୍ଲକ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କ ମଧ୍ୟରେ ୪୫ ମହିଳା ଓ ୧୮ଜଣ ଛୋଟ ପିଲା ରହିଛନ୍ତି। ବ୍ଲକ ଅଞ୍ଚଳକୁ ସର୍ବାଧିକ ୨୩୨ଜଣ ତେଲେଙ୍ଗାନାରୁ ଫେରିଛନ୍ତି। ସେହିପରି ତାମିଲନାଡୁରୁ…

ଯାଜପୁରରେ ସୁସ୍ଥ ହେଲେ ୮

ଯାଜପୁର ଅଫିସ,୨୨।୫-ଯାଜପୁର ଜିଲାରେ ଶୁକ୍ରବାର ୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ରସୁଲପୁର ବ୍ଲକର ମଙ୍ଗଳରାଜପୁର ଗ୍ରାମର ୪୨ ବର୍ଷୀୟ ବ୍ୟକ୍ତି ଥିବା ବେଳେ ସଦାନନ୍ଦପୁରର ୫୨ ବର୍ଷୀୟ ବ୍ୟକ୍ତି, ଦେଉଳୀ ଗ୍ରାମର ୫୩ ବର୍ଷୀୟ ବ୍ୟକ୍ତି, ବରୀ…

୩ ଯୁଗ୍ମ ସଚିବଙ୍କ ବିଞ୍ଝାରପୁର ଗସ୍ତ

ବିଞ୍ଝାରପୁର, ୨୨।୫ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ତିନି ପ୍ରମୁଖ ବିଭାଗର ଯୁଗ୍ମ ସଚିବ ଶୁକ୍ରବାର ବିଞ୍ଝାରପୁର ବ୍ଲକ ଗସ୍ତ କରି କରୋନା ସଂକ୍ରମଣ ଓ ବାତ୍ୟା ଅମ୍ଫନ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଆକଳନ କରିଛନ୍ତି। ରାଜସ୍ବ ବିଭାଗ ଯୁଗ୍ମ ସଚିବ ଦିଲ୍ଲୀପ କୁମାର…

ଅମ୍ଫନ୍‌ ବାତ୍ୟା ପ୍ରଭାବ: ବରୀ ପୋଲିସ ପ୍ରଶାସନ ପକ୍ଷରୁ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ରତ୍ନଗିରି,୨୧।୫(ଡି.ଏନ୍‌.ଏ): କରୋନା ସମୟରେ ମହାଯୋଦ୍ଧା ପାଲଟିଥିବା ପୋଲିସ ପ୍ରଶାସନ ଏବେ ଅମ୍ଫନ୍‌ ବାତ୍ୟାରେ ସଫେଇ କାର୍ଯ୍ୟକ୍ରମକୁ ନିଜ ହାତକୁ ନେଇଛି। ଗୁରୁବାର ବରୀ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପୋଲିସ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା। ବରୀ ଥାନାଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ରଙ୍କ…

ରାସ୍ତାରେ ଉପୁଡ଼ିପଡ଼ିଛି ବିଦ୍ୟୁତ୍‌ ଖୁଣ୍ଟ: ଯାତାୟାତ ବାଧାପ୍ରାପ୍ତ

ରତ୍ନଗିରି,୨୦ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମିଳିମିଳାପୁର ଗ୍ରାମରେ ବାତ୍ୟା ଅମ୍ଫନ୍‌ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ରାସ୍ତାରେ ବଡ଼ବଡ଼ ଗଛ ପଡ଼ିଥିବାରୁ ଗମନାଗମନ ଏକ ପ୍ରକାର ବନ୍ଦ ହୋଇଯାଇଛି। ରାସ୍ତା ଉପରେ ବିଦ୍ୟୁତ୍‌ତାର…

ବରୀରେ ବାତ୍ୟା ‘ଅମ୍ପନ’ର ପ୍ରଭାବ: ଯୋଗାଯୋଗ ବିଚ୍ଛିନ୍ନ, ବିଦ୍ୟୁତ୍‌ ସରବରାହ ବନ୍ଦ

ରତ୍ନଗିରି/ବରୀ, ୨୦।୫(ଡି.ଏନ୍‌.ଏ./ସ୍ବ.ପ୍ର.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବ ଯାଜପୁର ଜିଲା ବରୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ପ୍ରବଳ ପବନ ବହିବା ସହ ବର୍ଷା ଲାଗିରହିଛି। ପ୍ରବଳ ପବନ ଯୋଗୁ ରାସ୍ତା ଉପରେ ବହୁ…

ବରୀରୁ ୧୦୦ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ରତ୍ନଗିରି,୧୯ା୫(ଡି.ଏନ.ଏ.)-ବରୀ ବ୍ଲକରୁ ମଙ୍ଗଳବାର ୧୦୦ ଜଣ ପ୍ରବାସୀ ଓଡିଆଙ୍କ ସ୍ବାବ୍‌ ଜିଲା ସ୍ବାସ୍ଥ୍ୟ ବିଭାଗ ସଂଗ୍ରହ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ବରୀ ଗ୍ରସ୍ତରେ ଆସି ବାଳିଆପାଳ ସ୍ଥିତ ବିଧାନ ଚନ୍ଦ୍ର ଏକଡେମୀଠାରେ ପହଞ୍ଚି ସ୍ବାବ୍‌ ସଂଗ୍ରହ କରିଥିଲେ। ବରୀ…

ଖାଦ୍ୟ ନ ଖାଇ ଧାରଣାରେ ବସିଲେ ଅନ୍ତେବାସୀ

ଚଣ୍ଡିଖୋଲ, ୧୮।୫ (ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ପତରାଜପୁର ପଞ୍ଚାୟତ ପତରାଜପୁର ହାଇସ୍କୁଲ ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଶ୍ରମିକଙ୍କୁ ନିମ୍ନମାନର ଖାଦ୍ୟ ମିଳିବା ଓ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର ଉକ୍ତ…

ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ

ରସୁଲପୁର, ୧୮।୫ (ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଆଥ୍‌ଲେଟ। ରାଜ୍ୟ ଓ ଦେଶ ପାଇଁ ସେ ଅନେକ ଗୌରବ ଆଣି ଦେଇଛନ୍ତି। ଲଗାତର…

ବରୀରୁ ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା

ରତ୍ନଗିରି,୧୮ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକରୁ ସୋମବାର ସକାଳେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ନୂଆ ୪ ସଂକ୍ରମିତ ବ୍ୟକ୍ତି ଓ ଗତକାଲି ବରୀରୁ ଜଣେ ଆକ୍ରାନ୍ତଙ୍କୁ ମିଶାଇ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସୂଚନାଯୋଗ୍ୟ,…

ହିତାଧିକାରୀଙ୍କ ଚାଉଳ କାଟିବା ଘଟଣା: ବାଲିବିଲି ପଞ୍ଚାୟତ ରିଟେଲର ନିଲମ୍ବିତ

ବରୀ/ରତ୍ନଗିରି,୧୮ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ବାଲିବିଲି ପଞ୍ଚାୟତର ସରକାରୀ ରିଟେଲର ଅନିରୁଦ୍ଧ ସାମଲ ନିଲମ୍ବତ ହୋଇଥିବା ନିଲମ୍ବିତ ରାଜ୍ୟ ଯୋଗାଣ ମନ୍ତ୍ରୀ ଟୁଇଟ୍‌ ମାଧ୍ୟମରେ ଜଣାଇଛନ୍ତି। ଏହି ଗ୍ରାମର ହିତାଧିକାରୀମାନଙ୍କ ଚାଉଳ କାଟିବା ଯୋଗୁ ହିତାଧିକାରୀମାନେ ବରୀ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?