ଯାଜପୁର

ହୋମ କ୍ୱାରାଣ୍ଟାଇନରେ ଥିବା ଯୁବକଙ୍କ ଆତ୍ମହତ୍ୟା:୧୦ ଗ୍ରାମବାସୀ ଅଟକ

ଧର୍ମଶାଳା,୧୪ା୪(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଥାନା ଦେଉଦା ଗ୍ରାମର ସୁରେଶ ସାହୁ (୩୨) ନାମକ ଜଣେ ଯୁବକ ହୋମ କ୍ୱାରାଣ୍ଟାଇନରେ ଥିବାବେଳେ ସୋମବାର ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଆତ୍ମହତ୍ୟା ପାଇଁ ମୃତକଙ୍କ ସ୍ତ୍ରୀ ରଞ୍ଜନା ସାହୁ ଗ୍ରାମବାସୀଙ୍କୁ ଦାୟୀ…

ବନ୍ଦ ହେଲା ମଧୁବନ ସାପ୍ତାହିକ ହାଟ

ରସୁଲପୁର,୧୧।୪(ଡିଏନଏ): ହାଟଗୁଡିକରେ ସାମାଜିକ ଦୂରତ୍ୱ ଓ ସଂଗରୋଧ ରକ୍ଷା କରାଯାଉ ନ ଥିବାରୁ ଏହାକୁ କରୋନା ପାଇଁ ଉଷ୍ମପ୍ରବଣ ଅଞ୍ଚଳ ବୋଲି ମନେ କରାଯାଉଛି। ଏହିକ୍ରମରେ ପ୍ରଶାସନ ସମଗ୍ର ରାଜ୍ୟରେ ହାଟଗୁଡିକୁ ବିଭାଜିତ କରିବା ସହ ଖୋଲା ସ୍ଥାନକୁ ସ୍ଥାନାନ୍ତରିତ କରିଛି।…

ଫସି ରହିଛନ୍ତି ବାହାର ରାଜ୍ୟ, ଜିଲାର ଶତାଧିକ ଶ୍ରମିକ ସରିଗଲାଣି ଉପାର୍ଜିତ ଅର୍ଥ, ଖାଦ୍ୟ ପାଇଁ ନିବେଦନ

ଚଣ୍ଡିଖୋଲ,୧୧।୪(ଡି.ଏନ.ଏ)- ଯାଜପୁର ଜିଲା ବଡଚଣା ବ୍ଲକ ବଡବାଲିକୁଦା ପଞ୍ଚାୟତରେ ରାଜ୍ୟ ଓ ରାଜ୍ୟ ବାହାରର ଶ୍ରମିକ ଲକଡାଉନ ପାଇଁ ଫସି ରହିଛନ୍ତି। କରୋନା ପାଇଁ ଲକଡାଉନ ଘୋଷଣା ହେବା ଯୋଗୁ ଏମାନେ ନିଜ ରାଜ୍ୟ ଓ ଜିଲାକୁ ଯାଇପାରି ନାହାନ୍ତି। ପଞ୍ଚାୟତର…

କର୍ମଚାରୀଙ୍କୁ ଛଟେଇ କଲା ମିଶ୍ରିଲାଲ କମ୍ପାନୀ

କାଳିଆପାଣି,୧୧।୪(ଡିଏନଏ): ଲକ୍‌ଡାଉନ ସମୟରେ କୌଣସି କର୍ମଚାରୀଙ୍କୁ କମ୍ପାନିପକ୍ଷରୁ ଛଟେଇ କରାଯାଇ ପାରିବ ନାହିଁ କିମ୍ବା ଦରମା କାଟିପାରିବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି। ମାତ୍ର ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ ଏଡ଼ାଇ ଯାଇ ମିଶ୍ରିଲାଲ କମ୍ପାନୀ ପ୍ରାଥମିକ ପର୍ଯ୍ୟାୟରେ ୧୦ଜଣ…

ବମିଖାଲରୁ ଲୁଚି ପଳାଇ ଆସିଛନ୍ତି ଦମ୍ପତି, ଭୟରେ ଅଞ୍ଚଳବାସୀ

ରସୁଲପୁର,୧୧।୪(ଡିଏନଏ)- ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ରେ ପହଞ୍ଚତ୍ଛି। ଏଥିରେ ସର୍ବାଧିକ ଆକ୍ରାନ୍ତ ଭୁବନେଶ୍ୱର ଅଞ୍ଚଳର ବୋଲି ଜଣାପଡିଛି। ଏହି ସହରର ସତ୍ୟନଗର, ବମିଖାଲ, ସୁନ୍ଦରପଦା, ଝାରପଡ଼ା ଭଳି ଅଞ୍ଚଳରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏହିସବୁ ଅଞ୍ଚଳକୁ ସିଲ କରିଦିଆଯାଇଛି।…

କଲଣ ହାଟରେ କରୋନା କଟକଣା ବାଟବଣା

ରସୁଲପୁର,୯।୪(ଡିଏନଏ)- ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାରେ ଜିଲାର ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢିଯାଇଛି। କରୋନା ପାଇଁ ହାଟଗୁଡିକ ଉପରେ ପ୍ରଶାସନ ବିଶେଷ ଦୃଷ୍ଟି ଦେଉଛି। ପ୍ରଶାସନ ହାଟରେ ସାମାଜିକ ଦୂରତା ଓ ସଂଗରୋଧକୁ…

ଅମାନିଆଙ୍କ ଗାଡ଼ି ଚକାରୁ ପବନ କାଢ଼ିଦେଲା ପୋଲିସ

ବିଞ୍ଝାରପୁର,୯।୪(ଡି.ଏନ.ଏ.)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଳକୁଣ୍ଡ ଫାଣ୍ଡି ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ କେତେଜଣ ଅମାନିଆଙ୍କୁ ସାବାଡ କରିଛି ପୋଲିସ। ବିନା କାରଣରେ ବାଇକ ଧରି ବଜାରକୁ ଆସୁଥିବା ଯୁବକଙ୍କୁ ଗୁରୁବାର ପୋଲିସ ଯୋଗୁ ହଟହଟା ହେବାକୁ ପଡିଛି। ପ୍ରକାଶ ଯେ…

କରୋନା ବଦଳାଇ ଦେଲା ବେଉସା: କବାଡ଼ି ବ୍ୟବସାୟୀ ବିକିଲେ ପରିବା

ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍‌ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ ତଥା କ୍ଷୁଦ୍ର ବ୍ୟବସାୟୀମାନେ। ପରିବାର କେମିତି ଚଳିବ, ଅର୍ଥ କେଉଁଠୁ ଆସିବ ସେହି…

ଲକ୍‌ଡାଉନ ପ୍ରଭାବ: ଜୀବନ ବଞ୍ଚାଇଛି କାଇପୋକ, କନ୍ଦା ଆଳୁ

କାଳିଆପାଣି,୮।୪(ଡିଏନଏ):  ଯାଜପୁର ଜିଲା ସୁକିନ୍ଦା ବ୍ଳକ କଅଁସ ପଞ୍ଚାୟତର ଟିକରପଡ଼ା ଗ୍ରାମରେ ଏବେ ୫୩ ପରିବାର ବସବାସ କରୁଥିବାବେଳେ ବୁଧବାର ମାତ୍ର ୧୦ ପରିବାର ପାଖରେ ପହଞ୍ଚିଛି ଚାଉଳ ଓ ଆଳୁ। ଫଳରେ ଆହୁରି ୪୩ ପରିବାର କାଇ ପୋକ, ବାସି…

ଜମିବାଡ଼ିକୁ କେନ୍ଦ୍ର କରି ସଂଘର୍ଷ: ୩ ଗୁରୁତର, ୨ଗିରଫ

ବିଞ୍ଝାରପୁର, ୮।୪(ଡି.ଏନ.ଏ.): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ କାହ୍ନୁପୁର ଗ୍ରାମରେ ମଙ୍ଗଳବାର ଜମିବାଡିକୁ କେନ୍ଦ୍ରକରି ସଂଘର୍ଷ ଘଟିଥିଲା। ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଥିବାବେଳେ ସେମାନଙ୍କୁ ପ୍ରଥମେ ଯାଜପୁର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ଆହତମାନେ ହେଲେ ଜିତେନ୍ଦ୍ର…

ସ୍ବାସ୍ଥ୍ୟକେନ୍ଦ୍ରରେ ରହିଲାନି ସାମାଜିକ ଦୂରତ୍ୱ

ରତ୍ନଗିରି,୮।୪(ଡି.ଏନ.ଏ): ସାମାଜିକ ଦୂରତ୍ୱ ରକ୍ଷା କରବା ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। ଏହାକୁ ପାଳନ କରା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ରହିଛି। ପୋଲିସ ପ୍ରଶାସନ ବିଭିନ୍ନ ବ୍ୟବସାୟିକ ପେଣ୍ଠସ୍ଥଳ, ହାଟ, ବଜାରରେ ବ୍ୟାପକଭାବେ ଚଢାଉ…

ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ପୋଲିସର ସହାୟତା 

ରତ୍ନଗିରି,୮।୪(ଡି.ଏନ.ଏ): ଯାଜପୁର ଜିଲା ବରୀ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବରୀ ପୋଲିସ ସହଯୋଗର ହାତ ବଢାଇଛି। ବରୀ ଥାନାଧିକାରୀ ମାର୍କଣ୍ଡ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ହୋମଗାର୍ଡ ଦମୟନ୍ତୀ ସେଠୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଖାଦ୍ୟ ଦେବା ସହ ତାଙ୍କ ସେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri