ଯାଜପୁର

ପ୍ରଶାସନ ନିଷ୍ପତ୍ତିକୁ ଲୋକଙ୍କ ବିରୋଧ

ରତ୍ନଗିରି, ୧୭।୫ (ଡି.ଏନ୍‌.ଏ.)-ବରୀ ବ୍ଲକ ଅଧୀନ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ଆଉ ୧୪ ଦିନ ବଢ଼ାଇ ଦିଆଯାଇଛି। ଜିଲା ପ୍ରଶାସନର ଏହି ନିର୍ଦ୍ଦେଶକୁ ସ୍ଥାନୀୟ ସରପଞ୍ଚ ବିଶ୍ୱନାଥ ନାୟକଙ୍କ…

ବରୀରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୪ ଛୁଇଁଲା

ବରୀ,୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଶନିବାର ସକାଳେ ଆଉ ୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀ ବ୍ଲକରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏହି ନୂଆ ୪ ଆକ୍ରାନ୍ତ କୋଲକାତା…

ବରୀ ବ୍ଲକରୁ ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ

ବରୀ, ୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସକାଳୁ ପୁଣି ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ ଜଣଙ୍କ ପୁରୁଷ ହୋଇଥିବା ବେଳେ…

ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ

ଜେନାପୁର/ଧର୍ମଶାଳା, ୧୫।୫ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅଧୀନ କବାଟବନ୍ଧ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଜଣେ ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର ଥାନା ଅଧୀନ ବଳଭଦ୍ରପୁର ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ସ୍ତ୍ରୀ ପଦ୍ମାବତୀ ବେହେରା। ପଦ୍ମାବତୀଙ୍କୁ ଶାଶୁଘର…

ବରୀ ବ୍ଲକ: ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟବିଭାଗ

ରତ୍ନଗିରି,୧୫।୫(ଡି.ଏନ୍‌.ଏ.)-ଯାଜପୁର ଜିଲା ସ୍ବାସ୍ଥ୍ୟ ବିଭାଗର ୨ଟି ଟିମ୍‌ ଶୁକ୍ରବାର ବରୀ ବ୍ଲକ ଗ୍ରସ୍ତରେ ଆସି ୨ଟି କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କରିଛନ୍ତି। ଗୋଟିଏ ଟିମ୍‌ ରତ୍ନଗିରିଠାରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ୫୦ ଜଣଙ୍କ ସ୍ବାବ୍‌ ସଂଗ୍ରହ…

ଡାଟାବେଶରେ ମିଳିବ କଳାକାରଙ୍କ ତଥ୍ୟ: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି

ଯାଜପୁର ଅଫିସ,୧୪।୫: ରାଜ୍ୟ ସରକାର କଳାକାରମାନଙ୍କର ଏକ ଡାଟାବେଶ୍‌ ବା ତଥ୍ୟପୂର୍ଣ୍ଣ ତାଲିକା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ପୂର୍ବରୁ ରାଜ୍ୟ ସରକାର ଜିଲା କଳା ସଂସ୍କୃତି ସଂଘ, ବ୍ଲକ କଳା ସଂସ୍କୃତି ସଂଘ ଗଠନ କରିଛନ୍ତି। ଯାହାଦ୍ୱାରା କଳାକାରମାନେ ସଂଗଠିତ ହେବା…

କିମ୍ଭିରିଆପାଳରେ ୨ କରୋନା ପଜିଟିଭ୍‌:  ଗୋବିନ୍ଦାବାଟି, ମିଳିମିଳାପୁର, ମାଳଦା ଗ୍ରାମ ୨୪ ଘଣ୍ଟାଆ ସର୍ଟଡାଉନ

ବରୀ(ସ୍ବ.ପ୍ର.)/ରତ୍ନଗିରି, ୧୪।୫ (ଡି.ଏନ୍‌.ଏ): ବରୀ ବ୍ଲକ ଅଧୀନ କିମ୍ଭିରିଆପାଳ ପଞ୍ଚାୟତ ଗୋବିନ୍ଦାବାଟି ଗ୍ରାମରୁ ଗୁରୁବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ଦୁଇ ଭାଇ ଓ ସେମାନଙ୍କ ବୟସ ଯଥାକ୍ରମେ ୬୦ ଓ ୩୫ ବର୍ଷ। କିଛି ଦିନ…

ସରପଞ୍ଚଙ୍କ ସଟ୍‌ଡାଉନ୍‌ ନିଷ୍ପତ୍ତିକୁ ବ୍ଲକ ପ୍ରଶାସନର ନାଁ; କ୍ଷମତାର ଅପବ୍ୟବହାର କରୁଛନ୍ତି ସରପଞ୍ଚ

ଚଣ୍ଡିଖୋଲ୧୪।୫ (ଡି.ଏନ୍‌.ଏ.): ବଡଚଣା ବ୍ଲକ ଅଧୀନ ସୁଙ୍ଗୁଡା ପଞ୍ଚାୟତକୁ ୧୩ ତାରିଖ ସନ୍ଧ୍ୟା ୫ଟାରୁ ୪୮ ଘଣ୍ଟା ସଟ୍‌ଡାଉନ୍‌ କରିବାକୁ ସରପଞ୍ଚ ନିଷ୍ପତ୍ତି ନେଇଥିବା ବେଳେ ଏହାକୁ ବିଡିଓ ସେହିଦିନ ଖାରଜ କରିଦେଇଥିଲେ। ହେଲେ ସରପଞ୍ଚ ଜିଲାପାଳ କ୍ଷମତାର ସୁରୁପଯୋଗ କରୁଥିବା…

ବରୀ ବ୍ଲକର ୪ କରୋନା ଆକ୍ରାନ୍ତ ସୁସ୍ଥ

ରତ୍ନଗିରି,୧୪।୫(ଡି.ଏନ୍‌.ଏ.)-ଯାଜପୁର ଜିଲାର ୧୫ କରୋନା ଆକ୍ରାନ୍ତ ଗୁରୁବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବରୀ ବ୍ଲକର ରହିଛନ୍ତି। ସେମାନେ ତଲକାଇପଡା, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତର ବୋଲି ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାଶ ସୂଚନା ଦେଇଛନ୍ତି। ସୁସ୍ଥ…

ଗୋବିନ୍ଦାବାଟି ଗ୍ରାମରୁ ୨ ପଜିଟିଭ୍‌ ଚିହ୍ନଟ ପରେ ୨୪ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା

ରତ୍ନଗିରି,୧୪ା୫(ଡି.ଏନ୍‌.ଏ.) : ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦବାଟି ଗ୍ରାମରୁ ଦୁଇ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତ ଦୁଇ ଜଣଙ୍କ ବୟସ ୬୦ ଓ ୩୫ ବୋଲି ଜଣାପଡ଼ିଛି। ଗତ କିଛିଦିନ ପୂର୍ବରୁ ଦୁଇ ଭାଇ…

ବଡ଼ଚଣା ବ୍ଲକ ଅଞ୍ଚଳରୁ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ଚଣ୍ଡିଖୋଲ,୧୪।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ସାଉଡିଆ ପଞ୍ଚାୟତରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବ୍ଲକର ଏହା ପ୍ରଥମ ପଜିଟିଭ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି। ତେବେ ଉକ୍ତ ବ୍ୟକ୍ତିଜଣଙ୍କ କୋଲକାତା…

ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦାବାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?