ଯାଜପୁର

ଯାଜପୁର ଜିଲାରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍‌

ଯାଜପୁର ଅଫିସ୍‌,୧୩।୫: କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍‌ ବୁଧବାର ଯାଜପୁର ଜିଲା ଗସ୍ତ କରି ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ସ୍ଥିତି ଓ ଚିକିତ୍ସା ପ୍ରଣାଳୀ ସହ ସ୍ବାବ ସଂଗ୍ରହ, ରିପୋର୍ଟ, ଅସ୍ଥାୟୀ ଚିକିତ୍ସା କେନ୍ଦ୍ର(ଟିଏମସି) ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ…

ନିଳାଚଳ କାରଖାନା ପରିସରରେ ଶ୍ରମିକଙ୍କ ଆନ୍ଦୋଳନ

ଯାଜପୁର ଅଫିସ,୧୩।୫: କଳିଙ୍ଗନଗର ନିଳାଚଳ ଇସ୍ପାତ ନିଗମ ଲିଃ(ଏନଆଇଏନଏଲ)କୁ ଲ୍‌କଡାଉନ ସମୟରେ ବନ୍ଦ କରି ଦିଆଯିବା ଯୋଗୁ ପ୍ରାୟ ୪ ହଜାର କର୍ମଚାରୀ ଓ ଶ୍ରମିକଙ୍କ ଜୀବିକା ବିପନ୍ନ ହୋଇଯାଇଛି। ୩ ମାସ ହେଲା କର୍ମଚାରୀ ଓ ଶ୍ରମିକମାନଙ୍କୁ ଦରମା ଦିଆଯାଇ…

କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଯାଜପୁର ଜିଲାପାଳ, ବରୀ ବିଧାୟିକା

ବରୀ,୧୩।୫(ସ୍ବ.ପ୍ର): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ବରୀ ବିଧାୟିକା ସୁନନ୍ଦା ଦାସ ବୁଧବାର ବରୀ ଗସ୍ତରେ ଆସି କରୋନା ପାଇଁ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଅଟିରା, ବାଲିଆ, ରାଜତୋଟାରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିବା ଲୋକଙ୍କୁ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ…

ବରୀରେ ୧୭୩ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୧୨।୫(ଡି.ଏନ.ଏ)-ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ ପୋଥାଳଙ୍କ ସହଯୋଗରେ ମଙ୍ଗଳବାର ମୋଟ୍‌ ୧୭୩ ସ୍ବାବ ସଂଗ୍ରହ କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ…

ବିଞ୍ଝାରପୁର ବ୍ଲକରେ ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ

ବିଞ୍ଝାରପୁର,୧୨।୫(ଡି.ଏନ.ଏ)-ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ୧୦ଦିନ ବ୍ୟବଧାନ ପରେ ମଙ୍ଗଳବାର ପୁଣି ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯାଥାକ୍ରମେ ୫୪, ୩୨ ରହିଛି। ଉଭୟେ ନିକଟରେ କୋଲକୋତାରୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରେ…

ବରୀରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ରହିଛି କୋଲକାତା ଲିଙ୍କ

ରତ୍ନଗିରି, ୧୨।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ସଂକ୍ରମିତଙ୍କ ମଧ୍ୟରେ ରହିଛନ୍ତି ୪୫ ବର୍ଷୀୟ ପୁରୁଷ ଏବଂ ତାଙ୍କ ୧୨ ବର୍ଷୀୟ ଝିଅ। ଆକ୍ରାନ୍ତମାନେ ଚନ୍ଦନପୁର ପଞ୍ଚାୟତ ଅଞ୍ଚଳର ବୋଲି…

୧୦ହଜାର ପ୍ରବାସୀଙ୍କ ପାଇଁ ୧୭୮ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର

ଚଣ୍ଡିଖୋଲ, ୧୦।୫ (ଡି.ଏନ୍‌.ଏ.)-ରାଜ୍ୟ ବାହାରୁ ଓଡ଼ିଆ ଶ୍ରମିକମାନେ ଫେରୁଥିବା ବେଳେ ସେମାନଙ୍କ ପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବଡ଼ଚଣା ନିର୍ବାଚନ ମଣ୍ଡଳି ଅଧୀନ ୪୩ ପଞ୍ଚାୟତକୁ ପ୍ରାୟ ୧୦ହଜାର ପ୍ରବାସୀ ଫେରିବାକୁ ଥିବା ବେଳେ ସେମାନଙ୍କ…

ରସୁଲପୁରର ୧୪୩ ନମୁନା ନେଗେଟିଭ

ରସୁଲପୁର, ୧୦।୫ (ଡି.ଏନ୍‌.ଏ.)-ରସୁଲପୁର ବ୍ଲକ ଅଞ୍ଚଳରେ ଥିବା ୩୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ରାଜ୍ୟରୁ ଫେରିଥିବା ଶ୍ରମିକମାନଙ୍କୁ ରଖାଯାଇଛି। ଗତ ଏପ୍ରିଲ ୨୯ ଓ ୩୦ ତାରିଖରେ ଉକ୍ତ କେନ୍ଦ୍ରଗୁଡ଼ିକରେ ରହୁଥିବା ୧୫୫ଜଣ କୋଲକାତା ଫେରନ୍ତାଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇଥିଲା।…

ମେ’ ୨୪ ପର୍ଯ୍ୟନ୍ତ ବଢ଼ିଲା ଅକରପଦା କଣ୍ଟେନମେଣ୍ଟ ଜୋନ ଅବଧି

ଯାଜପୁର ଅଫିସ,୧୦।୫- କୋଭିଡ-୧୯ ଭୂତାଣୁ ସଂକ୍ରମଣକୁ ରୋକିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ତାଙ୍କ ପତ୍ର ସଂଖ୍ୟା ୬୯୦/୯।୫।୨୦୨୦ରେ ଦଶରଥପୁର ବ୍ଲକ ଅକରପଦା କଣ୍ଟେନମେଣ୍ଟ ଜୋନକୁ ଆସନ୍ତା ୨୪ ତାରିଖ ରାତି ୮ଟା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିରେ କଟିକଟା,…

ବରୀ ବ୍ଲକ: ୧୭୯ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୮।୫(ଡି.ଏନ.ଏ.)-ବରୀ ବ୍ଲକରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ତତ୍ପର ହୋଇପଡ଼ିଛି ଯାଜପୁର ଜିଲା ପ୍ରଶାସନ। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ଟି ଟିମ ବରୀ ଗ୍ରସ୍ତରେ ଆସି ଉଦୟନାଥପୁର ପଞ୍ଚାୟତ ଓ ବ୍ଲକର ବିଭିନ୍ନ ପଞ୍ଚାୟତରୁ…

କଣ୍ଟେନମେଣ୍ଟ ଜୋନ୍‌ରେ ୩ ପଞ୍ଚାୟତର ୯ଗାଁ

ରସୁଲପୁର, ୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?