ଯାଜପୁର

ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ବୁହାହେଲେ ପ୍ରସୂତି

ରତ୍ନଗିରି,୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଆଉ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ନ ଆସିବାରୁ ଜଣେ ପ୍ରସୂତିଙ୍କୁ ଟ୍ରଲିରେ ବୁହାଯାଇଥିବା ଦେଖିବାକୁ ମିଳିଛି।…

ରସୁଲପୁର ବ୍ଲକରେ ୩ୟ କରୋନା ଆକ୍ରାନ୍ତ ଚିହ୍ନଟ

ରସୁଲପୁର,୬।୫(ଡି.ଏନ୍‌.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକରେ ୩ୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବ୍ୟକ୍ତି ଜଣକ ରାହାମ୍ବା ପଞ୍ଚାୟତ ସଦାନନ୍ଦପୁର ଗ୍ରାମର ବୋଲି ସୂଚନା ମିଳିଛି। ଉକ୍ତ ବ୍ୟକ୍ତିଜଣକ କଲିକତା ଫେରନ୍ତା ବୋଲି ଜଣାପଡିଛି। ଏପ୍ରିଲ ୨୯ରେ ନମୁନା ନିଆଯାଇଥିଲା।…

ଯାଜପୁରରେ ୫୪ରେ ପହଞ୍ଚିଲା କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ,କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର(ବ୍ୟୁରୋ),୬।୫: ଯାଜପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ। ସେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବୁଧବାର ସେ ପଜିଟିଭ୍‌ ଜଣାପଡ଼ିବା ପରେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ରାଜ୍ୟ ସୂଚନା ଓ…

ଚିନ୍ତା ବଢ଼ାଇଲାଣି ଯାଜପୁର: ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର…

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬

ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ୫୮ ବର୍ଷୀୟ ବ୍ୟକ୍ତି ଯାଜପୁର ଜିଲାର ଏବଂ ସେ କୋଲକାତା ଫେରନ୍ତା ବୋଲି…

ସାମ୍ନାକୁ ଆସିଲା ବରୀର ଆଉ ୩ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ

ରତ୍ନଗିରି, ୫।୫(ଡି.ଏନ୍‌.ଏ): ଯାଜପୁର ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ କରୋନା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ଗ୍ରସ୍ତ ବିବରଣୀ ଗତ ୩ ତାରିଖରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଜାରି କରାଯାଇଥିଲା। ତେବେ ସୋମବାର ଆଉ ୩ଜଣ ଆକ୍ରାନ୍ତ…

ଫେରନ୍ତା ପ୍ରବାସୀଙ୍କ ପାଇଁ ବରୀରେ ପ୍ରସ୍ତୁତି

ବରୀ, ୪।୫ (ସ୍ବ.ପ୍ର.): ବାହାର ରାଜ୍ୟରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ବରୀ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ସୁବିଧା କରାଯାଇଛି। ୨୯ ପଞ୍ଚାୟତକୁ ନେଇ ଗଠିତ ବରୀ ବ୍ଲକ ପକ୍ଷରୁ ସୋମବାର ସୁଦ୍ଧା ୧୮୮୦ଲୋକଙ୍କ ନିମନ୍ତେ ଭିତ୍ତିଭୂମି ପ୍ରସ୍ତୁତ ସରିଛି।…

୭୬୧ ଜଣଙ୍କ ସ୍ବାବ୍‌ ନମୁନା ସଂଗୃହୀତ

ରତ୍ନଗିରି, ୪।୫ (ଡି.ଏନ.ଏ.): ବରୀ ବ୍ଲକରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାମାଟିଆ ପଞ୍ଚାୟତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୬୦ ଜଣଙ୍କ ସ୍ବାବ ନମୁନା ରବିବାର ସଂଗ୍ରହ କରାଯାଇଥିଲା। ସୋମବାର ସମ୍ପୃକ୍ତ ୬୦ ଜଣଙ୍କ ସଂସ୍ବର୍ଶରେ ଆସିଥିବା ୨୧୯…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ଅମଙ୍ଗ ହେଉଛନ୍ତି କରୋନା ସନ୍ଦିଗ୍ଧ

ରତ୍ନଗିରି,୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକରେ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ପଜିଟିଭ୍‌ ବ୍ୟକ୍ତିମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଚିହ୍ନଟ କରାଯାଇଥିଲା। ମାତ୍ର ସରକାରୀସ୍ତରରେ ରାଜ୍ୟ ତଥା ଜିଲା…

କଳାମାଟିଆ ପଞ୍ଚାୟତରେ ଘରଘର ବୁଲି ରକ୍ତ ନମୁନା ସଂଗ୍ରହ କରୁଛନ୍ତି ମହିଳା ସ୍ବାସ୍ଥ୍ୟକର୍ମୀ

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ କଳାମାଟିଆ ପଞ୍ଚାୟତରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର ଦମକଳ ବାହିନୀ ପକ୍ଷରୁ ଏହି ପଞ୍ଚାୟତର ବିଭିନ୍ନ ଜନବହୁଳ ସ୍ଥାନକୁ ସାନିଟାଇଜେସନ କରାଯାଇଥିଲା।…

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଛି। ସୂଚନାଯୋଗ୍ୟ, ୧୫୨ ନଂ.…

ସୀମା ସିଲ୍‌ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୩ା୫(ଡି.ଏନ୍‌/ଏ.): ଯାଜପୁର ଜିଲାରେ ଶନିବାର ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବରୀ ବ୍ଲକ କଳାମାଟିଆ ପଞ୍ଚାୟତର ତଲକାଇପଡ଼ା ଗ୍ରାମରୁ ଜଣେ, ଉଦୟନାଥପୁରରୁ ଜଣେ ଓ ବାଇଁଶିରିଆ ପଞ୍ଚାୟତରୁ ୨ ଜଣ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏହାକୁ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?